ଏରାଷ୍ଟ କରିନ୍ଥ ନଗରଠା ରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠା ରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ।
Cross references
ତେଣୁ ସେ ତାହାଙ୍କର ଦୁଇଜଣ ସାହାୟ୍ଯକାରୀ ଅର୍ଥାତ୍ ତୀମଥି ଓ ଏରାଷ୍ଟଙ୍କୁ ମାକିଦନିଆକୁ ପଠାଇଲେ। ସେ ନିଜେ ଆଉ କିଛି ଅଧିକ ସମୟ ଏସିଆ ରେ କଟାଇଲେ।
ତାହାଙ୍କ ସହିତ ବରଯୋ ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥସେଲନୀକୀୟର ଆରିସ୍ତାର୍ଖ ଓ ସକେୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।
ତହିଁ ଆରଦିନ ଆମ୍ଭେ ସଠାରୁେ ଜାହାଜ ରେ ଖିଅ ଉପଦ୍ବୀପ ସାମନା ରେ ଆସି ପହଞ୍ଚିଲୁ। ତା'ପରେ ଦ୍ବିତୀୟ ଦିନ ଆମ୍ଭେ ମିଳିତ ନଗର ରେ ପହଞ୍ଚିଲୁ।
ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚ଼ୀନମାନଙ୍କୁ ଡ଼କାଇଲେ।
ସମାନେେ ଆଗରୁ ଏଫିସର ତ୍ରଫିମ ସହିତ ପାଉଲଙ୍କୁ ଦେଖିଥିଲେ। ତ୍ରଫିମ ଜଣେ ଗ୍ରୀକ୍ ଲୋକ ଥିଲେ। ତେଣୁ ସମାନେେ ଅନୁମାନ କରି ନେଲେ ଯେ, ପାଉଲ ତାହାଙ୍କୁ ମନ୍ଦିରକୁ ଆଣିଥିବେ।
ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।
ସେ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛୁକ, ସେଥିପାଇଁ ମୁଁ ତାହାଙ୍କୁ ପଠାଉଛି। ସେ ଅସୁସ୍ଥ ଥିଲେ ବୋଲି ତୁମ୍ଭେ ଶୁଣି ଥିବା ହତେୁ ସେ ଚିନ୍ତିତ ଥିଲେ।