ତୁମ୍ଭେ ତୁମ୍ଭର ସବେକ ପାଇଁ ଏହିସବୁ ମହାନ କାର୍ୟ୍ଯ କରିବ କାରଣ ତୁମ୍ଭେ ତାହା କରିବା ପାଇଁ ଇଚ୍ଛା ଓ ପ୍ରତିଜ୍ଞା କରିଅଛ। ଏବଂ ତୁମ୍ଭେ ଏହି ବିଷଯ ଜାଣିବା ନିମନ୍ତେ ମାେତେ ନିର୍ଦ୍ଧାରଣ କରିଅଛ।
Cross references
ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!
ତୁମ୍ଭେ ଆପଣା ଧାର୍ମୀକତା ଅବା ହୃଦଯର ସରଳତା ହତେକ୍ସ୍ଟରକ୍ସ୍ଟ ସମାନଙ୍କେ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନକ୍ସ୍ଟ ହେଁ, ମାତ୍ର ଏହି ଗୋଷ୍ଠୀଯ ଲୋକମାନଙ୍କ ଦୃଷ୍ଟତାପାଇଁ ଆଉ ତୁମ୍ଭମାନଙ୍କର ପୁର୍ବପୁରୁଷ ଅବ୍ରହାମଙ୍କକ୍ସ୍ଟ, ଇସହାକ୍ ଓ ୟାକକ୍ସ୍ଟବଙ୍କକ୍ସ୍ଟ ଶପଥପୂର୍ବକ ଯେଉଁ ବାକ୍ଯ କହିଥିଲେ, ତାହା ସଫଳ କରିବାପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ସମ୍ମକ୍ସ୍ଟଖରକ୍ସ୍ଟ ସମାନଙ୍କେୁ ତଡି ଦବେେ।
ମାରେ ମୃତକ୍ସ୍ଟ୍ଯ ସମୟ ନିକଟ ହେଲାଣି। ତୁମ୍ଭମାନେେ ଜାଣ ଏବଂ ଭଲ ଭାବରେ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ କିପରି ସହାୟତା ଦଇେଛନ୍ତି। ଏବଂ ତକ୍ସ୍ଟମ୍ଭ ପାଇଁ କ'ଣ କରିଛନ୍ତି। ସେ ଯାହା କହିଛନ୍ତି ସେ ତାହା ଦଇେଛନ୍ତି। ସଦାପ୍ରଭୁ ତାଙ୍କର ସବୁ ଉତ୍ତମ ପ୍ରତିଜ୍ଞା ପୂରଣ କରିଛନ୍ତି, ଯାହା ସେ ତକ୍ସ୍ଟମ୍ଭ ସହିତ ପ୍ରତିଜ୍ଞା କରିଥିଲେ। ଆମ୍ଭକକ୍ସ୍ଟ ସବୁ ଦଇେଛନ୍ତି ସେ ଯାହାସବୁ ଆମ୍ଭ ସହିତ ପ୍ରତିଜ୍ଞା କରିଛନ୍ତି।
ହେ ସଦାପ୍ରଭୁ, ଆମ୍ଭମାନେେ କୌଣସି ମହିମାର ୟୋଗ୍ଯ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରମେ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
ହେ ପରମେଶ୍ବର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି। ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ଯତାକୁ ପ୍ରଶଂସା କରିବି। ତୁମ୍ଭେ ପ୍ରସିଦ୍ଧ ଅଟ ଏବଂ ୟାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ଯ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।
ହଁ ପରମପିତା, ତୁମ୍ଭେ ପ୍ରକୃତ ରେ ଯାହା ଗ୍ଭହୁଁଥିଲ, ଚାହା ଘଟିଲା।
ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାରେ ବାକ୍ଯ କବେେ ଅନ୍ୟଥା ହବେନାହିଁ।
ତାହାଙ୍କର ସବୋ କରିବାପାଇଁ ସେ ନିଜେ ବାଛିଥିବା ଇଶ୍ରାୟେଲର ଲୋକମାନଙ୍କୁ ସାହାୟ୍ଯ କଲେ। ସେ ଆମ୍ଭମାନଙ୍କୁ ତାହାଙ୍କର କୃପା ପ୍ରଦାନ କରିଛନ୍ତି।
ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦଖାଇବେେ ବୋଲି କହିଥିଲେ ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।
ତ'ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ଯନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, ହେ ପରମପିତା! ହେ ସ୍ବର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଂଶସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚଇେ ରଖିଥିଲେ ମଧ୍ଯ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦଖାଇେଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତ ରେ କରିବାକୁ ଚାହୁଁଥିଲ ବୋଲି ତୁମ୍ଭେ ଏହା କଲ।
ହେ ସାନ ମଷେପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସହେି ସ୍ବର୍ଗ ରାଜ୍ଯ ଦବୋକୁ ଚାହାଁନ୍ତି।
ପାଉଲ ଏହି ପତ୍ର ଲେଖିଛନ୍ତି। ମୁଁ ଖ୍ରୀଷ୍ଟଯୀଶୁଙ୍କର ଜଣେ ପ୍ ରରେିତ ରୂପେ ଆହୂତ ହଲିେ। ଏହା ପରମେଶ୍ବରଙ୍କ ଇଚ୍ଛା ରେ ସାଧିତ ହେଲା। ଆମ୍ଭର ଜଣେ ଭାଇ ସୋସ୍ଥିନା ମଧ୍ଯ ନମସ୍କାର ଜଣାନ୍ତି।
ପରମେଶ୍ବର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ବାରା ତାହାଙ୍କର ନିଗୂଢ଼ତତ୍ତ୍ବ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ବର ଏହା ଚାହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ବାରା କରିବା ପାଇଁ ଯୋଜନା କରିଥିଲେ।
ସମୟର ପ୍ରାରମ୍ଭରୁ ପରମେଶ୍ବରଙ୍କର ଯେଉଁ ଯୋଜନା ଅଛି, ଏହା ତାହା ସହିତ ମଳେ ଖାଉଛି। ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବର ଏହା ସମ୍ପନ୍ନ କଲେ।