ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:18 · ଓଡ଼ିଆ ବାଇବେଲ
ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।
Cross references
ରୋମୀୟଙ୍କ ପ୍ରତି ପତ୍ର 16:20
ଶାନ୍ତିର ସୋର୍ତ ପରମେଶ୍ବର ଶୀଘ୍ର ଶୟତାନକୁ ହରାଇବେ ଓ ତା' ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।
ରୋମୀୟଙ୍କ ପ୍ରତି ପତ୍ର 16:23
ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।