Home Bibles ☰ Books ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:14 · ଓଡ଼ିଆ ବାଇବେଲ
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:14 · ଓଡ଼ିଆ ବାଇବେଲ

ତୁମ୍ଭକୁ ଯେଉଁ ସତ୍ଯ ପ୍ରଦାନ କରାଯାଇଛି, ତାହାକୁ ରକ୍ଷା କର। ପବିତ୍ର ଆତ୍ମାର ସାହାୟ୍ଯ ରେ ସଗେୁଡ଼ିକୁ ରକ୍ଷା କର। ସହେି ପବିତ୍ର ଆତ୍ମା ଆମ୍ଭ ଭିତ ରେ ରହନ୍ତି।

Cross references

ଲୂକଲିଖିତ ସୁସମାଚାର 16:11

ତୁମ୍ଭମାନେେ ଯଦି ସାଂସାରିକ ସମ୍ପତ୍ତି ପାଇଁ ବିଶ୍ବାସ ଯୋଗ୍ଯ ବୋଲି ପ୍ରମାଣିତ ହାଇେ ପାରିବନାହିଁ, ତବେେ ତୁମ୍ଭମାନଙ୍କୁ ସତ୍ଯ ସମ୍ପତ୍ତି ପାଇଁ କିଏ ବିଶ୍ବାସ କରିବ?

ଯୋହନଲିଖିତ ସୁସମାଚାର 14:17

ସହେି ସାହାୟ୍ଯକାରୀ ଜଣକ ସତ୍ଯମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେ ହତେୁ ଜଗତ ତାହାଙ୍କୁ ଦେଖୁନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟ ରେ ବାସ କରିବେ।

ରୋମୀୟଙ୍କ ପ୍ରତି ପତ୍ର 3:2

ହଁ ଯିହୂଦୀମାନଙ୍କଠା ରେ ଅନକେ କିଛି ବିଶଷେ ବିଷୟ ଅଛି। ସବୁଠାରୁ ମହତ୍ତ୍ବପୂର୍ଣ୍ଣ କଥା ଏହି ଯେ, ସମାନଙ୍କେୁ ସର୍ବପ୍ରଥମେ ପରମେଶ୍ବର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ।

ରୋମୀୟଙ୍କ ପ୍ରତି ପତ୍ର 8:9

କିନ୍ତୁ ତୁମ୍ଭମାନେେ ନିଜର ପାପପୂର୍ଣ ଶରୀର ଦ୍ବାରା ଶାସିତ ନୁହଁ। ଯଦି ପ୍ରକୃତ ରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନେେ ଆତ୍ମା ଦ୍ବାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତ ରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ।

ରୋମୀୟଙ୍କ ପ୍ରତି ପତ୍ର 8:11

ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁରୁ ପର୍ନଜୀବିତ କରିଛନ୍ତି।ଓ ଯଦି ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ଯ ସେ ତାହାଙ୍କର ଆତ୍ମାଙ୍କ ଦ୍ବରା ଜୀବନ ପ୍ରଦାନ କରିବେ।

ରୋମୀୟଙ୍କ ପ୍ରତି ପତ୍ର 8:13

ଯଦି ତୁମ୍ଭମାନେେ ତୁମ୍ଭ ପାପପୂର୍ଣ ଶରୀର ଅନୁସାରେ ମନ୍ଦ କାମ ପାଇଁ ନିଜ ଜୀବନକୁ ବ୍ଯବହାର କର, ତା ହେଲେ ତୁମ୍ଭମାନେେ ଆତ୍ମିକ ରୂପରେ ମରିୟିବ। କିନ୍ତୁ ଯଦି ତୁମ୍ଭମାନେେ ଆତ୍ମାଙ୍କୁ ଶରୀର ମାଧ୍ଯମ ରେ ମନ୍ଦ କାମ କରିବାକୁ ରୋକିବା ପାଇଁ ବ୍ଯବହାର କର, ତା' ହେଲେ ତୁମ୍ଭମାନେେ ପ୍ରକୃତ ଜୀବନ ପାଇବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:16

ତୁମ୍ଭମାନେେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନେେ ପରମେଶ୍ବରଙ୍କ ମନ୍ଦିର ଅଟ, ଏବଂ ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଠା ରେ ବାସ କରନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:19

ତୁମ୍ଭମାନେେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନଙ୍କ ଶରୀର ପବିତ୍ର ଆତ୍ମାଙ୍କ ମନ୍ଦିର ଅଟେ। ପବିତ୍ର ଆତ୍ମା ଅନ୍ତର ରେ ଅଛନ୍ତି। ପବିତ୍ର ଆତ୍ମାଙ୍କୁ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ପାଇଛ। ତୁମ୍ଭମାନେେ ନିଜେ ନିଜର ନୁହଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:17

ତା'ପରେ ମଧ୍ଯ ଯଦି ମୁଁ ସ୍ବେଚ୍ଛା ରେ ସୁସମାଚାର ପ୍ରଚାର କରୁଛି, ତବେେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ଯ। କିନ୍ତୁ ତାହା ତ ନୁହେଁ। ସୁସମାଚାର ପ୍ରଚାର ପାଇଁ ମୁଁ ବାଧ୍ଯ। ପ୍ରଭୁ ମାେତେ ଯେଉଁ ଦାଯିତ୍ବ ଦଇେଛନ୍ତି, କବଳେ ତାହା ମୁଁ ସମ୍ପାଦନ କରୁଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:16

ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତ ରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ଯ ଜାଗତିକ ଦୃଷ୍ଟି ରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସପରେି ଭାବୁନାହୁଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:19

ମାେ କହିବା କଥା ଯେ, ପରମେଶ୍ବର ଖ୍ରୀଷ୍ଟଙ୍କ ହତେୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କବଳେ ସତେିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦଇେଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ।

ଗାଲାତୀୟଙ୍କ ପ୍ରତି ପତ୍ର 2:7

ଏହିସଲାକମାଲନସଦଖିଲଲସଯ, ପରଲମଶ୍ବର ପିତରଙ୍କ ଭଳିସମାଲତସଗାଟିଏ ବିଶଲଷ କାମସଦଇଛନ୍ତି। ପରଲମଶ୍ବର ଯିହୂଦୀମାନଙ୍କୁ ସୁସମାଚାର କହିବା ପାଇଁ ପିତରଙ୍କୁ ନିୟୁକ୍ତ କରିଛନ୍ତି। କିନ୍ତୁ ପରଲମଶ୍ବରସମାଲତ ଅଣଯିହୂଦୀମାନଙ୍କୁ ସୁସମାଚାର କହିବା କାମସଦଇଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 2:22

ଯୀଶୁ ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭମାନେେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠା ରେ ଆତ୍ମାଙ୍କ ମାଧ୍ଯମ ରେ ପରମେଶ୍ବର ବାସ କରନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 5:18

ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସଂପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମା ରେ ପରିପୂର୍ଣ୍ଣ ହୁଅ।

କଲସୀୟଙ୍କ ପ୍ରତି ପତ୍ର 4:11

ୟୁସ୍ତ ନାମ ରେ ମଧ୍ଯ ଖ୍ଯାତ, (ଯୀଶୁ) ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ୟିହୁଦୀ ବିଶ୍ବାସୀମାନଙ୍କ ମଧିଅରେ କବଳେ ଏମାନେ ପରମେଶ୍ବରଙ୍କ ରାଜ୍ଯ ପାଇଁ ମାେ ସହିତ କାମ କରନ୍ତି। ସମାନେେ ଏପର୍ୟ୍ଯନ୍ତ ମାରେସାନ୍ତ୍ବନାର କାରଣ ହାଇେଛନ୍ତି।

Interlinear

Choose Theme