Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 10:39 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 10:39 · ଓଡ଼ିଆ ବାଇବେଲ

ଯୀଶୁ ୟିହୂଦା ଦେଶ ରେ ଓ ୟିରୂଶାଲମ ରେ ଯାହାସବୁ କରିଥିଲେ ସହେିସବୁ ଆମ୍ଭେ ନିଜେ ଦେଖିଅଛୁ। ଆମ୍ଭେ ତାହାର ସାକ୍ଷୀ ଅଟୁ। ସମାନେେ ତାହାଙ୍କୁ ବଧକଲେ। କାଠ ନିର୍ମିତ କୃଶ ରେ ସମାନେେ ତାହାଙ୍କୁ ଚ଼ଢ଼ାଇ ହତ୍ଯା କଲେ।

Cross references

ଲୂକଲିଖିତ ସୁସମାଚାର 1:2

ଯେଉଁମାନେ ଏ ଘଟଣା ଗୁଡିକୁ ନିଜେ ଆରମ୍ଭରୁ ଦେଖିଛନ୍ତି ଏବଂ ଲୋକମାନଙ୍କ ମଧିଅରେ ତାହାଙ୍କ ବାର୍ତ୍ତା ପ୍ରଚାର କରି ପରମେଶ୍ବରଙ୍କ ସବୋ କରିଛନ୍ତି, ସହେିମାନଙ୍କଠାରୁ ଯେଉଁ ବିଷୟ ଆମ୍ଭମାନେେ ଶିକ୍ଷା କରିଛୁ ଠିକ୍ ସହେିସବୁ କଥା ସମାନେେ ଲେଖିଅଛନ୍ତି।

ଲୂକଲିଖିତ ସୁସମାଚାର 24:48

ଯଦି ସମାନେେ ଏହା କରିବେ, ତବେେ ପରମେଶ୍ବର ସମାନଙ୍କେୁ କ୍ଷମା କରି ଦବେେ। ତୁମ୍ଭମାନେେ ୟିରୁଶାଲମରୁ ଆରମ୍ଭ କରିବ ଓ ମାେ ନାମ ରେ ଏଗୁଡିକ ପ୍ରଚାର କରିବ। ଏହି ସୁସମାଚାର ଓ ପୃଥିବୀ ରେ ନିଶ୍ଚୟ ସମସ୍ତଙ୍କୁ ଶୁଣଇେ ଦିଆୟିବ।

ଯୋହନଲିଖିତ ସୁସମାଚାର 15:27

ତୁମ୍ଭେ ମାେ ବିଷୟ ରେ ଲୋକମାନଙ୍କୁ ମଧ୍ଯ କହିବ, କାରଣ ତୁମ୍ଭମାନେେ ପ୍ରଥମରୁ ମାେ ସହିତ ରହିଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:8

କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭମାନେେ ଶକ୍ତି ପାଇ ତୁମ୍ଭମାନେେ ମାରେ ସାକ୍ଷୀ ହବେ। ପ୍ରଥମେ ୟିରୂଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭମାନେେ ସମଗ୍ର ୟିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳ ରେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:22

ଅନ୍ୟଭାଷା ରେ କହିବାକୁ ଗଲେ, ଯୋହନଙ୍କ ଦ୍ବାରା ବାପ୍ତିଜିତ ହବୋ ଦିନଠାରୁ ଯୀଶୁଙ୍କୁ ଆମ୍ଭମାନଙ୍କ ମଧ୍ଯରୁ ଉର୍ଦ୍ଧ୍ବକୁ ନିଆ ହାଇଯେିବା ପର୍ୟ୍ଯନ୍ତ ଏହି ଲୋକ ଜଣଙ୍କ ଆମ୍ଭ ସଙ୍ଗ ରେ ରହିଥିବା ଉଚ଼ିତ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:23

ତୁମ୍ଭମାନେେ ସମସ୍ତେ ଏସବୁ ଦିଖିଛ ଓ ଏସବୁ ଯେ ନିରାଟ ସତ୍ଯ ତାହା ଜାଣିଛ। ଏହି ଯୀଶୁଙ୍କୁ ଇଶ୍ବର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭମାନେେ ଦୁଷ୍ଟମାନଙ୍କ ସାହାୟ୍ଯ ରେ ତାହାଙ୍କୁ କୃଶ ରେ ଚ଼ଢ଼ଇେ କଣ୍ଟା ବାଡ଼ଇେ ହତ୍ଯା କରିଦଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:32

ଏହି ଯୀଶୁଙ୍କୁ ଇଶ୍ବର ଯେ ମୃତ୍ଯୁରୁ ଉଠାଇଛନ୍ତି, ଆମ୍ଭମାନେେ ସେଥି ରେ ନିଜେ ସାକ୍ଷୀ ଅଟୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:14

ତୁମ୍ଭମାନେେ ଜଣେ ପବିତ୍ର ଓ ଧାର୍ମିକ ଲୋକକୁ ଅସ୍ବୀକାର କଲ ଓ ଜଣେ ହତ୍ଯାକାରୀକୁ ତାହାଙ୍କ ବଦଳ ରେ ତୁମ୍ଭମାନଙ୍କ ପାଇଁ ମୁକ୍ତ କରିଦବୋ ପାଇଁ ଚାହିଁଲ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:10

ତବେେ, ତୁମ୍ଭମାନେେ ସମସ୍ତେ ଓ ସମସ୍ତ ଇଶ୍ରାୟେଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ ଯେ, ଏହା ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଏହି ଲୋକଟି ସୁସ୍ଥ ହାଇେଛି। ତୁମ୍ଭମାନେେ ସହେି ଯୀଶୁଙ୍କୁ କୃଶ ରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ତାହାଙ୍କ ଦ୍ବାରା ଏହି େଛାଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହାଇେଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖ ରେ ଠିଆ ହାଇେଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:30

ତୁମ୍ଭମାନେେ ଯେଉଁ ଯୀଶୁଙ୍କୁ କୃଶ ରେ ଝୁଲଇେ ହତ୍ଯା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ବର ମୃତ୍ଯୁରୁ ଉଠାଇଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:52

ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:41

ମାତ୍ର ଯୀଶୁ ସବୁ ଲୋକମାନଙ୍କୁ ଦଖାଗେଲେ ନାହିଁ। ପରମେଶ୍ବର ଯେଉଁମାନଙ୍କୁ ତାହାଙ୍କ ସାକ୍ଷୀରୂପେ ପୂର୍ବରୁ ମନୋନୀତ କରିଥିଲେ, ସହେିମାନେ କବଳେ ତାହାଙ୍କୁ ଦେଖିପାରିଲେ। ଆମ୍ଭମାନେେ ସହେି ସାକ୍ଷୀ ଅଟୁ। ଯୀଶୁ ମୃତ୍ଯୁରୁ ଉଠିଲାପରେ ଆମ୍ଭମାନେେ ତାହାଙ୍କ ସହିତ ଖାଇଥିଲୁ ଓ ପିଇଥିଲୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:27

ୟିରୂଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚ଼ିହ୍ନି ପାରିଲେ ନାହିଁ। ସମାନେେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକା ରେ ସମାନେେ ଭବିଷ୍ଯଦ୍ବକ୍ତାମାନଙ୍କ ବାକ୍ଯ ସଫଳ କଲେ। ଭବିଷ୍ଯଦ୍ବକ୍ତାମାନଙ୍କର ଏହି ବାକ୍ଯ ସବୁ ପ୍ରତି ବିଶ୍ରାମ ଦିବସ ରେ ପଢ଼ାଯାଏ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:31

ସେ ତାହାଙ୍କ ସହିତ ଗାଲିଲୀରୁ ୟିରୂଶାଲମକୁ ଆସିଥିବା ଲୋକମାନଙ୍କୁ ବହୁତ ଦିନ ପର୍ୟ୍ଯନ୍ତ ଦର୍ଶନ ଦେଲେ। ସମାନେେ ଲୋକମାନଙ୍କ ଆଗ ରେ ଏବେ ତାହାଙ୍କର ସାକ୍ଷୀ ଅଟନ୍ତି।

ଗାଲାତୀୟଙ୍କ ପ୍ରତି ପତ୍ର 3:13

ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277

ପିତରଙ୍କ ପ୍ରଥମ ପତ୍ 2:24

ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।

Interlinear

Choose Theme