ସେ ମାେ ନାମ ରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁ ତା'ର ରାଜ୍ଯକକ୍ସ୍ଟ ଚିରଦିନ ପାଇଁ ଶକ୍ତିଶାଳୀ କରିବି।
Cross references
ଶୀଲୋର ଆଗମନ ପର୍ୟ୍ଯନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ବଯ ମଧ୍ଯରୁ ବିଚାରକର୍ତ୍ତାର ୟଷ୍ଟି ୟିବ ନାହିଁ। ତାହାଙ୍କ ନିକଟରେ ଲୋକମାନେ ଅଧିନତା ସ୍ବୀକାର କରିବେ।
ତକ୍ସ୍ଟମ୍ଭ ପରିବାର ଓ ତକ୍ସ୍ଟମ୍ଭ ରାଜତ୍ବ ଓ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଅନନ୍ତକାଳ ସ୍ଥିରିକୃତ ହବେ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ହବେ।
ସଦାପ୍ରଭୁ ତାଙ୍କର ନିଜର ରାଜାଙ୍କକ୍ସ୍ଟ ୟକ୍ସ୍ଟଦ୍ଧ ରେ ଜଯଲାଭ କରିବାକୁ ସାହାୟ୍ଯ କରିଛନ୍ତି। ସେ ତାଙ୍କର ମନୋନୀତ ରାଜା ଦାଉଦଙ୍କ ପ୍ରତି ପ୍ ରମେ ଦଖାଇେଛନ୍ତି। ସେଥିପାଇଁ ସେ ଦାଉଦ ଓ ତାଙ୍କର ପରିବାରବର୍ଗମାନଙ୍କ ପ୍ରତି ଅନନ୍ତକାଳ ପାଇଁ ଦୟା ଦଖାଇେଛନ୍ତି।
ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିଯମ ପାଳନ କରିବ, ତବେେ ସଦାପ୍ରଭୁ ମାେ ବିଷଯ ରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚଯ ହବେ। ସଦାପ୍ରଭୁ କହିଥିଲେ, 'ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦଇେଥିବା ଆଜ୍ଞାନୁସା ରେ ଜୀବନ ଧାରଣ କରିବେ, ତବେେ ଇଶ୍ରାୟେଲର ସିଂହାସନ ରେ ତୁମ୍ଭ ବଂଶରୁ ବସିବ। ସଦାପ୍ରଭୁ ତାଙ୍କର ଏହି ବାକ୍ଯ ପୂରଣ କରିବେ।'
ସଦାପ୍ରଭୁ ମାରେ ପିତା ଦାଉଦଙ୍କୁ ଶପଥ କରିଥିଲେ, 'ଆମ୍ଭେ ତୁମ୍ଭ ବଦଳ ରେ ତୁମ୍ଭ ପୁତ୍ରକୁ ସିଂହାସନ ରେ ବସାଇବା। ତୁମ୍ଭ ପୁତ୍ର ଆମ୍ଭ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବ।' ମୁଁ ବର୍ତ୍ତମାନ ସଦାପ୍ରଭୁ ମାରେପରମେଶ୍ବରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କରିବାକୁ ମନସ୍ଥ କରିଛି।
ତୁମ୍ଭେ ତ ଆମ୍ଭ ପାଇଁ ଗୃହ ନିର୍ମାଣ କଲ। ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ପରିଗ୍ଭଳିତ ହବେ, ଆମ୍ଭର ସମସ୍ତ ବ୍ଯବସ୍ଥା ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସା ରେ ଗ୍ଭଲିବ ତବେେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ସହେି ବାକ୍ଯ ଆମ୍ଭେ ତୁମ୍ଭ ପ୍ରତି ସଫଳ କରିବୁ।
କିନ୍ତୁ ତୁମ୍ଭେ ସହେି ମନ୍ଦିର ନିର୍ମାଣ କରିବ ନାହିଁ, ତୁମ୍ଭର ଔରସଜାତ ସନ୍ତାନ ଆମ୍ଭ ସମ୍ମାନାର୍ଥେ ମନ୍ଦିର ନିର୍ମାଣ କରିବ।'
ମାତ୍ର ସଦାପ୍ରଭୁ ଯିହୁଦାକୁ ବିନାଶ କଲେ ନାହିଁ, କାରଣ ସେ ଆପଣା ଦାସ ଦାଉଦଙ୍କୁ ପ୍ରତିଜ୍ଞା କରି କହିଥିଲେ ତାଙ୍କରି ପରିବାରମାନଙ୍କ ମଧ୍ଯରୁ ଜଣେ ସର୍ବଦା ରାଜା ହବେ।
ପୁଣି ଆମ୍ଭେ ୟିରୁଶାଲମ୍ ରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ମନ୍ଦିର ବିଷଯ ରେ କହିଥିଲେ। ସଦାପ୍ରଭୁଙ୍କ ସହେି ମନ୍ଦିର ରେ ସେ ୟଜ୍ଞବଦେି ନିର୍ମାଣ କଲେ।
ପୁଣି ମନଃଶି ଆଶରୋ ରେ ଏକ ଖାଦେିତ ମୂର୍ତ୍ତୀ ନିର୍ମାଣ କରାଇ ସଦାପ୍ରଭୁଙ୍କ ମନ୍ଦିର ରେ ସ୍ଥାପନ କଲେ। କିନ୍ତୁ ସହେି ମନ୍ଦିର ବିଷଯ ରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନ୍କୁ କହିଥିଲେ, ମୁଁ ସମଗ୍ର ଇଶ୍ରାୟେଲର ସମସ୍ତ ନଗରଠାରୁ ୟିରୁଶାଲମ୍କୁ ମନୋନୀତ କରିଛି। ୟିରୁଶାଲମ୍ର ଏହି ମନ୍ଦିର ରେ ଆମ୍ଭର ନାମ ଚିରକାଳ ସ୍ଥାପନ କରିବୁ।
ତୁମ୍ଭେ ଯେତବେେଳେ ମୃତ୍ଯୁଭୋଗ କରିବ ଓ ତୁମ୍ଭର ପୂର୍ବପୁରୁଷମାନଙ୍କ ପାଖକୁ ୟିବ, ସେତବେେଳେ ଆମ୍ଭେ ତୁମ୍ଭର ପୁତ୍ରକୁ ନୂତନ ରାଜା କରିବା। ତୁମ୍ଭର ପୁତ୍ରଗଣଙ୍କ ମଧ୍ଯରୁ ଜଣେ ନୂତନ ରାଜା ହବେ, ଏବଂ ଆମ୍ଭେ ତା'ର ରାଜ୍ଯକୁ ଶକ୍ତିଶାଳୀ କରିବା।
କିନ୍ତୁ ତୁମ୍ଭର ଏକ ପୁତ୍ର ଅଛି, ଯେ କି ଶାନ୍ତିପ୍ରିଯ ଅଟେ। ଆମ୍ଭେ ତୁମ୍ଭର ପୁତ୍ରକୁ ଶାନ୍ତି ରେ ଏକ ସମୟ ପ୍ରଦାନ କରିବା। ତା'ପରେ ଚତୁର୍ଦ୍ଦିଗ ରେ ଥିବା ଶତ୍ରୁମାନେ ତାହାକୁ ବ୍ଯତିବ୍ଯସ୍ତ କରିବେ ନାହିଁ। ତାହାର ନାମ ଶଲୋମନ, ଶଲୋମନ ରାଜା ହବୋ ସମୟରେ ଆମ୍ଭେ ଇଶ୍ରାୟେଲକୁ ଶାନ୍ତି ଓ ସ୍ଥିରତା ପ୍ରଦାନ କରିବା।
ସଦାପ୍ରଭୁ ମାେତେ କହିଲେ, 'ଦାଉଦ, ତୁମ୍ଭର ପୁତ୍ର ଶଲୋମନ ଆମ୍ଭର ମନ୍ଦିର ଓ ତାହାର ଚତୁର୍ଦ୍ଦିଗସ୍ଥ ମନ୍ଦିର ପ୍ରାଙ୍ଗଣ ନିର୍ମାଣ କରିବ। କାହିଁକି ? କାରଣ, ଆମ୍ଭେ ଶଲୋମନକୁ ଆମ୍ଭର ପୁତ୍ରରୂପେ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହବୋ।
ଶଲୋମନ, ସଦାପ୍ରଭୁ ଯେ ତୁମ୍ଭକୁ ତାଙ୍କରି ପବିତ୍ରସ୍ଥାନର ମନ୍ଦିର ନିର୍ମାଣ କରିବା ନିମନ୍ତେ ମନୋନୀତ କରିଅଛନ୍ତି, ଏହା ତୁମ୍ଭର ବୁଝିବା ଉଚିତ୍। ଶକ୍ତିଶାଳୀ ହୁଅ ଏବଂ ଏହା କର।
ବର୍ତ୍ତମାନ, ହେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର, ତୁମ୍ଭର ଦାସ ଦାଉଦଙ୍କୁ ଦତ୍ତ ତୁମ୍ଭର ପ୍ରତିଜ୍ଞା ରକ୍ଷା କର। ତୁମ୍ଭେ ଏହା ପ୍ରତିଜ୍ଞା କରିଥିଲ ; ତୁମ୍ଭେ କହିଲ, 'ଦାଉଦ, ତୁମ୍ଭର ଭବିଷ୍ଯତ ବଂଶଧରମାନଙ୍କରୁ ଜଣେ ସର୍ବଦା ମାେ ସମ୍ମୁଖ ରେ ଇଶ୍ରାୟେଲର ସିଂହାସନ ଉପରେ ବିରାଜମାନ ହବେ। ଯଦି ତୁମ୍ଭର ପୁତ୍ରମାନେ ନିଜର କର୍ମ ସାବଧାନତା ପୂର୍ବକ କରିବେ, ତବେେ କବଳେ ଏହା ଘଟିବ। ତୁମ୍ଭେ ଯେପରି ମାରେ ଆଇନ୍ସବୁ ପାଳନ କରିଅଛ, ସହେିପରି ସମାନଙ୍କେୁ ମଧ୍ଯ ମାରେ ଆଇନ୍ ମାନିବାକୁ ପଡ଼ିବ।'
ପରମେଶ୍ବର ସତ୍ ଲୋକମାନଙ୍କୁ ଦଖାଚୋହାଁ କବେେ ବନ୍ଦ କରନ୍ତି ନାହିଁ। ସେ ସମାନଙ୍କେୁ ରାଜାମାନଙ୍କ ପରି ଚିରଦିନ ସିଂହାସନ ରେ ବସାନ୍ତି ଏବଂ ସେ ସମାନଙ୍କେର ଉତ୍ଥାନ କରନ୍ତି।
ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ୟୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।
ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।
ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରଯ ଦବୋ ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
ଆମ୍ଭେ ତାର ବଂଶକୁ ନିତ୍ଯସ୍ଥାଯୀ ବିରାଜମାନ କରିବା ଓ ତା'ର ସିଂହାସନକୁ ଆକାଶ ଥିବା ପର୍ୟ୍ଯନ୍ତ ରହିବ।
ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ରହିବ।
ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'
ତାଙ୍କ ରାଜ୍ଯ ରେ କତ୍ତୃର୍ତ୍ବ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସହେି ରାଜା ନ୍ଯାଯ ଓ ଧାର୍ମିକତା ବଳ ରେ ଅନନ୍ତକାଳ ପର୍ୟ୍ଯନ୍ତ ରାଜ୍ଯ ଶାସନ କରିବେ।
ସଦାପ୍ରଭୁ କୁହନ୍ତି, ଆମ୍ଭେ ଯେଉଁ ସମୟରେ ଦୟା ଦଖାଇବୋ କଥା ସହେି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ। ପରିତ୍ରାଣ ଦିନ ରେ ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିଅଛୁ। ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ ଲୋକମାନଙ୍କୁ ସମାନଙ୍କେର ଧ୍ବଂସିତ ଉତ୍ତରାଧିକାରର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ଚୁକ୍ତି ସ୍ବରୂପ ନିୟୁକ୍ତ କରିବା।
ଆଉ ସଦାପ୍ରଭୁ କହନ୍ତି, ଦାଉଦ ବଂଶରୁ ଜଣେ ସର୍ବଦା ଇଶ୍ରାୟେଲୀୟ ବଂଶର ସିଂହାସନ ରେ ଉପବିଷ୍ଟ ହବେ।
ଏବଂ ମୁଁ ମାରେ ଦାସ ଯାକୁବକୁ ଯେଉଁ ଦେଶ ଦଇେଥିଲି ଓ ଯେଉଁଠା ରେ ସମାନଙ୍କେ ପୂର୍ବପୁରୁଷଗଣ ବାସ କରୁଥିଲେ, ସହେି ଦେଶ ରେ ସମାନେେ ବାସ କରିବେ। ମୁଁ ସମାନେେ, ସମାନଙ୍କେର ସନ୍ତାନମାନେ ଓ ସମାନଙ୍କେର ସନ୍ତାନମାନଙ୍କର ସନ୍ତାନମାନେ ସଦାକାଳ ସଠାେ ରେ ବାସ କରିବେ। ଏବଂ ମାରେ ଦାସ ଦାଉଦ ସଦାକାଳ ସମାନଙ୍କେର ଅଧିପତି ହବେେ।
ଚତୁର୍ଥ ରାଜ୍ଯର ରାଜତ୍ବ ସମୟରେ ସ୍ବର୍ଗସ୍ଥ ପରମେଶ୍ବର ଗୋଟିଏ ରାଜ୍ଯ ସ୍ଥାପନ କରିବେ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ହାଇେ ରହିବ। ଆଉ ମଧ୍ଯ ତାହା ଅନ୍ୟ ହାତକୁ ୟିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ଯଗୁଡିକୁ ଧ୍ବଂସ କରି ଦବେ।
ତା'ପ ରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, 'ଜଣେ ବ୍ଯକ୍ତି ଅଛନ୍ତି, ତାଙ୍କ ନାମ ଶାଖା, ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହବେେ ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ।
ସେ ନିଶ୍ଚିତ ଭାବରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବେ ଓ ମହିମା ପ୍ରାପ୍ତ ହବେେ। ସେ ମଧ୍ଯ ଆପଣା ସିଂହାସନ ରେ ବସିବେ ଓ ରାଜତ୍ବ କରିବେ। ଆଉ ମଧ୍ଯ ଜଣେ ଯାଜକ ତାଙ୍କ ସିଂହାସନ ରେ ବସି ଯାଜକ ହବେେ। ସହେି ଦୁଇଜଣ ମଧିଅରେ ଶାନ୍ତିର ନତେୃତ୍ବ ହବେ।'
ମୁଁ ମଧ୍ଯ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମାରେ ମଣ୍ଡଳୀ ତୋଳିବି। ମୃତ୍ଯୁଶକ୍ତି ମାରେ ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହାଇପୋରିବ ନାହିଁ।
ଶୁଣ, ତୁମ୍ଭେ ଗର୍ଭଗତୀ ହବେ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ।
ଯେତବେେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନା ରେ ସହେି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ଯ ଏହା ପ୍ରୟୁଜ୍ଯ। ମାଶାଙ୍କେ ତୁଳନା ରେ ଯୀଶୁ ଅଧିକ ସମ୍ମାନର ଯୋଗ୍ଯ।
ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।