Home Bibles ☰ Books ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:2 · ଓଡ଼ିଆ ବାଇବେଲ
ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:2 · ଓଡ଼ିଆ ବାଇବେଲ

ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କଠା ରେ ରହିଥାଉ।

Cross references

ରୋମୀୟଙ୍କ ପ୍ରତି ପତ୍ର 1:7

ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:3

ଆମ୍ଭର ପିତା ପରମେଶ୍ବର ଓ ପ୍ରଭୁଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ଉପରେ ବତ୍ତୁର୍। ପାଉଲ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:8

ସେ ଶଷେ ପର୍ୟ୍ଯନ୍ତ ତୁମ୍ଭମାନଙ୍କୁ ଦୃଢ଼ କରି ରଖିବେ, ଏବଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିବା ଦିନ ତୁମ୍ଭମାନେେ ନିର୍ଦ୍ ଦୋଷ ଦଖାୟିବେ।

Interlinear

Choose Theme