Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 1:19 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 1:19 · ଓଡ଼ିଆ ବାଇବେଲ

ଏହି କଥା ୟିରୂଶାଲମ ବାସିନ୍ଦାମାନେ ସମସ୍ତେ ଜାଣିଲେ। ଏଣୁ ସମାନେେ ତାହାଙ୍କ ନିଜ ଭାଷା ରେ ଏହି ଜମିକୁ ହକଲ୍ଦମା ଅର୍ଥାତ୍ ରକ୍ତ କ୍ଷେତ୍ର ବୋଲି କହିଲେ।

Cross references

ଦିତୀୟ ଶାମୁୟେଲ 2:16

ପ୍ରେତ୍ୟକକ ସୈନ୍ଯ ଏକ ଆ ରକରେ ମସ୍ତକ ଧରିଲେ ଏବଂ ଏକ ଆ ରକେକକ୍ସ୍ଟ ଖଡ୍ଗ ରେ ଭୂଷିଲେ। ତେଣୁ ସମାନେେ ଏକତ୍ର ପଡିଗଲେ। ତେଣୁ ସହେି ସ୍ଥାନର ନାମ ତିକ୍ଷ୍ମ ଖଡ୍ଗ କ୍ଷେତ୍ର ବୋଲି ଡକାୟାଏ। ସହେି ସ୍ଥାନଟି ଗିବିଯୋନ ରେ ଥିଲା।

ମାଥିଉଲିଖିତ ସୁସମାଚାର 28:15

ସୈନ୍ଯମାନେ ଟଙ୍କାତକ ନେଲେ। ସମାନଙ୍କେୁ ଯେପରି କରିବାକୁ ଶିଖାଯାଇଥିଲା, ସମାନେେ ତାହାହିଁ କଲେ। ଏବଂ ଏକଥାଟି ଆଜି ପର୍ୟ୍ଯନ୍ତ ମଧ୍ଯ ଯିହୂଦୀମାନଙ୍କ ମଧିଅରେ ପ୍ରଚ଼ଳିତ ଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:22

ହେ ଇଶ୍ରାୟେଲର ଲୋକମାନେ, ଏହି ସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ଯକ୍ତି ଥିଲେ। ଯାହାଙ୍କୁ ଈଶ୍ବର ପଠାଇ ଥିଲେ। ଯୀଶୁ ଯେଉଁ ସବୁ ଶକ୍ତିଶାଳୀ କାର୍ୟ୍ଯ ଏବଂ ଆଶ୍ଚର୍ୟ୍ଯ ଘଟଣା ସବୁ କରିଥିଲେ, ତାହାଦ୍ବାରା ପରମେଶ୍ବର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:40

ପାଉଲ ସନୋପତିଙ୍କଠାରୁ ଅନୁମତି ପାଇ ପାହାଚ଼ ଉପରେ ଠିଆ ହାଇଗେଲେ। ସେ ଲୋକମାନଙ୍କୁ ହାତ ରେ ସଙ୍କତେ କରିବା ହତେୁ ସମସ୍ତେ ଅତି ଶାନ୍ତ ହାଇଗେଲେ। ତା'ପରେ ସେ ଏବ୍ରୀ ଭାଷା ରେ କହିଲେ।

Interlinear

Choose Theme