ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:6 · ଓଡ଼ିଆ ବାଇବେଲ
ମନେ ଅଛି କି ? ଏବେ ମନ୍ଦବ୍ଯକ୍ତିକୁ କିଏ ଅଟକାଇ ରଖିଛି, ଏହା ତୁମ୍ଭମାନେେ ଜାଣିଛ। ଯେତବେେଳେ ଉଚିତ ସମୟ ଆସିବ, ସେ ନିଜକୁ ପ୍ରକାଶ କରିବ ବୋଲି ତାହାକୁ ବର୍ତ୍ତମାନ ଅଟକାଇ ରଖାଯାଇଛି।
Cross references
ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:3
ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକା ରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ବରଙ୍କ ବିରୁଦ୍ଧ ରେ ବିଦ୍ରୋହ ସଂଘଟିତ ନ ହେଲା ପର୍ୟ୍ଯନ୍ତ ପ୍ରଭୁଙ୍କର ସହେି ଦିନଟି ଆସିବ ନାହିଁ। ମନ୍ଦ ବ୍ଯକ୍ତିର ଦଖାେ ନ ଦବୋ ପର୍ୟ୍ଯନ୍ତ ସହେି ଦିନଟି ଆସିବ ନାହିଁ। ସହେି ମନ୍ଦ ବ୍ଯକ୍ତି ନରକର ଅଟେ।
ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:8
ତା'ପରେ ଯାଇ ମନ୍ଦ ବ୍ଯକ୍ତି ପ୍ରକାଶିତ ହବେ। ପ୍ରଭୁଯୀଶୁ ସହେି ମନ୍ଦ ବ୍ଯକ୍ତିକୁ, ତାହାଙ୍କର ମୁହଁରୁ ନିର୍ଗତ ହେଉଥିବା ନିଶ୍ବାସ ଦ୍ବାରା ନଷ୍ଟ କରି ଦବେେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ବାରା ତାହାକୁ ବିନଷ୍ଟ କରି ଦବେେ। ମନ୍ଦ ବ୍ଯକ୍ତି ଶୟତାନର ଶକ୍ତି ନଇେ ଆସିବ।