ଯଦି ଆମ୍ଭେ ବିଶ୍ବସ୍ତ ନ ହେଉ, ତଥାପି ସେ ବିଶ୍ବସ୍ତ ହାଇେ ରହିବେ। କାରଣ ସେ ନିଜ ପାଇଁ ଅସତ୍ ହାଇପୋରିବେ ନାହିଁ।
Cross references
ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!
ହେ ସଦାପ୍ରଭୁ, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭର ପ୍ରତିଷ୍ଠା କରିବି ଓ ତୁମ୍ଭ ନାମର ପ୍ରଶଂସା କରିବି। କାରଣ ତୁମ୍ଭେ ସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ ସମ୍ପାଦନ କରିଛ। ତୁମ୍ଭେ ପୁରାତନ କାଳ ରେ ୟହା କହିଥିଲ, ତାହା ସମ୍ପୂର୍ଣ୍ଣ ସତ୍ଯ ରେ ପରିଣତ ହାଇେଛି। ତୁମ୍ଭେ ଯାହାସବୁ କହିଥିଲ, ତାହାହିଁ ଘଟିଅଛି।
ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାରେ ବାକ୍ଯ କବେେ ଅନ୍ୟଥା ହବେନାହିଁ।
ଏହା ସତ୍ଯ ଯେ, କେତକେ ଯିହୂଦୀ ପରମେଶ୍ବରଙ୍କର ବିଶ୍ବସ୍ତ ନଥିଲେ। କିନ୍ତୁ ସମାନଙ୍କେ ଅବିଶ୍ବସ୍ତତା କ'ଣ ପରମେଶ୍ବରଙ୍କୁ ନିଜ ପ୍ରତିଜ୍ଞା ରଖିବା ରେ ବାଧା ଦବେ?
ମୁଁ ଯିହୂଦୀମାନଙ୍କ ଲାଗି ଦୁଃଖ ପ୍ରକାଶ କରୁଛି। ପରମେଶ୍ବର ତାହାଙ୍କର ପ୍ରତିଶ୍ରୁତି ରକ୍ଷା କଲେ ନାହିଁ ବଲେି ନୁହେଁ, କାରଣ ଇଶ୍ରାୟେଲର କବଳେ ଅଳ୍ପ କିଛି ଲୋକ ହିଁ ପ୍ରକୃତ ରେ ପରମେଶ୍ବରଙ୍କର ଲୋକ।
ପରମେଶ୍ବର ବିଶ୍ବସ୍ତ ଅଟନ୍ତି। ତାହାଙ୍କ ପୁତ୍ର ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ଜୀବନ ରେ ସହଭାଗୀ ହବୋପାଇଁ ସେ ତୁମ୍ଭମାନଙ୍କୁ ବାଛିଛନ୍ତି।
ଯେଉଁ ପରମେଶ୍ବର ତୁମ୍ଭମାନଙ୍କୁ ଡ଼ାକିଛନ୍ତି, ତୁମ୍ଭମାନେେ ତାହାଙ୍କ ଉପରେ ଭରସା ରଖ। ୟିଏ ତୁମ୍ଭମାନଙ୍କୁ ଡ଼ାକିଛନ୍ତି, ସେ ସବୁ କିଛି କରିବେ।
ପରମେଶ୍ବର ହେଉଛନ୍ତି ବିଶ୍ବସନୀୟ। ସେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ ଓ ସହେି ଦୁଷ୍ଟାତ୍ମାଠାରୁ ରକ୍ଷା କରିବେ।
ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସହେି ବିଶ୍ବାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହବୋ ପୂର୍ବରୁ ପରମେଶ୍ବର ସହେି ଅନନ୍ତ ଜୀବନର ପ୍ରତିଶୃତି ଦଇେଥିଲେ ଓ ପରମେଶ୍ବର ମିଛ କହନ୍ତି ନାହିଁ।
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତବେେଳେ ପରମେଶ୍ବର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲା ବେଳେ ମଧ୍ଯ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ବରଙ୍କ ପାଖକୁ ଆସିଛନ୍ତି, ସମାନଙ୍କେୁ ଉକ୍ତ କଥା ସାନ୍ତ୍ବନା ପ୍ରଦାନ କରେ ଓ ପରମେଶ୍ବରଙ୍କ ଭରସା ରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।