Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 10:45 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 10:45 · ଓଡ଼ିଆ ବାଇବେଲ

ଯେଉଁ ଯିହୂଦୀ ବିଶ୍ବାସୀମାନେ ପିତରଙ୍କ ସଙ୍ଗେ ଆସିଥିଲେ, ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ ଯେ, ଅଣଯିହୂଦୀମାନଙ୍କୁ ମଧ୍ଯ ପବିତ୍ର ଆତ୍ମା ଦିଆଗଲା।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 2:33

ଯୀଶୁଙ୍କୁ ସ୍ବର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଇଶ୍ବରଙ୍କର ଡ଼ାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବୁତ୍ରଆତ୍ମା ଦଇେଛନ୍ତି। ଇଶ୍ବର ଏହି ପବିତ୍ରଆତ୍ମା ଦବୋ ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ର ଆତ୍ମାଙ୍କୁ ଢ଼ାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭମାନେେ ଏହା ଦେଖୁଅଛ ଓ ଶୁଣୁଅଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:38

ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:23

ତେଣୁ ପିତର ସମାନଙ୍କେୁ ଭିତରକୁ ଡାକିଲେ ଓ ରାତ୍ରି ଯାପନ କରିବାକୁ ଜାଗାଟିଏ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:3

ସମାନେେ କହିଲେ, ତୁମ୍ଭେ ସୁନ୍ନତ ନ ହାଇେଥିବା ଲୋକଙ୍କ ଘରକୁ ଯାଇଛ ଓ ସମାନଙ୍କେ ସହିତ ଭୋଜନ ମଧ୍ଯ କରିଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:15

ମୁଁ କହିବାକୁ ଆରମ୍ଭ କଲା ମାତ୍ ରେ, ପବିତ୍ର ଆତ୍ମା ସମାନଙ୍କେ ଉପରେ ଓହ୍ଲାଇ ଆସିଲେ, ଯେପରି ଆମ୍ଭ ଉପରେ ପ୍ରଥମ ରେ ଓହ୍ଲାଇ ଆସିଥିଲେ।

ଗାଲାତୀୟଙ୍କ ପ୍ରତି ପତ୍ର 2:15

ଆମ୍ଲଭମାଲନ ଯିହୂଦୀ ରୂଲପ ଜନ୍ମସହାଇଛୁ, ଏବଂ ଆମ୍ଲଭମାଲନ ପାପୀ ଅଣଯିହୂଦୀମାନଙ୍କ ପରିସନାହୁଁ।

ଗାଲାତୀୟଙ୍କ ପ୍ରତି ପତ୍ର 3:13

ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277

ଏଫିସୀୟଙ୍କ ପ୍ରତି ପତ୍ର 2:11

ତୁମ୍ଭମାନେେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ ଅସୁନ୍ନତ ବୋଲି କହନ୍ତି। ସମାନେେ ନିଜକୁ ସୁନ୍ନତ281 ବୋଲି କହନ୍ତି। ଏହା ଏକ କାର୍ୟ୍ଯ, ଯାହାକୁ କି ସମାନେେ ନିଜ ଶରୀର ଉପରେ କରିଥାନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 3:5

ପୂର୍ବବର୍ତ୍ତୀ ସମୟର ଲୋକମାନଙ୍କୁ ଏହି ଗୁପ୍ତ ସତ୍ଯ ବିଷୟ ରେ କୁହାୟାଇ ନ ଥିଲା। କିନ୍ତୁ ପରମେଶ୍ବର ଏବେ ନିଜର ପବିତ୍ର ପ୍ ରରେିତ ଓ ଭବିଷ୍ଯଦ୍ବକ୍ତାମାନଙ୍କ ନିକଟରେ ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ସହେି ଗୁପ୍ତ ସତ୍ଯଟି ପ୍ରକାଶ କରିଛନ୍ତି।

କଲସୀୟଙ୍କ ପ୍ରତି ପତ୍ର 2:13

ତୁମ୍ଭେ ନିଜର ପାପ ହତେୁରୁ ଏବଂ ତୁମ୍ଭର ପାପ ସ୍ବଭାବ ହତେୁ ସ୍ବାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ବର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ବର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ଯ କଲେ।

Interlinear

Choose Theme