ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କ ମାଧ୍ଯମ ରେ ମହିମାବାନ୍ ହେଉ। ଏହା ଆମ୍ଭେ ପ୍ରାର୍ଥନା କରୁ। ତୁମ୍ଭମାନେେ ମଧ୍ଯ ତାହାଙ୍କଠା ରେ ମହିମାବାନ ହାଇପୋରିବ। ଆମ୍ଭ ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାରୁ ସହେି ମହିମା ପ୍ରାପ୍ତ ହୁଏ।
Cross references
ଅବ୍ରହାମଠାରୁ ଏକ ମହାନ ଓ ବଳଶାଳି ଗୋଷ୍ଠୀ ଉତ୍ପନ୍ନ ହବେ ଓ ପୃଥିବୀର ୟାବତୀଯ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହବେେ।
ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ୟୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।
ମାତ୍ର ଇଶ୍ରାୟେଲ ସଦାପ୍ରଭୁଙ୍କ ଦ୍ବାରା ଅନନ୍ତକାଳସ୍ଥାଯୀ ପରିତ୍ରାଣ ପାଇବ ; ତୁମ୍ଭମାନେେ ୟୁଗ ୟୁଗାନ୍ତ ୟାଏ ଲଜ୍ଜିତ କିମ୍ବା ବିବ୍ରତ ହବେ ନାହିଁ।
ଇଶ୍ରାୟେଲର ସମୁଦାଯ ବଂଶ ସଦାପ୍ରଭୁଙ୍କଠା ରେ ଧର୍ମପ୍ରାପ୍ତ ହବେେ ଓ ଦର୍ପ କରିବେ।
ତୁମ୍ଭେ ଯେଉଁଦିନ ସଦାପ୍ରଭୁଙ୍କ ବାକ୍ଯ ରେ କମ୍ପିତ ହେଉଅଛ, ତାଙ୍କର ବାକ୍ଯ ଶୁଣ। ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ଆମ୍ଭର ନାମ ସକାେଶ ତୁମ୍ଭମାନଙ୍କୁ ଦୂର କରନ୍ତି ; ସମାନେେ କହି ଅଛନ୍ତି, 'ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖିପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ବିତ ହୁଅନ୍ତୁ,' ମାତ୍ର ସମାନେେ ଲଜ୍ଜିତ ହବେେ।
ମାରଯାେହା ସବୁ ଅଛି, ସବୁ ତୁମ୍ଭର ଏବଂ ତୁମ୍ଭର ଯାହା ଅଛି, ସବୁ ମାରେ। ଏହି ଲୋକମାନେ ମାେତେ ଗୌରବାନ୍ବିତ କରନ୍ତି।
ହେ ପରମପିତା, ମୁଁ ତୁମ୍ଭଠା ରେ ପ୍ରାର୍ଥନା କରେ ଯେପରି ମାେ ଉପରେ ବିଶ୍ବାସ ରଖୁଥିବା ଲୋକମାନେ ଏକ ହାଇପୋରିବେ। ତୁମ୍ଭେ ମାଠାେ ରେ ରହିଛ ଓ ମୁଁ ତୁମ୍ଭଠା ରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠା ରେ ଯେପରି ଏକ ହାଇେ ପାରିବେ। ତଦ୍ଦ୍ବାରା ଜଗତ ବିଶ୍ବାସ କରିବ, ଯେ ତୁମ୍ଭେ ମାେତେ ପଠାଇଅଛ।
ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।
ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ତୁମ୍ଭମାନଙ୍କ ସକାେଶ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।
ତୁମ୍ଭମାନେେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭମାନେେ ଜାଣ ଯେ, ଖ୍ରୀଷ୍ଟ ଈଶ୍ବରଙ୍କଠା ରେ ଧନୀ ହାଇେଥିଲେ ମଧ୍ଯ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହବୋ ଦ୍ବାରା ତୁମ୍ଭମାନେେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁଖ୍ରୀଷ୍ଟ ଏପରି କଲେ।
ଏହା ସତ୍ଯ ଯେ, ଯେତବେେଳେ ଖ୍ରୀଷ୍ଟ କୃଶ ଉପରେ ଚଢି଼ଲେ ସେତବେେଳେ ସେ ଦୁର୍ବଳ ଥିଲେ, କିନ୍ତୁ ଏବେ ପରମେଶ୍ବରଙ୍କ ମହାଶକ୍ତି ରେ ସେ ଜୀବିତ। ଆମ୍ଭେ ମଧ୍ଯ ଖ୍ରୀଷ୍ଟଙ୍କଠା ରେ ଦୁର୍ବଳ ଅଟୁ। କିନ୍ତୁ ପରମେଶ୍ବରଙ୍କ ଶକ୍ତି ରେ ଆମ୍ଭେ ଖ୍ରୀଷ୍ଟଙ୍କ ତୁଲ୍ଯ ଜୀବିତ ହାଇେ ଉଠିବା। ନିଜକୁ ତନ୍ନ ତନ୍ନ କରି ଦେଖ।
ଖ୍ରୀଷ୍ଟ ପରମେଶ୍ବରଙ୍କ ବାଧ୍ଯ ହେଲେ, ତେଣୁ ପରମେଶ୍ବର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ବର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।
ଏହା ମାେତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠା ରେ ରହିବାକୁ ସାହାୟ୍ଯ କରେ। ଖ୍ରୀଷ୍ଟଙ୍କ ସହଭାଗିତା ରେ ମୁଁ ପରମେଶ୍ବରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ଯବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ପରମେଶ୍ବରଙ୍କଠାରୁ ଆ ସେ। ପରମେଶ୍ବର ତାହାଙ୍କ ପ୍ରତି ମାେତେ ସିଦ୍ଧ କରିବାରୁ ଖ୍ରୀଷ୍ଟଙ୍କଠା ରେ ମାରେ ବିଶ୍ବାସକୁ ବ୍ଯବହାର କରନ୍ତି।
ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ପାର୍ଥିବ ଶରୀର ଧାରଣ କରି ବାସ କଲେ।
ପ୍ରଭୁ ଯୀଶୁଙ୍କ ଆସିବା ଦିନର ଏହି ଘଟଣା ଘଟିବ। ନିଜ ପବିତ୍ର ଲୋକଙ୍କ ଗହଣ ରେ ମହିମା ମଣ୍ଡିତ ହବୋ ପାଇଁ ଯୀଶୁ ଆସିବେ। ଯେଉଁମାନେ ସମସ୍ତେ ବିଶ୍ବାସ କରିଛନ୍ତି, ସମାନେେ ଯୀଶୁଙ୍କୁ ଦେଖି ବିସ୍ମିତ ହବେେ। ଯେ ହତେୁ ତୁମ୍ଭମାନେେ ଆମ୍ଭେ କହିଥିବା କଥାଗୁଡ଼ିକୁ ବିଶ୍ବାସ କରିଛ, ସେଥିପାଇଁ ସହେି ବିଶ୍ବାସୀ ମଣ୍ଡଳୀ ରେ ତୁମ୍ଭମାନେେ ମଧ୍ଯ ଥିବ।
ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।
ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।
ଖ୍ରୀଷ୍ଟଙ୍କୁ ଅନୁସରଣ କରୁଛ ବୋଲି ଲୋକେ ତୁମ୍ଭକୁ ମନ୍ଦକଥା କହିଲେ, ତୁମ୍ଭେ ଧନ୍ଯ ବୋଲି ଜାଣିବ। ତୁମ୍ଭ ଭିତ ରେ ଗୌରବମୟ ଆତ୍ମା ଅଛନ୍ତି ବୋଲି ତୁମ୍ଭେ ଧନ୍ଯ। ତାହା ହିଁ ହେଉଛି ପରମେଶ୍ବରଙ୍କ ଆତ୍ମା।
ଏସିଆ ପ୍ରଦେଶର ସାତାଟେି ମଣ୍ଡଳୀକୁ ମୁଁ, ଯୋହନ, ଏହା ଲେଖୁଅଛି : ଯେଉଁ ଈଶ୍ବର ଅତୀତ ରେ ଥିଲେ, ବର୍ତ୍ତମାନ ଅଛନ୍ତି ଓ ଭବିଷ୍ଯତ୍ ରେ ଆସୁଛନ୍ତି ଏବଂ ତାହାଙ୍କ ସିଂହାସନ ସମ୍ମୁଖ ରେ ଥିବା ସପ୍ତ ଆତ୍ମାଙ୍କଠାରୁ ଓ ଯୀଶୁଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରାପ୍ତ ହେଉ।