Home Bibles ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:11 · ଓଡ଼ିଆ ବାଇବେଲ
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:11 · ଓଡ଼ିଆ ବାଇବେଲ

ସହେି ସୁସମାଚାର କହିବା ପାଇଁ ମୁଁ ମନୋନୀତ ହଲିେ। ମୁଁ ସୁସମାଚାର ପାଇଁ ପ୍ରଚାରକ, ପ୍ ରରେିତ ଓ ଶିକ୍ଷକ ଭାବେ ମନୋନୀତ ହଲିେ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 9:15

କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶଷେ କାର୍ୟ୍ଯ ପାଇଁ ବାଛିଛି।

ଏଫିସୀୟଙ୍କ ପ୍ରତି ପତ୍ର 3:7

ପରମେଶ୍ବରଙ୍କ ବିଶଷେ ଅନୁଗ୍ରହର ଦାନ ଦ୍ବାରା ମୁଁ ସୁସମାଚାର କହିବା ପାଇଁ ଜଣେ ସବେକ ହଲିେ। ପରମେଶ୍ବର ତାହାଙ୍କର କାର୍ୟ୍ଯକାରୀ ଶକ୍ତି ବଳ ରେ ମାେତେ ଏହି ଅନୁଗ୍ରହ ଦାନ କଲେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:7

ସହେି ଲୋକମାନେ ବ୍ଯବସ୍ଥାର292 ଶିକ୍ଷାଦାତା ହବୋକୁ ଚାହାଁନ୍ତି। କିନ୍ତୁ ସମାନେେ କ'ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସମାନେେ ଯେଉଁ ବିଷୟଗୁଡ଼ିକୁ ନିଶ୍ଚତ ଭାବେ ଜାଣିବା ଭଳି ଜାରେ ଦଇେ କହୁଛନ୍ତି, ସହେି ଶିକ୍ଷାଗୁଡ଼ିକୁ ସମାନେେ ନିଜେ ମଧ୍ଯ ବୁଝି ନ ଥାନ୍ତି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 2:7

ସେ ଠିକ୍ ସମୟରେ ଆସିଥିଲେ। ସେଥିପାଇଁ ସୁସମାଚାର କହିବା ପାଇଁ ମୁଁ ମନୋନୀତ ହାଇେଥିଲି। ମୁଁ ପ୍ ରରେିତ ରୂପେ ମଧ୍ଯ ସେଥିପାଇଁ ମନୋନୀତ ହାଇେଥିଲି। ମୁଁ ମିଛ କହୁ ନାହିଁ, ମୁଁ ସତ୍ଯ କହୁଛି। ମୁଁ ଅଣଯିହୂଦୀମାନଙ୍କର ଶିକ୍ଷକ ହବୋ ପାଇଁ ମନୋନୀତ ହାଇେଥିଲି। ବିଶ୍ବାସ କରିବା ଓ ସତ୍ଯକୁ ଜାଣିବା ପାଇଁ ମୁଁ ସମାନଙ୍କେୁ ଶିକ୍ଷା ଦିଏ।

Interlinear

Choose Theme