Home Bibles ଯୋହନଙ୍କ ତୃତୀୟ ପତ୍ର 1:10 · ଓଡ଼ିଆ ବାଇବେଲ
ଯୋହନଙ୍କ ତୃତୀୟ ପତ୍ର 1:10 · ଓଡ଼ିଆ ବାଇବେଲ

ମୁଁ ସଠାରୁେ ଆସିଲେ, ଦିୟତ୍ରିଫାର କାର୍ୟ୍ଯ ବିଷୟ ରେ କଥାବାର୍ତ୍ତା କରିବି। ସେ ଆମ୍ଭମାନଙ୍କ ବିଷୟ ରେ ମିଥ୍ଯା ଓ ମନ୍ଦ କଥାମାନ କହୁଛି। ଏହାଛଡ଼ା, ସେ ଖ୍ରୀଷ୍ଟଙ୍କ ପାଇଁ ସବୋ କରୁଥିବା ଭାଇମାନଙ୍କୁ ମଧ୍ଯ ସାହାୟ୍ଯ କରୁ ନାହିଁ। ଯେଉଁମାନେ ସହେି ଭାଇମାନଙ୍କୁ ସାହାୟ୍ଯ କରିବାକୁ ଚାହାଁନ୍ତି, ସମାନଙ୍କେୁ ମଧ୍ଯ ସେ ମନା କରୁଛି। ସେ ସମାନଙ୍କେୁ ମଣ୍ଡଳୀରୁ ବାହାର କରିଦିଏ।

Cross references

ହିତୋପଦେଶ 10:8

ଜ୍ଞାନୀ ଲୋକ ଆଜ୍ଞାସବୁ ମାନେ କିନ୍ତୁ ମୂର୍ଖ ଲୋକ ୟୁକ୍ତି କରେ ଓ ନିଜକୁ ବିପର୍ୟ୍ଯଯ ଆଡ଼କୁ ଟାଣିନିଏ।

ହିତୋପଦେଶ 10:10

ଜଣେ ୟିଏ ସତ୍ଯକୁ ଲୁଚାଏ, ସେ ଅସୁବିଧାର କାରଣ ଅଟେ। ଜଣେ ୟିଏ ଖାେଲାଖାଲିେ ଭାବରେ କଥା କୁ ହେ, ଶାନ୍ତି ବିରାଜିତ କରେ।

ଯିଶାଇୟ 66:5

ତୁମ୍ଭେ ଯେଉଁଦିନ ସଦାପ୍ରଭୁଙ୍କ ବାକ୍ଯ ରେ କମ୍ପିତ ହେଉଅଛ, ତାଙ୍କର ବାକ୍ଯ ଶୁଣ। ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ଆମ୍ଭର ନାମ ସକାେଶ ତୁମ୍ଭମାନଙ୍କୁ ଦୂର କରନ୍ତି ; ସମାନେେ କହି ଅଛନ୍ତି, 'ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖିପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ବିତ ହୁଅନ୍ତୁ,' ମାତ୍ର ସମାନେେ ଲଜ୍ଜିତ ହବେେ।

ଲୂକଲିଖିତ ସୁସମାଚାର 6:22

ମନୁଷ୍ଯମାନଙ୍କ ୟୋଗୁଁ ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ସମାନେେ ତୁମ୍ଭମାନଙ୍କୁ ଘୃଣା କରିବେ। ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କ ବିଷୟ ରେ ମନ୍ଦ କଥା କହି ତୁମ୍ଭମାନଙ୍କୁ ଅଗ୍ରାହ୍ଯ କରି ଦବେେ, ଯେତବେେଳେ ଏହା ଘଟିବ, ତୁମ୍ଭେ ଧନ୍ଯ ହବେ।

ଯୋହନଲିଖିତ ସୁସମାଚାର 9:22

ଯିହୂଦୀ ନେତାମାନଙ୍କୁ ଭୟ କରି ତା'ର ପିତାମାନା ଏପରି କହିଲେ। ସମାନେେ ସେତବେେଳକେୁ ସ୍ଥିର କରି ସାରିଥିଲେ, କାରଣ ଯେଉଁ ବ୍ଯକ୍ତି ଯୀଶୁଙ୍କୁ ମଶୀହ ବଲେି ସ୍ବୀକାର କରିବେ, ସମାନେେ ତାକୁ ଦଣ୍ଡ ଦବେେ ଓ ସହେି ଲୋକମାନଙ୍କୁ ସମାଜଗୃହରୁ ବାହାର କରି ଦବେେ।

ଯୋହନଲିଖିତ ସୁସମାଚାର 9:34

ଯିହୂଦୀମାନେ ଉତ୍ତର ଦେଲେ, ତୁମ୍ଭେ ତ ସମ୍ପୂର୍ଣ୍ଣ ପାପରୁ ଜନ୍ମ ହାଇେଛ। ତୁମ୍ଭେ କ'ଣ ଆମ୍ଭକୁ ଶିକ୍ଷା ଦବୋ ପାଇଁ ଚେଷ୍ଟା କରୁଛ? ଏହା କହି ସମାନେେ ତାକୁ ଜବରଦସ୍ତ ତଡି ଦେଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:1

ଲୋକେ ପ୍ରକୃତ ରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତ ରେ ୟୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ବରଙ୍କୁ ନ ଜାଣିଥିବା ଲୋକମାନଙ୍କ ଠା ରେ ମଧ୍ଯ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି,

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:1

ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବଦନେ କରେ। କେତକେ ଲୋକ କୁହନ୍ତି, ମୁଁ ତୁମ୍ଭ ମଧିଅରେ ଥିଲା ବେଳେ ନମ୍ର ଥାଏ କିନ୍ତୁ ଦୂର ରେ ଥିଲା ବେଳେ ସାହସୀ ବା ନିର୍ଭୟ ଅଟେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:2

ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଦ୍ବିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦଇେଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂର ରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦବେି।

ଯୋହନଙ୍କ ତୃତୀୟ ପତ୍ର 1:5

ମାରେ ପ୍ରିୟ ବନ୍ଧୁ, ଏହା ଉତ୍ତମ ଯେ ତୁମ୍ଭେ ଖ୍ରୀଷ୍ଟ ରେ ଥିବା ଭାଇମାନଙ୍କୁ ସାହାୟ୍ଯ କରୁଛ। ତୁମ୍ଭେ ଅପରିଚିତ ଭାଇମାନଙ୍କୁ ମଧ୍ଯ ସାହାୟ୍ଯ କରୁଛ।

Interlinear

Choose Theme