ସେ ତୁମ୍ଭକୁ ଓ ତୁମ୍ଭ ଘ ରେ ରହୁଥିବା ଲୋକମାନଙ୍କୁ ବାକ୍ଯ କହିବେ, ଯାହା ଦ୍ବାରା ତୁମ୍ଭେ ସମସ୍ତେ ରକ୍ଷା ପାଇବ।'
Cross references
ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।
ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦବେେ, ଯେଉଁପରି ଭାବରେ ମୁଁ ସମାନଙ୍କେୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ଯାଯ ଓ ଯଥାର୍ଥ ତାହା କରିବାକୁ ଚା ହେଁ। ତା'ପରେ ମୁଁ ସଦାପ୍ରଭୁ, ଯାହା ମୁଁ ପ୍ରତିଜ୍ଞା କଲି ତାହା ମୁଁ କରିବି।
ପରମେଶ୍ବରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସଗେୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ଯବସ୍ଥାକୁ ବିଶ୍ବାସ କରାୟାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରମେ କରନ୍ତି, ତାଙ୍କର ସହେି ସ୍ନହେ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ। ପରମେଶ୍ବର ସମାନଙ୍କେୁ ଓ ସମାନଙ୍କେର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।
ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ।
ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ ଆଶୀର୍ବାଦ କରିବେ।
ଯେଉଁ ଧାର୍ମିକ ଲୋକ ସରଳତା ରେ ବାସ କରେ, ତା' ଉତ୍ତା ରେ ତା'ର ପୁତ୍ରଗଣ, ସନ୍ତାନଗଣ ଧନ୍ଯ ହୁଅନ୍ତି।
କାରଣ ଆମ୍ଭେ ସଦାପ୍ରଭୁ ନ୍ଯାଯ ବିଚାରକୁ ଭଲ ପାଉଁ। ଆମ୍ଭେ ଅଧର୍ମ ଓ ଅପହରଣକୁ ଘୃଣା କରୁ। ଆଉ ଆମ୍ଭେ ସତ୍ଯ ରେ ସମାନଙ୍କେୁ ପ୍ରତିଫଳ ଦବୋ ଓ ସମାନଙ୍କେ ସହିତ ଅନନ୍ତକାଳସ୍ଥାଯୀ ଏକ ଚୁକ୍ତି କରିବା।
ଆଉ ସମାନେେ ଓ ସମାନଙ୍କେର ସନ୍ତାନମାନେ ସମାନଙ୍କେ ମଙ୍ଗଳ ନିମନ୍ତେ ଯେପରି ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସମାନଙ୍କେୁ ଏକ ଚିତ୍ତ ଓ ଏକ ପଥ ଦବୋ।
ଯେଉଁ ଲୋକ ବିଶ୍ବାସ କରିବ ଓ ବାପ୍ତିଜିତ ହବେ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ବାସ କରିବ, ସେ ଦୋଷୀ ସାବ୍ଯସ୍ତ ହବେ।
ମନୁଷ୍ଯପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖାଜେିବାକୁ ଓ ସମାନଙ୍କେୁ ରକ୍ଷା କରିବାକୁ ଆସିଛନ୍ତି।
ତୁମ୍ଭର ପୁଅ ବଞ୍ଚିବ, ବୋଲି ଯୀଶୁ ଠିକ୍ ସହେି ସମୟରେ କହିଥିଲେ, ଏହା ପିଲାର ବାପା ଜାଣିଲେ। ତେଣୁ ସହେି ରାଜକର୍ମଚାରୀ ଓ ତାହାଙ୍କର ସମସ୍ତ ପରିବାରବର୍ଗ ଯୀଶୁଙ୍କଠା ରେ ବିଶ୍ବାସ କଲେ।