Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 10:8 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 10:8 · ଓଡ଼ିଆ ବାଇବେଲ

ସେ ସମାନଙ୍କେୁ ସମସ୍ତ ଘଟଣା କହି ଯାଫୋକୁ ପଠାଇଲେ।

Cross references

ଗୀତସଂହିତା 119:59

ମୁଁ ମାେ ଜୀବନକୁ ଯତ୍ନ ସହକାରେ ଅନୁଶୀଳନ କଲି। ଏବଂ ମୁଁ ତୁମ୍ଭର ନିଯମକୁ ପୁଣି ଫରେିଲି।

ଉପଦେଶକ 9:10

ତୁମ୍ଭେ କୌଣସି କାର୍ୟ୍ଯ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସଠାେ ରେ କିଛି କାର୍ୟ୍ଯ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:36

ଟାବୀଥା ନାମକ ଜଣେ ଶିଷ୍ଯା ଯାଫୋ ନଗର ରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:33

ତେଣୁ ମୁଁ ଆପଣଙ୍କୁ ସଙ୍ଗେ ସଙ୍ଗେ ଡ଼କଇେ ପଠାଇଲି। ଆପଣ ଏଠାକୁ ଆସି ଭଲ କରିଛନ୍ତି। ପ୍ରଭୁ ଆପଣଙ୍କୁ ଯାହା କହିବା ପାଇଁ ଆଦେଶ ଦଇେଛନ୍ତି, ତାହା ଶୁଣିବା ପାଇଁ ଆମ୍ଭେ ସମସ୍ତେ ଏଠା ରେ ପ୍ରଭୁଙ୍କ ସମ୍ମୁଖ ରେ ଅପେକ୍ଷା କରି ରହିଛୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:19

ପାଉଲ କହିଲେ, ହେ ମହାରାଜା ଅଗ୍ରିପ୍ପା, ମୁଁ ସହେି ସ୍ବର୍ଗୀୟ ଦର୍ଶନର ବାଧ୍ଯ ହଲିେ।

ଗାଲାତୀୟଙ୍କ ପ୍ରତି ପତ୍ର 1:16

ପରମେଶ୍ବର ତାହାଙ୍କ ପୁତ୍ରଙ୍କ ବିଷୟ ରେ କହିଲେ। ଯେତବେେଳେ ପରମେଶ୍ବର ମାେତେ ଡାକିଲେ, ମୁଁ କୌଣସି ମଣିଷର ପରାମର୍ଶ ବା ସାହାୟ୍ଯ ନଇେ ନ ଥିଲି।

Interlinear

Choose Theme