Home Bibles ☰ Books ଦିତୀୟ ଶାମୁୟେଲ 7:16 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 7:16 · ଓଡ଼ିଆ ବାଇବେଲ

ତକ୍ସ୍ଟମ୍ଭ ପରିବାର ଓ ତକ୍ସ୍ଟମ୍ଭ ରାଜତ୍ବ ଓ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଅନନ୍ତକାଳ ସ୍ଥିରିକୃତ ହବେ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ହବେ।

Cross references

ଆଦି ପୁସ୍ତକ 49:10

ଶୀଲୋର ଆଗମନ ପର୍ୟ୍ଯନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ବଯ ମଧ୍ଯରୁ ବିଚାରକର୍ତ୍ତାର ୟଷ୍ଟି ୟିବ ନାହିଁ। ତାହାଙ୍କ ନିକଟରେ ଲୋକମାନେ ଅଧିନତା ସ୍ବୀକାର କରିବେ।

ଦିତୀୟ ଶାମୁୟେଲ 7:13

ସେ ମାେ ନାମ ରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁ ତା'ର ରାଜ୍ଯକକ୍ସ୍ଟ ଚିରଦିନ ପାଇଁ ଶକ୍ତିଶାଳୀ କରିବି।

ଦିତୀୟ ଶାମୁୟେଲ 22:51

ସଦାପ୍ରଭୁ ତାଙ୍କର ନିଜର ରାଜାଙ୍କକ୍ସ୍ଟ ୟକ୍ସ୍ଟଦ୍ଧ ରେ ଜଯଲାଭ କରିବାକୁ ସାହାୟ୍ଯ କରିଛନ୍ତି। ସେ ତାଙ୍କର ମନୋନୀତ ରାଜା ଦାଉଦଙ୍କ ପ୍ରତି ପ୍ ରମେ ଦଖାଇେଛନ୍ତି। ସେଥିପାଇଁ ସେ ଦାଉଦ ଓ ତାଙ୍କର ପରିବାରବର୍ଗମାନଙ୍କ ପ୍ରତି ଅନନ୍ତକାଳ ପାଇଁ ଦୟା ଦଖାଇେଛନ୍ତି।

ପ୍ରଥମ ରାଜାବଳୀ 2:4

ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିଯମ ପାଳନ କରିବ, ତବେେ ସଦାପ୍ରଭୁ ମାେ ବିଷଯ ରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚଯ ହବେ। ସଦାପ୍ରଭୁ କହିଥିଲେ, 'ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦଇେଥିବା ଆଜ୍ଞାନୁସା ରେ ଜୀବନ ଧାରଣ କରିବେ, ତବେେ ଇଶ୍ରାୟେଲର ସିଂହାସନ ରେ ତୁମ୍ଭ ବଂଶରୁ ବସିବ। ସଦାପ୍ରଭୁ ତାଙ୍କର ଏହି ବାକ୍ଯ ପୂରଣ କରିବେ।'

ଦିତୀୟ ରାଜାବଳୀ 8:19

ମାତ୍ର ସଦାପ୍ରଭୁ ଯିହୁଦାକୁ ବିନାଶ କଲେ ନାହିଁ, କାରଣ ସେ ଆପଣା ଦାସ ଦାଉଦଙ୍କୁ ପ୍ରତିଜ୍ଞା କରି କହିଥିଲେ ତାଙ୍କରି ପରିବାରମାନଙ୍କ ମଧ୍ଯରୁ ଜଣେ ସର୍ବଦା ରାଜା ହବେ।

ଦିତୀୟ ରାଜାବଳୀ 19:34

ମୁଁ ଏହି ନଗରକୁ ରକ୍ଷା କରିବି। ମାେ ନିଜ ସକାେଶ ଓ ମାରେ ଦାସ ଦାଉଦ ନିମନ୍ତେ ମୁଁ ଏ ନଗରକୁ ସୁରକ୍ଷା ଦବେି।

ପ୍ରଥମ ବଂଶାବଳୀ 17:13

ଆମ୍ଭେ ତାହାର ପିତା ହବୋ ଓ ସେ ଆମ୍ଭର ପୁତ୍ର ହବେ। ଶାଉଲ ତୁମ୍ଭ ପୂର୍ବରୁ ରାଜା ଥିଲେ ଓ ଆମ୍ଭେ ଶାଉଲଠାରୁ ଆମ୍ଭର ସମର୍ଥନ ପ୍ରତ୍ଯାହାର କରିନଲେୁ। କିନ୍ତୁ ଆମ୍ଭେ କଦାପି ତୁମ୍ଭ ପ୍ରତି ଆମ୍ଭର ପ୍ ରମେକୁ ପରିତ୍ଯାଗ କରିବା ନାହିଁ।

ଦିତୀୟ ବଂଶାବଳୀ 6:16

ବର୍ତ୍ତମାନ, ହେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର, ତୁମ୍ଭର ଦାସ ଦାଉଦଙ୍କୁ ଦତ୍ତ ତୁମ୍ଭର ପ୍ରତିଜ୍ଞା ରକ୍ଷା କର। ତୁମ୍ଭେ ଏହା ପ୍ରତିଜ୍ଞା କରିଥିଲ ; ତୁମ୍ଭେ କହିଲ, 'ଦାଉଦ, ତୁମ୍ଭର ଭବିଷ୍ଯତ ବଂଶଧରମାନଙ୍କରୁ ଜଣେ ସର୍ବଦା ମାେ ସମ୍ମୁଖ ରେ ଇଶ୍ରାୟେଲର ସିଂହାସନ ଉପରେ ବିରାଜମାନ ହବେ। ଯଦି ତୁମ୍ଭର ପୁତ୍ରମାନେ ନିଜର କର୍ମ ସାବଧାନତା ପୂର୍ବକ କରିବେ, ତବେେ କବଳେ ଏହା ଘଟିବ। ତୁମ୍ଭେ ଯେପରି ମାରେ ଆଇନ୍ସବୁ ପାଳନ କରିଅଛ, ସହେିପରି ସମାନଙ୍କେୁ ମଧ୍ଯ ମାରେ ଆଇନ୍ ମାନିବାକୁ ପଡ଼ିବ।'

ଆୟୁବ ପୁସ୍ତକ 36:7

ପରମେଶ୍ବର ସତ୍ ଲୋକମାନଙ୍କୁ ଦଖାଚୋହାଁ କବେେ ବନ୍ଦ କରନ୍ତି ନାହିଁ। ସେ ସମାନଙ୍କେୁ ରାଜାମାନଙ୍କ ପରି ଚିରଦିନ ସିଂହାସନ ରେ ବସାନ୍ତି ଏବଂ ସେ ସମାନଙ୍କେର ଉତ୍ଥାନ କରନ୍ତି।

ଗୀତସଂହିତା 45:6

ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ବିରାଜମାନ କରିବ। ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।

ଗୀତସଂହିତା 72:5

ମୁଁ ଆଶା କରେ ସୂର୍ୟ୍ଯ ଓ ଚନ୍ଦ୍ର ଆକାଶରେ ଥିବା ପର୍ୟ୍ଯନ୍ତ ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ।

ଗୀତସଂହିତା 72:17

ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ୟୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

ଗୀତସଂହିତା 89:36

ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ରହିବ।

Interlinear

Choose Theme