Home Bibles ☰ Books ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:4 · ଓଡ଼ିଆ ବାଇବେଲ
ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:4 · ଓଡ଼ିଆ ବାଇବେଲ

ସହେି ମନ୍ଦ ବ୍ଯକ୍ତି, ପରମେଶ୍ବରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ବାରା ଉପାସିତ, ଏହିପରି ପ୍ରେତ୍ୟକକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରେତ୍ୟକକଠାରୁ ଉଚ୍ଚ ବୋଲି ଦଖାେଏ, ଈଶ୍ବରଙ୍କ ନାମ ରେ ଖ୍ଯାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବି ରୋଧ କରେ। ସେ ଲୋକ ପରମେଶ୍ବରଙ୍କ ମନ୍ଦିରକୁ ଯାଇ, ସିଂହାସନ ରେ ବସି ନିଜକୁ ପରମେଶ୍ବର ବୋଲି ଘାଷେଣା କରେ।

Cross references

ଯିଶାଇୟ 14:13

ତୁମ୍ଭେ ସର୍ବଦା ନିଜେ ନିଜେ କହି ହେଉଥିଲ, ଆମ୍ଭେ ପରମେଶ୍ବରଙ୍କ ପରି ସ୍ବର୍ଗାରୋହଣ କରିବା। ଆମ୍ଭେ ସ୍ବର୍ଗର ଉର୍ଦ୍ଧ୍ବକୁ ୟିବା, ଆମ୍ଭେ ପରମେଶ୍ବରଙ୍କ ତାରକାର ଉର୍ଦ୍ଧ୍ବ ରେ ସିଂହାସନ ସ୍ଥାପନ କରିବା।ଆମେ ଉତ୍ତର ଦିଗସ୍ଥ ପ୍ରାନ୍ତ ପବିତ୍ର ପର୍ବତ ଉପ ରେ ଉପବିଷ୍ଟ ହବୋ ଓ ସହେି ପର୍ବତ ରେ ପରମେଶ୍ବରଙ୍କୁ ସାକ୍ଷାତ କରିବା।

ଯିହିଜିକଲ 28:2

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସୋରର ଅଧିପତିକୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି,

ଯିହିଜିକଲ 28:6

' ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ହେ ସୋର, ତୁମ୍ଭେ ଆପଣା ଚିତ୍ତକୁ ପରମେଶ୍ବରଙ୍କ ଚିତ୍ତ ତୁଲ୍ଯ କରିଅଛ।

ଯିହିଜିକଲ 28:9

ତୁମ୍ଭେ କ'ଣ ତୁମ୍ଭ ଯାଜକ ସମ୍ମୁଖ ରେ ମୁଁ ପରମେଶ୍ବର ବୋଲି କହିବ ? କିନ୍ତୁ ତୁମ୍ଭେ ନିଜ ଘାତକ ନିକଟରେ ତୁମ୍ଭେ ଜଣେ ମନୁଷ୍ଯ ମାତ୍ର, ପରମେଶ୍ବର ନୁହଁ।

ଦାନିଏଲ 7:8

ସହେି ଶିଙ୍ଗଗୁଡିକ ବିଷଯ ରେ ଚିନ୍ତା କରୁଥିବା ବେଳେ, ମୁଁ ଅନ୍ୟ ଏକ ଶିଙ୍ଗ ଉଠିବାର ଦେଖିଲି। ତାହା କ୍ଷୁଦ୍ର ଥିଲା ଓ ଏହା ସମ୍ମୁଖ ରେ ପ୍ରଥମ ଶିଙ୍ଗମାନଙ୍କ ମଧ୍ଯରୁ ତିନି ଗୋଟି ଶିଙ୍ଗକୁ ସମୂଳେ ଉତ୍ପାଟିତ କଲା। ଏହାର ମନୁଷ୍ଯର ଚକ୍ଷୁତୁଲ୍ଯ ଚକ୍ଷୁ ଥିଲା ଓ କ୍ଷୁଦ୍ର ଶିଙ୍ଗ ରେ ଏକ ପାଟି ଥିଲା। ସହେି ପାଟିଟି ଅହଂକାରପୂର୍ଣ୍ଣ କଥା କହୁଥିଲା।

ଦାନିଏଲ 7:25

ଏବଂ ସେ ସର୍ବୋପରିସ୍ଥ ପରମେଶ୍ବରଙ୍କ ବିରୁଦ୍ଧ ରେ କଥା କହିବ ଓ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢେ ତିନିବର୍ଷ ପାଇଁ ସମାନେେ ତା' ହସ୍ତ ରେ ସମର୍ପିତ ହବେେ।

ଦାନିଏଲ 8:9

ତା'ପ ରେ ସହେି ଶିଙ୍ଗଗୁଡିକୁ ମଧ୍ଯରୁ କ୍ଷୁଦ୍ର ଶିଙ୍ଗଟି ଦକ୍ଷିଣ, ପୂର୍ବ ଓ ରମ୍ଯଦେଶ ଆଡକୁ ବଢିଲା।

ଦାନିଏଲ 11:36

ଉତ୍ତରର ରାଜା ନିଜ ଇଚ୍ଛା ଅନୁସାରେ କର୍ମ କରିବ। ସମସ୍ତ ଦବେତାଠାରୁ ନିଜକୁ ବଡ ବୋଲି ସେ ଗର୍ବ କରିବ। ପୁଣି ସେ ଇଶ୍ବରଗଣଙ୍କର ପରମେଶ୍ବରଙ୍କ ବିରୁଦ୍ଧ ରେ ଶକ୍ତିଶାଳୀ କଥା କହିବ। ତା'ର କୋରଧ ଫଳବତି ନ ହବୋ ପର୍ୟ୍ଯନ୍ତ ସେ ସଫଳ ହବେେ। କାରଣ ଯାହା ପରମେଶ୍ବରଙ୍କ ଯୋଜନା କରିଛନ୍ତି ତାହା ହବେ।

ଦାନିଏଲ 11:45

ଏବଂ ସେ ସାଗର ଓ ରମ୍ଯ ପବିତ୍ର ପର୍ବତର ମଧିଅରେ ଆପଣା ରାଜକୀଯ ତମ୍ବୁ ସ୍ଥାପନ କରିବ। ଆଉ ତାହାର ଅନ୍ତିମ କାଳ ଉପସ୍ଥିତ ହବେ ଓ କହେି ତାହାକୁ ସାହାୟ୍ଯ କରିବେ ନାହିଁ।'

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:5

ଆକାଶ ବା ପୃଥିବୀ ରେ ଅନକଗେୁଡ଼ିଏ ତଥା-କଥିତ ଦବେତା ଥାଇ ପାରନ୍ତି (ଲୋକେ ଅନକେ ବସ୍ତୁକୁ ଦବଗେଣ ଓ ପ୍ରଭୁଗଣ ବୋଲି କହୁଛନ୍ତି, କିନ୍ତୁ ତାହା ମହତ୍ତ୍ବପୂର୍ଣ୍ଣ ନୁହେଁ।)

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:6

ସହେି ପଶୁ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଥା କହିବା ପାଇଁ ମୁହଁ ଖାଲିେଲା। ସେ ପରମେଶ୍ବରଙ୍କର ନାମ ବିରୁଦ୍ଧ ରେ, ତାହାଙ୍କର ବାସସ୍ଥଳୀ ବିରୁଦ୍ଧ ରେ ଓ ଯେଉଁମାନେ ସ୍ବର୍ଗ ରେ ରହୁଥିଲେ, ସମାନଙ୍କେ ବିରୁଦ୍ଧ ରେ ଖରାପ କଥାମାନ କହିଲା।

Interlinear

Choose Theme