Home Bibles ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:6 · ଓଡ଼ିଆ ବାଇବେଲ
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:6 · ଓଡ଼ିଆ ବାଇବେଲ

ଜଣେ ଚାଷୀ ନିଜର କଠିନ ପରିଶ୍ରମ କରି ଯେଉଁ ଶସ୍ଯ ଉତ୍ପାଦନ କରିଛି, ସେ ପ୍ରଥମ ରେ ସହେି ଉତ୍ପାଦନରୁ ଖାଦ୍ୟ ପାଇବା ଉଚିତ।

Cross references

ଯିଶାଇୟ 28:24

କୃଷକ କ'ଣ ବୀଜ ବପନ ପାଇଁ ସର୍ବଦା ଜମିକୁ କର୍ଷଣ କରେ ? ସେ କ'ଣ ସର୍ବଦା ଭୂମିକୁ ଶିଆର କରି ଟକୋ ଭାଙ୍ଗେ ?

ମାଥିଉଲିଖିତ ସୁସମାଚାର 9:37

ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଫସଲ(ଲୋକ) ବହୁତ। କିନ୍ତୁ ମୂଲିଆ ( ସବେକ) କମ୍ ଅଛନ୍ତି।

ମାଥିଉଲିଖିତ ସୁସମାଚାର 20:1

ସ୍ବର୍ଗରାଜ୍ଯ ଜଣେ ଜମିଦାରଙ୍କ ଭଳି। ଜମିଦାରଙ୍କର କେତକେ ଦ୍ରାକ୍ଷା ବଗିଚ଼ା ଥିଲା। ଦିନେ ବଡ଼ି ସକାଳୁ ସେ ତାହାଙ୍କ ଦ୍ରାକ୍ଷା ବଗିଚ଼ା ରେ କାମ କରିବା ପାଇଁ ଅନ୍ୟ କେତକେ ଶ୍ରମାକ ଆଣିବାକୁ ବାହାରିଗଲେ।

ମାଥିଉଲିଖିତ ସୁସମାଚାର 21:33

ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମିମାଲିକ ଥିଲେ। ତାହାଙ୍କ ଜମି ରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା ଚ଼ାରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥି ରେ ଦ୍ରାକ୍ଷାକୁଣ୍ଡଟିଏ ଖାେଳିଲେ। ସେ ସଠାେରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତକେ କୃଷକଙ୍କୁ ଜମିଟି ଭାଗ ଦଇେ ଦେଲେ। ତା'ପରେ ସେ ବିଦେଶ ଯାତ୍ରା ରେ ବାହାରି ଗଲେ।

ମାଥିଉଲିଖିତ ସୁସମାଚାର 25:16

ଯେଉଁ ଚ଼ାକରଟି ପାଞ୍ଚ ତୋଡ଼ା ରୂପା ଟଙ୍କା ନଇେଥିଲା, ସେ ତୁରନ୍ତ ସେ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଦଲୋ। ସେ ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ଲାଭକଲା।

ଲୂକଲିଖିତ ସୁସମାଚାର 10:2

ଯୀଶୁ ସମାନଙ୍କେୁ କହିଲେ, ଅମଳ ହବୋକୁ ପ୍ରଚୁର ଫସଲ ପଡି ରହିଛି। କିନ୍ତୁ ମୂଲିଆ ଖୁବ କମ୍। ତେଣୁ ଫସଲର ମାଲିକଙ୍କୁ ପ୍ରାର୍ଥନା କର ଯେ, ସେ ଯେପରି ତାହାଙ୍କର ଫସଲ କାଟିବା ପାଇଁ କାମ କରିବାକୁ ଅଧିକ ମୂଲିଆ ପଠାଇବେ।

ଯୋହନଲିଖିତ ସୁସମାଚାର 4:35

ତୁମ୍ଭମାନେେ ଯେତବେେଳେ କିଛି ରୋପଣ କର ସେତବେେଳେ ତୁମ୍ଭେ ସର୍ବଦା କୁହ, 'ଶସ୍ଯ କଟା ହବୋ ପାଇଁ ଆହୁରି ଚାରି ମାସ ବାକି ଅଛି।' କିନ୍ତୁ ମୁଁ ତୁମ୍ଭକୁ କହୁଛି, ତୁମ୍ଭମାନଙ୍କର ଆଖି ଖୋଲ। ଲୋକମାନଙ୍କୁ ଦେଖ। ସମାନେେ ଅମଳ ପାଇଁ ପ୍ରସ୍ତୁତ କ୍ଷେତ୍ରତୁଲ୍ଯ ଅଟନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:6

ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛ ରେ ପାଣି ଦେଲେ, କିନ୍ତୁ ପରମେଶ୍ବର ତା'କୁ ବଢ଼ିବା ରେ ସାହାୟ୍ଯ କଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:7

ସନୋବାହିନୀ ରେ କୌଣସି ସୈନିକ କ'ଣ ନିଜ ଖର୍ଚ୍ଚ ରେ ୟୁଦ୍ଧ କରେ ? କୌଣସି ଲୋକ କ'ଣ ଅଙ୍ଗୁର ବଗିଚା ଲଗାଏ ଓ ନିଜେ ଏହାର ଫଳ ଖାଏ ନାହିଁ। ଏପରି କେଉଁ ଲୋକ ଅଛି, ଯେ ମଷେପାଳନ କରି ନିଜ ପାଇଁ ମଷଦେୁଧ ନିଏ ନାହିଁ ?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:23

ଏହା ସବୁ ମୁଁ ସୁସମାଚାର ପାଇଁ କରୁଛି, ସୁସମାଚାର ଆଶୀର୍ବାଦ ରେ ମାରେ ମଧ୍ଯ କିଛି ଅଂଶ ରହିବ।

ଏବ୍ରୀ 10:36

ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।

Interlinear

Choose Theme