Home Bibles ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:20 · ଓଡ଼ିଆ ବାଇବେଲ
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:20 · ଓଡ଼ିଆ ବାଇବେଲ

ଗୋଟିଏ ବଡ଼ ଘ ରେ ସୁନା ଓ ରୂପାଜିନିଷ ସହିତ ମାଟି ଓ କାଠର ଜିନିଷ ମଧ୍ଯ ଥାଏ। କେତକେ ଜିନିଷ ବିଶଷେ ଉଦ୍ଦେଶ୍ଯ ପାଇଁ ବ୍ଯବହାର ହୁଏ। କେତକେ ଜିନିଷ ନୀଚ କାର୍ୟ୍ଯ ପାଇଁ ବ୍ଯବହାର ହୁଏ।

Cross references

ଯାତ୍ରା ପୁସ୍ତକ 27:3

ଭସ୍ମ ରଖିବା ପାଇଁ ପାତ୍ର କର, କୋଦାଳ, ଗରା, କଣ୍ଟାଚାମୁଚ ଏବଂ କରଇେ କଂସାରୁ ତିଆରି କର। ସମସ୍ତ ପାତ୍ର ପିତ୍ତଳ ରେ ପ୍ରସ୍ତୁତ କରିବ।

ଏଜ୍ରା 1:6

ସମାନଙ୍କେର ପଡ଼ୋଶୀମାନେ ସମାନଙ୍କେୁ ରୂପା, ସୁନା, ପଶୁ ଏବଂ ଅନ୍ଯାନ୍ଯ ବହୁମୂଲ୍ଯ ଦ୍ରବ୍ଯ ସ୍ବେଚ୍ଛାଦର ନବୈେଦ୍ଯ ସହିତ ଦେଲେ।

ଏଜ୍ରା 6:5

ପରମେଶ୍ବରଙ୍କ ମନ୍ଦିରର ଯେଉଁ ସବୁ ସୁନା ଓ ରୂପାପାତ୍ର ନବୂଖଦ୍ନିତ୍ସର ୟିରୁଶାଲମସ୍ଥ ମନ୍ଦିରରୁ ନଇେ ବାବିଲକୁ ଆଣିଥିଲା, ତାହାସବୁ ଫରୋଇ ଦିଆଯାଉ। ଏବଂ ପ୍ରେତ୍ୟକକ ପାତ୍ର ପୁନର୍ବାର ୟିରୁଶାଲମସ୍ଥ ମନ୍ଦିରର ନିଜ ନିଜ ସ୍ଥାନକୁ ଅଣାଯାଉ। ଆଉ ତୁମ୍ଭେ ପରମେଶ୍ବରଙ୍କ ମନ୍ଦିର ରେ ତାହା ସବୁ ରଖ।

ଯିରିମିୟଙ୍କ ବିଳାପ 4:2

ଶୁଦ୍ଧ ସୁବର୍ଣ୍ଣ ତୁଲ୍ଯ ସିୟୋନର ସନ୍ତାନଗଣ ଥିଲେ। ମାତ୍ର ଶତ୍ରୁମାନେ ସମାନଙ୍କେୁ କୁମ୍ଭକାରର ହସ୍ତକୃତ ମାଟି କଳସ ତୁଲ୍ଯ ଗଣନା କରିଛନ୍ତି।

ଦାନିଏଲ 5:2

ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ୟିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପା ରେ ପାତ୍ରଗୁଡିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥି ରେ ସେ, ତାଙ୍କର ଅମାତ୍ଯଗଣ, ତାଙ୍କର ପତ୍ନିଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ।

ରୋମୀୟଙ୍କ ପ୍ରତି ପତ୍ର 9:21

କୁମ୍ଭାରର ଅଧୀକାର ରହିଛି ଯେ ସେ ମାଟି ପିଣ୍ତୁଳାଟି ନଇେ ବିଶଷେ ପ୍ରୟୋଜନ ନିମନ୍ତେ ଗୋଟିଏ ଓ ସାଧାରଣ ପ୍ରୟୋଜନ ନିମନ୍ତେ ଅନ୍ୟ ପାତ୍ରଟିଏ ତିଆରି କରିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:9

ଆମ୍ଭମାନେେ ଏକତ୍ର ମିଳି ପରମେଶ୍ବରଙ୍କ ନିମନ୍ତେ କାର୍ୟ୍ଯ କରୁଛୁ, ଓ ତୁମ୍ଭମାନେେ ପରମେଶ୍ବରଙ୍କର ଚାଷଜମି ଅଟ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:16

ତୁମ୍ଭମାନେେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନେେ ପରମେଶ୍ବରଙ୍କ ମନ୍ଦିର ଅଟ, ଏବଂ ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଠା ରେ ବାସ କରନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:7

ଆମ୍ଭେ ପରମେଶ୍ବରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କବଳେ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ୟ୍ଯ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ବରଙ୍କର ଅଟେ।

ଏଫିସୀୟଙ୍କ ପ୍ରତି ପତ୍ର 2:22

ଯୀଶୁ ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭମାନେେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠା ରେ ଆତ୍ମାଙ୍କ ମାଧ୍ଯମ ରେ ପରମେଶ୍ବର ବାସ କରନ୍ତି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:15

କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତବେେ ମଧ୍ଯ ତୁମ୍ଭମାନେେ ଜାଣି ପାରିବ ଯେ ପରମେଶ୍ବରଙ୍କ ପରିବାର ରେ ଲୋକମାନେ କ'ଣ କ'ଣ କରିବା ଅବଶ୍ଯକ। ସହେି ପରିବାର ଜୀବିତ ପରମେଶ୍ବରଙ୍କର ମଣ୍ଡଳୀ ଅଟେ। ପରମେଶ୍ବରଙ୍କ ମଣ୍ଡଳୀ ସତ୍ଯର ଅବଲମ୍ବନ କରେ ଓ ମୂଳଦୁଆ ଅଟେ।

ଏବ୍ରୀ 3:2

ପରମେଶ୍ବର ଯୀଶୁଙ୍କୁ ମହାୟାଜକ ସ୍ବରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମାଶାଙ୍କେ ପରି ଯୀଶୁ ମଧ୍ଯ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ଥିଲେ। ଈଶ୍ବରଙ୍କ ଗୃହ ରେ ଈଶ୍ବର ଇଚ୍ଛା କରୁଥିବା ସମସ୍ତ କାର୍ୟ୍ଯ ସେ କଲେ।

ପିତରଙ୍କ ପ୍ରଥମ ପତ୍ 2:5

ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।

Interlinear

Choose Theme