Home Bibles ☰ Books ଦିତୀୟ ଶାମୁୟେଲ 7:26 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 7:26 · ଓଡ଼ିଆ ବାଇବେଲ

'ତା' ହେଲ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହବେ। ଲୋକମାନେ କହିବେ, ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର ଇଶ୍ରାୟେଲ ରେ ଶାସନ କରନ୍ତି। ଏବଂ ତୁମ୍ଭର ସବେକ ଦାଉଦର ବଂଶଧର ତୁମ୍ଭର ସବୋ କରିବା ରେ ଶକ୍ତିଶାଳୀ ହକ୍ସ୍ଟଅନ୍ତକ୍ସ୍ଟ।'

Cross references

ଆଦି ପୁସ୍ତକ 17:18

ଏହାପରେ ଅବ୍ରହାମ ପରମେଶ୍ବରଙ୍କୁ କହିଲେ, ମୁଁ ଇଛାକରୁଛି ଯେ, ତୁମ୍ଭେ ଇଶ୍ମାଯଲକେୁ ଅନୁଗ୍ରହ କରିବ।

ପ୍ରଥମ ରାଜାବଳୀ 18:36

ସନ୍ଧ୍ଯାକାଳୀନ ପ୍ରାର୍ଥନା ଉତ୍ସର୍ଗ କରିବା ସମୟରେ ଏଲିଯ ସଦାପ୍ରଭୁଙ୍କ ୟଜ୍ଞବଦେୀ ନିକଟକୁ ଗଲେ ଓ କହିଲେ, ହେ ସଦାପ୍ରଭୁ, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ଆଜି ପ୍ରମାଣ କର ଯେ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର ଓ ମୁଁ ଯେ ତୁମ୍ଭର ସବେକ ଏବଂ ମୁଁ ଯେ ତୁମ୍ଭ ବାକ୍ଯ ଅନୁସାରେ ଏହିସବୁ କାର୍ୟ୍ଯ କରିଅଛି।

ପ୍ରଥମ ରାଜାବଳୀ 18:37

ହେ ସଦାପ୍ରଭୁ, ମାେ ପ୍ରାର୍ଥନାର ଉତ୍ତର ଦିଅ। ଆଉ ଏହି ଲୋକମାନଙ୍କୁ ଦଖାଇେ ଦିଅ ଯେ ତୁମ୍ଭେ ସଦାପ୍ରଭୁ, ପରମେଶ୍ବର, ତାହା ହେଲେ ସମାନେେ ସର୍ବାନ୍ତଃକରଣ ରେ ଜାଣିବେ ଯେ ତୁମ୍ଭେ ସମାନଙ୍କେୁ ତୁମ୍ଭ ନିକଟକୁ ଫରୋଇ ଆଣିଛ।

ପ୍ରଥମ ବଂଶାବଳୀ 17:23

ହେ ସଦାପ୍ରଭୁ, ତୁମ୍ଭେ ମାେ ନିକଟରେ ଓ ମାରେପରିବାର ନିକଟରେ ଏହି ପ୍ରତିଜ୍ଞା କରିଅଛ, ବର୍ତ୍ତମାନ ଚିରକାଳ ନିମନ୍ତେ ତୁମ୍ଭର ସହେି ପ୍ରତିଜ୍ଞାକୁ ତୁମ୍ଭେ ରକ୍ଷା କରିବ। ପ୍ରଭୁ, ତୁମ୍ଭେ ଯାହା କରିବାକୁ କହିଅଛ, ତାହା କର।

ପ୍ରଥମ ବଂଶାବଳୀ 29:10

ଏହାପରେ ଦାଉଦ ଏକତ୍ରୀତ ହାଇେଥିବା ସମସ୍ତ ଲୋକଙ୍କ ସାକ୍ଷାତ ରେ ସଦାପ୍ରଭୁଙ୍କର ପ୍ରଶଂସାଗାନ କଲେ। ଦାଉଦ କହିଲେ :

ଗୀତସଂହିତା 61:7

ସେ ପରମେଶ୍ବରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। ଆପଣାର ସତ୍ଯତା ଓ ସ୍ନହପେୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।

ଗୀତସଂହିତା 72:18

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ଅନନ୍ତର ପରମେଶ୍ବରଙ୍କର ଗୁଣଗାନ କର। କବଳେ ପରମେଶ୍ବର ମୁଁ ଏହିପରି ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରି ପାରନ୍ତି।

ଗୀତସଂହିତା 89:36

ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ରହିବ।

ଗୀତସଂହିତା 115:1

ହେ ସଦାପ୍ରଭୁ, ଆମ୍ଭମାନେେ କୌଣସି ମହିମାର ୟୋଗ୍ଯ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରମେ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।

ମାଥିଉଲିଖିତ ସୁସମାଚାର 6:9

ଏଣୁ ଏହି ଭଳି ପ୍ରାର୍ଥନା କର: ' ହେ ସ୍ବର୍ଗ ରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।

ଯୋହନଲିଖିତ ସୁସମାଚାର 12:28

ହେ ପରମପିତା, ଆପଣା ନାମକୁ ଗୌରବାନ୍ବିତ କର।

Interlinear

Choose Theme