ପରମେଶ୍ବର ଆମ୍ଭକୁ ପ୍ ରମେ କରନ୍ତି। ନିଜ ଅନୁଗ୍ରହ ମାଧ୍ଯମ ରେ ସେ ଆମ୍ଭକୁ ଅନନ୍ତକାଳସ୍ଥାଯୀ ଉତ୍ସାହ ଓ ଉତ୍ତମ ଭରସା ଦଇେଛନ୍ତି।
Cross references
ସହେିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହବେେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ଯ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ଯ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହବେେ ଏବଂ ସଙ୍ଗୀତ ଧ୍ବନି କରି ଧନ୍ଯବାଦ ଦବେେ।
ସଦାପ୍ରଭୁ କୁହନ୍ତି, ଆମ୍ଭେ ହେଉଛୁ ସହେି ଯେ ତୁମ୍ଭମାନଙ୍କୁ ସାନ୍ତ୍ବନା ଦିଅନ୍ତି, ତବେେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ଯ ଏପରି ମାନବର ସନ୍ତାନକୁ ଭୟ କରୁଅଛ ?'
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
ହେ ସଦାପ୍ରଭୁଙ୍କ ସ୍ମରଣକାରୀ ଲୋକମାନେ, କ୍ଷାନ୍ତ ହୁଅ ନାହିଁ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଶାନ୍ତି ପ୍ରତିଷ୍ଠା କରନ୍ତି ଏବଂ ଏହାର ପ୍ରଶଂସା ବିଚାର ଚକ୍ଷୁ ରେ ଅନୁକୂଳ ସର୍ବୋଚ୍ଚ ସ୍ଥିତ ହବୋ ପର୍ୟ୍ଯନ୍ତ ୟିରୁଶାଲମ ରେ ଆନନ୍ଦ ଉଠାଅ।
ମାଆ ଯେପରି ତା'ର ସନ୍ତାନକୁ ସାନ୍ତ୍ବନା ଦିଏ, ଆମ୍ଭେ ସହେିପରି ତୁମ୍ଭମାନଙ୍କୁ ସାନ୍ତ୍ବନା ଦବୋ ଓ ତୁମ୍ଭମାନେେ ୟିରୁଶାଲମ ରେ ସାନ୍ତ୍ବନା ଲାଭ କରିବ।
ମୁଁ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛା କରେ। ତୁମ୍ଭମାନଙ୍କୁ କିଛି ଆତ୍ମିକ ଅନୁଗ୍ରହଦାନ ଦଇେ ଶକ୍ତିଶାଳୀ କରାଇବା ମାରେ ଇଚ୍ଛା।
ମୁଁ ସମସ୍ତ ଭରସା ସୋର୍ତ ପରମେଶ୍ବରଙ୍କ ଠା ରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ବାସ କାରଣରୁ ତୁମ୍ଭ ଜୀବନ ରେ ସମ୍ପୂର୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ର ଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନ ରେ ଝରିବ।
ପରମେଶ୍ବର ହିଁ ତୁମ୍ଭକୁ ଦୃଢ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ ଦବୋ ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସହେି ସତ୍ଯ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।
ସେ ଶଷେ ପର୍ୟ୍ଯନ୍ତ ତୁମ୍ଭମାନଙ୍କୁ ଦୃଢ଼ କରି ରଖିବେ, ଏବଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିବା ଦିନ ତୁମ୍ଭମାନେେ ନିର୍ଦ୍ ଦୋଷ ଦଖାୟିବେ।
ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣା ରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟ ରେ ସାନ୍ତ୍ବନାଦାତା ପରମେଶ୍ବର।
କବଳେ ପରମେଶ୍ବର ତୁମ୍ଭମାନଙ୍କୁ ଓ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କଠା ରେ ଦୃଢ଼ କରି ପାରନ୍ତି। ପରମେଶ୍ବର ତାହାଙ୍କର ବିଶଷେ ଆଶୀର୍ବାଦ ଆମକୁ ପ୍ରଦାନ କରନ୍ତି।
ତୁମ୍ଭେ କବଳେ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆ ସେ। ତୁମ୍ଭକୁ ସତ୍ଯର ଶିକ୍ଷା ଦିଆ ଯାଇଛି। ସହେି ସତ୍ଯ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ବରଙ୍କୁ ସବୁବେଳେ ଧନ୍ଯବାଦ ଦେଉଥାଅ।
ଅତଏବ ଆଥୀନୀ ରେ ଏକା ରହି ଯାଇ, ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବାକୁ ଆମ୍ଭେ ସ୍ଥିର କଲୁ। ତୀମଥି ଆମ୍ଭର ଭାଇ। ସେ ପରମେଶ୍ବରଙ୍କ ଲାଗି ମାେ ସହିତ କାମ କରନ୍ତି। ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରନ୍ତି। ତୁମ୍ଭମାନଙ୍କ ବିଶ୍ବାସ ରେ ଶକ୍ତି ଉତ୍ସାହ ଆଣିବା ପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଥୁଲୁ।
ତୁମ୍ଭମାନଙ୍କର ହୃଦୟ ଦୃଢ଼ ହେଉ ବୋଲି ଆମ୍ଭେ ପ୍ରାର୍ଥନା କରୁ। ତବେେ ଯେତବେେଳେ ଆମ୍ଭ ପ୍ରଭୁଯୀଶୁ ନିଜର ସମସ୍ତ ପବିତ୍ର ଲୋକଙ୍କ ଗହଣ ରେ ଆସିବେ, ତୁମ୍ଭମାନେେ ପରମପିତା ପରମେଶ୍ବରଙ୍କ ଆଗ ରେ ପବିତ୍ର ଭାବରେ ଓ ଦୋଷରହିତ ହାଇେ ଠିଆ ହାଇପୋରିବ।
ତୁମ୍ଭମାନଙ୍କ ପାଇଁ ପ୍ରେତ୍ୟକକ ଉତ୍ତମ କାର୍ୟ୍ଯ କରିବାକୁ ଓ ପ୍ରେତ୍ୟକକ ଉତ୍ତମ କଥା କହିବା ପାଇଁ ସକ୍ଷମ ହବେ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ବର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ବନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
ପରମେଶ୍ବର ହେଉଛନ୍ତି ବିଶ୍ବସନୀୟ। ସେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ ଓ ସହେି ଦୁଷ୍ଟାତ୍ମାଠାରୁ ରକ୍ଷା କରିବେ।
ନାନା ପ୍ରକାରର ଅଜଣା ଶିକ୍ଷା ଦ୍ବାରା ଭୁଲ ବାଟରେ ପରିଚାଳିତ ହୁଅ ନାହିଁ। ତୁମ୍ଭମାନଙ୍କର ହୃଦୟ ଖାଦ୍ୟର ନିୟମ ଗୁଡ଼ିକ ଦ୍ବାରା ନୁହେଁ, ବରଂ ପରମେଶ୍ବରଙ୍କ ଅନୁଗଅହ ଦ୍ବାରା ଶକ୍ତିଶାଳୀ ହବୋ ଉଚିତ୍। ଏହିଭଳି ନିୟମଗୁଡ଼ିକ ମାନିବା ଦ୍ବାରା କିଛି ସାହାୟ୍ଯ ମିଳେ ନାହିଁ।
ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରେତ୍ୟକକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟ ରେ ବୁଣା ଯାଇଥିବା ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରିପାରିବ।
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ବର ସବୁ ଠିକ୍ କରି ଦବେେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସଇେ ପରମେଶ୍ବର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ମହିମା ରେ ଅଂଶୀଦାର ହବୋ ଲାଗି ସେ ତୁମ୍ଭକୁ ଡ଼ାକି ଅଛନ୍ତି। ସହେି ମହିମା ଅନନ୍ତ କାଳ ଧରି ରହିବ।
ପ୍ରିୟ ପିଲାମାନେ, ଆମ୍ଭର ପ୍ ରମେ କବଳେ ଶବ୍ଦ ଓ କଥା ମଧିଅରେ ସୀମିତ ରହିବା ଉଚିତ ନୁହେଁ।
ପରମେଶ୍ବର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖରୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦଇେ ପାରିବେ।