Home Bibles ☰ Books ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:6 · ଓଡ଼ିଆ ବାଇବେଲ
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:6 · ଓଡ଼ିଆ ବାଇବେଲ

ମାେ ଜୀବନ ମୁଁ ପରମେଶ୍ବରଙ୍କୁ ଉତ୍ସର୍ଗ କରିଦଇେଛି। ମାେ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ୟୁଦ୍ଧ ଲଢ଼ିଛି।

Cross references

ଆଦି ପୁସ୍ତକ 48:21

ଏହାପରେ ଇଶ୍ରାୟେଲ ଯୋଷଫଙ୍କେୁ କହିଲେ, ମାରେ ମୃତ୍ଯୁ ସମୟ ପ୍ରାଯ ସନ୍ନିକଟ। ପରମେଶ୍ବର ତୁମ୍ଭକୁ ସଦଯ ହୁଅନ୍ତୁ। ସେ ତୁମ୍ଭକୁ ପୁନ୍ନର୍ବାର ତୁମ୍ଭର ପୂର୍ବପୁରୁଷଙ୍କ ଦେଶକୁ ନଇେ ଯିବେ।

ଆଦି ପୁସ୍ତକ 50:24

ଏହାପରେ ଯୋଷଫେ ତାଙ୍କର ସମ୍ପର୍କୀଯମାନଙ୍କୁ କହିଲେ, ମୁଁ ମରୁଅଛି ମାତ୍ର ପରମେଶ୍ବର ଅବଶ୍ଯ ତୁମ୍ଭମାନଙ୍କର ଯତ୍ନ ନବେେ। ତା'ପରେ ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ନବେେ ଏବଂ ଯେଉଁ ଦେଶ ଦବୋ ପାଇଁ ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି ଅଛନ୍ତି, ସଠାେକୁ ତୁମ୍ଭମାନଙ୍କୁ ଆଗଇେ ନବେେ।

ଗଣନା ପୁସ୍ତକ 27:12

ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ, ୟର୍ବ୍ଦନ ନଦୀର ପୂର୍ବ ରେ ଥିବା ଏହି ଅବାରୀମ ପର୍ବତ ଆରୋହଣ କର, ଆମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛୁ ତାହା ନିରୀକ୍ଷଣ କର।

ଦିତୀୟ ବିବରଣ 31:14

ସଦାପ୍ରଭୁ ମାଶାଙ୍କେକ୍ସ୍ଟ କହିଲେ, ତୁମ୍ଭର ମୃତକ୍ସ୍ଟ୍ଯର ସମୟ ଆସିଗଲା। ଯିହାଶୂେୟଙ୍କକ୍ସ୍ଟ ଡାକ, ତୁମ୍ଭେ ଦକ୍ସ୍ଟ ହେଁ ସମାଗମ ତକ୍ସ୍ଟମ୍ବୁ ରେ ଠିଆ ହକ୍ସ୍ଟଅ। ଆମ୍ଭେ ତାହାକକ୍ସ୍ଟ ଆଜ୍ଞା ଦବୋ। ତହିଁରେ ମାଶାେ ଓ ୟିହୋଶୂଯ ୟାଇ ସମାଗମ ତମ୍ବୁ ରେ ଠିଆ ହେଲେ।

ଯିହୋଶୂୟ 23:14

ମାରେ ମୃତକ୍ସ୍ଟ୍ଯ ସମୟ ନିକଟ ହେଲାଣି। ତୁମ୍ଭମାନେେ ଜାଣ ଏବଂ ଭଲ ଭାବରେ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ କିପରି ସହାୟତା ଦଇେଛନ୍ତି। ଏବଂ ତକ୍ସ୍ଟମ୍ଭ ପାଇଁ କ'ଣ କରିଛନ୍ତି। ସେ ଯାହା କହିଛନ୍ତି ସେ ତାହା ଦଇେଛନ୍ତି। ସଦାପ୍ରଭୁ ତାଙ୍କର ସବୁ ଉତ୍ତମ ପ୍ରତିଜ୍ଞା ପୂରଣ କରିଛନ୍ତି, ଯାହା ସେ ତକ୍ସ୍ଟମ୍ଭ ସହିତ ପ୍ରତିଜ୍ଞା କରିଥିଲେ। ଆମ୍ଭକକ୍ସ୍ଟ ସବୁ ଦଇେଛନ୍ତି ସେ ଯାହାସବୁ ଆମ୍ଭ ସହିତ ପ୍ରତିଜ୍ଞା କରିଛନ୍ତି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:23

ଜୀବନ ଓ ମୁତ୍ଯୁ ମଧ୍ଯରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:17

ପରମେଶ୍ବରଙ୍କ ସବୋ ରେ, ତୁମ୍ଭ ବିଶ୍ବାସ ତୁମ୍ଭକୁ ଏକ ବଳିଦାନ ରୂପେ ସବୋ କରିବା ପାଇଁ ପ୍ ରରଣୋ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସବୋ ରେ ମାେତେ ମାରେ ନିଜ ରକ୍ତ ମଧ୍ଯ ଉତ୍ସର୍ଗ କରିବାକୁ ପଡ଼ିପା ରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦ ରେ ପରିପୂର୍ଣ୍ଣ ଓ ଖୁସି ହବେି।

ପିତରଙ୍କ ଦିତୀୟ ପତ୍ର 1:14

ମୁଁ ଜାଣେ ଯେ, ମୁଁ ଶୀଘ୍ର ମାରେ ଶରୀର ତ୍ଯାଗ କରିବି। ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟ ମାେତେ ତାହା ଦଖାଇେଛନ୍ତି।

Interlinear

Choose Theme