Home Bibles ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:3 · ଓଡ଼ିଆ ବାଇବେଲ
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:3 · ଓଡ଼ିଆ ବାଇବେଲ

ଅନ୍ୟମାନଙ୍କ ଲାଗି ପ୍ ରମେଭାବ ରଖିବେ ନାହିଁ। ସମାନେେ ଲୋକମାନଙ୍କୁ କ୍ଷମା ଦବୋ ପାଇଁ ମନା କରିବେ ଓ ଅନ୍ୟମାନଙ୍କ ବିଷୟ ରେ ଖରାପ କଥା କହିବେ। ଆତ୍ମସଂୟମୀ ହବେେ ନାହିଁ। ସମାନେେ କୋରଧୀ ଓ ହୀନମନା ହବେେ ଓ ଉତ୍ତମ ବିଷୟଗୁଡ଼ିକୁ ଘୃଣା କରିବେ।

Cross references

ଆଦି ପୁସ୍ତକ 49:7

ସମାନଙ୍କେ କୋରଧ ଅଭିଶପ୍ତ ହେଉ। କାରଣ ତାହା ପ୍ରଚଣ୍ଡ ଥିଲା। ସମାନଙ୍କେ କୋପ ଅଭିଶପ୍ତ ହେଉ କାରଣ ତାହା ନିଷ୍ଠୁର ଥିଲା। ମୁଁ ଯାକୁବ ମଧିଅରେ ସମାନଙ୍କେୁ ବିଭାଗ କରିବି। ଏବଂ ଇଶ୍ରାୟେଲ ମଧିଅରେ ଛିନ୍ନ ଭିନ୍ନ କରିବି।

ଦିତୀୟ ଶାମୁୟେଲ 21:1

ଦାଉଦଙ୍କ ରାଜତ୍ବ ସମୟରେ କ୍ରମାଗତ ତିନିବର୍ଷ ଧରି ଦକ୍ସ୍ଟର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦଇେ କହିଲେ, ଶାଉଲ ଓ ତା'ର ହତ୍ଯାକାରୀ ବଂଶ ଯୋଗକ୍ସ୍ଟ ଏପରି ହେଉଛି। ଯେ ହତେକ୍ସ୍ଟ ସେ ଗିବିଯୋନୀଯମାନଙ୍କୁ ହତ୍ଯା କରିଥିଲା।

ଗୀତସଂହିତା 15:4

ଯେଉଁ ବ୍ଯକ୍ତି ପରମେଶ୍ବରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ, କିନ୍ତୁ ସହେି ବ୍ଯକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସବୋ କରୁଥିବା ଲୋକମାନଙ୍କୁ ସମ୍ମାନ ଦଖାେଏ। ୟଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦଇେଥାଏ ତବେେ ସହେି ପ୍ରତିଶ୍ରୁତିକୁ ପାଳନ କରେ।

ଗୀତସଂହିତା 22:6

କିନ୍ତୁ ମୁଁ ଗୋଟିଏ କୀଟ, ବ୍ଯକ୍ତି ନୁହେଁ, ଲୋକମାନେ ମାେ ପାଇଁ ଲଜ୍ଜିତ ହୁଅନ୍ତି ଓ ମାେତେ ଅବଜ୍ଞା କରନ୍ତି।

ଯିଶାଇୟ 53:3

ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ଯାଗ କଲେ। ସେ ଦୁଃଖ ଓ ଶାେକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଚାଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭମାନେେ ତାଙ୍କୁ ସମ୍ମାନ ଦଲେୁ ନାହିଁ।

ଯିଶାଇୟ 60:14

ଯେଉଁମାନେ ତୁମ୍ଭକୁ କଷ୍ଟ ଦଇେଥିଲେ ସମାନଙ୍କେର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହବେେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସମାନେେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସମାନେେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ ଇଶ୍ରାୟେଲର ଧର୍ମସ୍ବରୂପଙ୍କର ସିୟୋନ ବୋଲି ସମ୍ ବୋଧନ କରିବେ।'

ଯିହିଜିକଲ 17:15

କିନ୍ତୁ ସେ ବାବିଲର ରାଜା ବିରୁଦ୍ଧ ରେ ଗଲା। ସେ ତା'ର ବାର୍ତ୍ତାବହମାନଙ୍କୁ ଅଶ୍ବ ଓ ସୈନ୍ଯ ସାହାୟ୍ଯ ପାଇବା ନିମନ୍ତେ ମିଶରକୁ ପଠାଇଲା, ସେ କ'ଣ କୃତକାର୍ୟ୍ଯ ହବେ ? ୟିଏ ଏପରି କାର୍ୟ୍ଯସବୁ କରେ, ସେ କ'ଣ ରକ୍ଷା ପାଇବ ? ଆଉ ସେ ଚୁକ୍ତି ଲଙ୍ଘନ କରି କ'ଣ ଦଣ୍ଡ ପାଇବ ନାହିଁ ?

ଦାନିଏଲ 8:23

ଯେତବେେଳେ ସହେି ରାଜ୍ଯଗୁଡିକର ଶଷେ ସମୟ ଆସିବ ସେତବେେଳେ ଜଣେ ଅତି ସାହସୀ ଓ ନିଷ୍ଠୁର ରାଜା ଜନ୍ମ ହବେେ। ଆଉ ସେ ରାଜା ଅତି କୌଶଳୀ ହବେେ ମାତ୍ର ସେତବେେଳେ ବହୁ ପାପୀଷ୍ଠ ବ୍ଯକ୍ତି ଜନ୍ମ ନଇେଥିବେ।

ମାଥିଉଲିଖିତ ସୁସମାଚାର 4:1

ତା'ପରେ ସହେି ପବିତ୍ର ଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢାଇ ନାଇଗଲେ। ଶୟତାନ ଦ୍ବାରା ପରୀକ୍ଷୀତ ହବୋପାଇଁ ତାହଙ୍କୁ ସଠାେକୁ ନିଆଯାଥିଲା।

ମାଥିଉଲିଖିତ ସୁସମାଚାର 10:21

ଭାଇ ତା ନିଜ ଭାଇକ,ୁ ବାପା-ମାଆ ନିଜ ପିଲାପିଲିଙ୍କୁ ମରଣ ମୁହଁକୁ ଠଲେି ଦବେେ। ପିଲାମାନେ ନିଜ ବାପା-ମାଆଙ୍କ ବରୁଦ୍ଧ ରେ ଠିଆ ହବେେ ଓ ତାହାଙ୍କୁ ମାରି ପକାଇବେ।

ଲୂକଲିଖିତ ସୁସମାଚାର 10:16

ଯେତବେେଳେ କୌଣସି ଲୋକ ତୁମ୍ଭମାନଙ୍କ କଥା ଶୁଣେ, ସେ ପ୍ରକୃତ ରେ ମାେ କଥା ଶୁଣେ। ଯେତବେେଳେ ଜଣେ ତୁମ୍ଭମାନଙ୍କୁ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତ ରେ ମାେତେ ଗ୍ରହଣ କରିବାକୁ ମନା କରିଦିଏ ଏବଂ ଯେତବେେଳେ ଜଣେ ମାେତେ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତ ରେ ମାେତେ ପଠାଇଥିବା ପରମେଶ୍ବରଙ୍କୁ ଗ୍ରହଣ କରିବାକୁ ମନା କରିଦିଏ।

ଲୂକଲିଖିତ ସୁସମାଚାର 16:14

ଫାରୂଶୀମାନେ ଏହି ସବୁ କଥା ଶୁଣୁଥିଲେ। ଫାରୂଶୀମାନେ ନିଜ ଟଙ୍କାକୁ ଭଲ ପାଉଥିବାରୁ ଯୀଶୁଙ୍କୁ ସମାଲୋଚନା କଲେ।

ଯୋହନଲିଖିତ ସୁସମାଚାର 6:70

ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭ ବାରଜଣଙ୍କୁ ମନୋନୀତ କଲି। କିନ୍ତୁ ତୁମ୍ଭ ଭିତରୁ ଜଣେ ଶୟତାନ।

ରୋମୀୟଙ୍କ ପ୍ରତି ପତ୍ର 1:31

ସମାନେେ ନିଜର ପିତାମାତାଙ୍କୁ ମାନନ୍ତି ନାହିଁ । ସମାନେେ ମୂର୍ଖ ସମାନେେ ନିଜର କଥା ରଖନ୍ତି ନାହିଁ ଓ ସମାନେେ ଅନ୍ୟ ଲୋକମାନଙ୍କ ପ୍ରତି ଦୟାଭାବ ପ୍ରଦର୍ଶନ କରନ୍ତି ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:5

ନିଜର ଅଧିକାରରୁ ପରସ୍ପରକୁ ବଞ୍ଚିତ କର ନାହିଁ। କିନ୍ତୁ ତୁମ୍ଭେ ଦୁ ହେଁ ପ୍ରାର୍ଥନା ରେ ନିଜକୁ ଉତ୍ସର୍ଗ କରିବା ପାଇଁ ଏକମତ ହାଇେ ଅଳ୍ପ ସମୟ ପାଇଁ ପୃଥକ ହୁଅ। ତା' ପରେ ପୁନର୍ବାର ଏକାଠି ହୁଅ, ଯା'ଦ୍ବାରା ଶୟତାନ ତୁମ୍ଭମାନଙ୍କ ଦୁର୍ବଳତାର ସୁଯୋଗ ନଇେ ତୁମ୍ଭମାନଙ୍କୁ ପ୍ରଲୋଭିତ କରିପାରିବ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:9

କିନ୍ତୁ ଯଦି ସମାନେେ ନିଜ ଶରୀର ଉପରେ ନିୟନ୍ତ୍ରଣ ରଖି ପାରିବେ ନାହିଁ, ତା' ହେଲେ ସମାନେେ ବିବାହ କରିବା ଉଚିତ୍। କାରଣ କାମ ବାସନାର ଅଗ୍ନି ରେ ପୋଡ଼ି ହବୋ ଅପେକ୍ଷା ବିବାହ କରିବା ଉତ୍ତମ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:8

ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ବରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ବର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥାଆନ୍ତି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:11

ସହେିପରି ବିଶଷେ ସବେିକା ହବୋ ପାଇଁ ନିୟୁକ୍ତ ସ୍ତ୍ରୀମାନଙ୍କର ପ୍ରତି ଅନ୍ୟ ଲୋକମାନଙ୍କର ସମ୍ମାନ ଭାବ ଥିବା ଦରକାର। ସମାନେେ ଅନ୍ୟମାନଙ୍କ ବିଷୟ ରେ ମନ୍ଦ କଥା ଆଦୌ କହୁ ନ ଥିବେ। ସମାନଙ୍କେର ଆତ୍ମା ସଂୟମ ଥିବା ପ୍ରୟୋଜନ ଓ ପ୍ରେତ୍ୟକକ କଥା ରେ ଯେପରି ସମାନଙ୍କେୁ ବିଶ୍ବାସ କରାଯାଇ ପାରୁଥିବ।

ତୀତସଙ୍କ ପ୍ରତି ପତ୍ର 1:8

ନିଜ ଘ ରେ ଲୋକମାନଙ୍କୁ ସ୍ବାଗତ କରି ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ ରମେ କରୁଥିବେ, ଜ୍ଞାନୀ ହାଇେଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହାଇେଥିବେ ଓ ନିଜକୁ ସଂୟମ କରି ପାରୁଥିବେ। ଆମ୍ଭେ ସତ୍ଯର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପ୍ରଦାନ କରୁଥିବେ।

ତୀତସଙ୍କ ପ୍ରତି ପତ୍ର 2:3

ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।

ଯାକୁବଙ୍କ ପତ୍ 2:6

କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସହେିମାନେ ତୁମ୍ଭକୁ କଚରେୀକୁ ଟାଣି ନଇେ ଯାଆନ୍ତି।

ପିତରଙ୍କ ଦିତୀୟ ପତ୍ର 2:14

ପ୍ରେତ୍ୟକକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସମାନେେ ବ୍ଯଭିଚାର କରିବା ପାଇଁ ଚାହାଁନ୍ତି। ଏହିଭଳି ଭାବରେ ସମାନେେ ସବୁବେଳେ ପାପ କରୁଥାନ୍ତି। ସମାନେେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦ ରେ ପକାଇ ଦିଅନ୍ତି। ସମାନଙ୍କେ ହୃଦୟଗୁଡ଼ିକ ସ୍ବାର୍ଥପରତା ରେ ପରିପୂର୍ଣ୍ଣ। ସମାନେେ ଅଭିଶପ୍ତ।

ପିତରଙ୍କ ଦିତୀୟ ପତ୍ର 2:19

ଏହି ଭଣ୍ଡ ଶିକ୍ଷକମାନେ ସହେି ଲୋକମାନଙ୍କୁ ମୁକ୍ତିର ପ୍ରତିଜ୍ଞା ଦିଅନ୍ତି। ମାତ୍ର ଏହି ଭଣ୍ଡ ଶିକ୍ଷକମାନେ ନିଜେ ମୁକ୍ତି ପାଇ ନାହାଁନ୍ତି। ସମାନେେ ନିଜେ ବିନଷ୍ଟ ବିଷୟର ଦାସ ଅଟନ୍ତି। ଜଣେ ବ୍ଯକ୍ତି ଯାହା ଦ୍ବାରା ନିୟନ୍ତ୍ରିତ ହୁଏ, ସେ ସେଥିର ଦାସ ଅଟେ।

ପିତରଙ୍କ ଦିତୀୟ ପତ୍ର 3:3

ପ୍ରଥମେ, ଶଷେ ଦିନଗୁଡ଼ିକରେ କ'ଣ କ'ଣ ଘଟିବ, ସଗେୁଡ଼ିକ ବୁଝିବା ତୁମ୍ଭର ଦରକାର। ଲୋକେ ତୁମ୍ଭକୁ ପରିହାସ କରିବେ। ସମାନେେ ନିଜ ଇଚ୍ଛା ରେ ମନ୍ଦ କାର୍ୟ୍ଯ କରି ଜୀବନଧାରଣ କରିବେ।

ଯିହୂଦାଙ୍କ ପତ୍ର 1:16

ଏହି ଲୋକମାନେ ସର୍ବଦା ଅନ୍ୟ ଲୋକମାନଙ୍କ ବିରୁଦ୍ଧ ରେ ଅଭିଯୋଗ କରନ୍ତି ଓ ସମାନଙ୍କେର ଦୋଷ ବାହାର କରନ୍ତି। ସମାନେେ ସବୁବେଳେ ନଜ ଇଚ୍ଛା ଅନୁସାରେ ମନ୍ଦ କର୍ମମାନ କରିଥାଆନ୍ତି। ସମାନେେ ନିଜ ବିଷୟ ରେ ଅହଙ୍କାର କରି କଥା କୁହନ୍ତି। ସମାନେେ ନିଜ ସ୍ବାର୍ଥ ହାସଲ କରିବା ପାଇଁ କବଳେ ଅନ୍ୟ ଲୋକମାନଙ୍କ ସପକ୍ଷ ରେ ଭଲକଥା କୁହନ୍ତି।

ଯିହୂଦାଙ୍କ ପତ୍ର 1:18

ପ୍ ରରେିତମାନେ ତୁମ୍ଭକୁ କହିଥିଲେ, ଶଷେ କାଳ ରେ ପରମେଶ୍ବରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ। ଏହି ଲୋକମାନେ କବଳେ ନିଜ ଇଚ୍ଛା ଅନୁସାରେ ପରମେଶ୍ବରଙ୍କ ବିରୁଦ୍ଧ ରେ କାର୍ୟ୍ଯ କରନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:15

ଦ୍ବିତୀୟ ପଶୁକୁ ପ୍ରଥମ ପଶୁର ପ୍ରତିମାକୁ ଜୀବନ ଦବୋ ପାଇଁ କ୍ଷମତା ଦିଆ ଯାଇଥିଲା। ତା'ପରେ ସହେି ପ୍ରତିମା କଥା କହିବ ଓ ଯେଉଁମାନେ ତାହାକୁ ପୂଜା ନ କରିବେ, ସେ ସମାନଙ୍କେୁ ମୃତ୍ଯୁଦଣ୍ଡର ଆଦେଶ ଦବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:17

ଯେଉଁ ମନୁଷ୍ଯ ସହେି ପଶୁର ନାମ କିମ୍ବା ତାହାର ନାମର ସଂଖ୍ଯା ଧାରଣ କରି ନ ଥିବ, ସେ କୌଣସି ଜିନିଷ କିଣାବିକା କରିପାରିବ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:6

ଲୋକମାନେ ଯେ ହତେୁ ତୁମ୍ଭର ପବିତ୍ର ଲୋକ ଓ ଭବିଷ୍ଯଦ୍ ବକ୍ତାମାନଙ୍କର ରକ୍ତପାତ କରିଥିଲେ, ଏବେ ତୁମ୍ଭେ ସମାନଙ୍କେୁ ରକ୍ତପାତ କରିବାକୁ ଦଇେଛ। ସମାନେେ ଏହା ହିଁ ପାଇବାକୁ ଯୋଗ୍ଯ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:6

ମୁଁ ସହେି ସ୍ତ୍ରୀ ଲୋକକୁ ପରମେଶ୍ବରଙ୍କର ପବିତ୍ର ଲୋକଙ୍କର ରକ୍ତ ଓ ଯୀଶୁଙ୍କ ବିଷୟ ରେ ସମାନଙ୍କେର ସାକ୍ଷ୍ଯ ଦଇେଥିବା ଲୋକମାନଙ୍କର ରକ୍ତ ପିଇଥିବାର ଦେଖିଲି।

Interlinear

Choose Theme