Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 11:20 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 11:20 · ଓଡ଼ିଆ ବାଇବେଲ

ଏହି ବିଶ୍ବାସୀମାନଙ୍କ ମଧିଅରେ କେତଜେଣ କୁପ୍ର ଓ କୁରୀଣୀର ଲୋକ ଥିଲେ। ସମାନେେ ଆନ୍ତିୟଖିଆକୁ ଆସି ଗ୍ରୀକମାନଙ୍କୁ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚ଼ାର ଦେଲେ।

Cross references

ମାଥିଉଲିଖିତ ସୁସମାଚାର 27:32

ସୈନ୍ଯମାନେ ଯୀଶୁଙ୍କୁ ନଇେ ନଗର ବାହାରକୁ ଯାଉଥିବା ସମୟରେ କୂରୀଣୀୟ ଶିମାନେ ନାମ ରେ ଜଣେ ଲୋକକୁ ଦେଖିଲେ। ସମାନେେ ସେ ଲୋକଟିକୁ ଯୀଶୁଙ୍କ ପାଇଁ କୃଶ ବୋହି ନବୋ ପାଇଁ ବାଧ୍ଯ କଲେ।

ଯୋହନଲିଖିତ ସୁସମାଚାର 7:35

ଯିହୂଦୀମାନେ ପରସ୍ପର କୁହାକୁହି ହେଲେ, ଏ ଲୋକ ଏପରି କେଉଁଠାକୁ ୟିବ ଯେ, ଆମ୍ଭେ ତାହାକୁ ପାଇବା ନାହିଁ। ସେ କ'ଣ ଗ୍ରୀକ୍ ନଗରଗୁଡିକୁ ୟିବ, ଯେଉଁଠା ରେ ଆମ୍ଭ ଲୋକମାନେ ରୁହନ୍ତି? ସେ ସଠାେରେ ଗ୍ରୀକ୍ ଲୋକମାନଙ୍କୁ ଶିକ୍ଷା ଦବେ କି?

ରେରିତମାନଙ୍କ କାର୍ଯ୍ୟର ବିବରଣ 2:10

ଏବଂ ୟିହୂଦା, କାପ୍ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୁଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିଯା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତଜେଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତକେ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:36

ଯୋଷଫେ ନାମ ରେ ଜଣେ ବିଶ୍ବାସୀ ଥିଲେ। ପ୍ ରରେିତମାନେ ତାହାଙ୍କୁ ବର୍ଣ୍ଣବ୍ବା ନାମ ରେ ଡ଼ାକୁ ଥିଲେ। ଏହି ନାମର ଅର୍ଥ, ସାହାୟ୍ଯକାରୀ ସେ କୁପ୍ରୀୟ ଜାତିର ଜଣେ ଲବେୀୟ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:42

ପ୍ ରରେିତମାନେ ପ୍ରତିଦିନ ମନ୍ଦିର ରେ ଓ ଘ ରେ ଘ ରେ ଏହି ସୁସମାଚ଼ାର ଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ସମାନେେ ପ୍ରଚାର କାର୍ୟ୍ଯ ଆଦୌ ବନ୍ଦ କଲେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:9

କେତକେ ଯିହୂଦୀ ଆସି ସ୍ତିଫାନଙ୍କ ସହିତ ୟୁକ୍ତିତର୍କ କଲେ। ସମାନେେ କୁରୀଣୀୟ, ଲିବର୍ତ୍ତାନ, କିଲିକାଆ ଓ ଏସିଆ ଦେଶର ଯିହୂଦୀ ଥିଲେ। ସମାନେେ ଯିହୂଦୀମାନଙ୍କର ଆଲକଜୋଣ୍ଡ୍ରୀୟ ସମାଜଗୃହର ସଭ୍ଯ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:5

ଫିଲିପ୍ପ ଶମିରୋଣ ନଗରକୁ ଯାଇ ଖ୍ରୀଷ୍ଟଙ୍କ ବିଷୟ ରେ ସମାନଙ୍କେ ନିକଟରେ ପ୍ରଚ଼ାର କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:35

ତା'ପରେ ଫିଲିପ୍ପ ଶାସ୍ତ୍ରର ସହେି ବାକ୍ଯରୁ ଆରମ୍ଭ କରି ଯୀଶୁଙ୍କର ସୁସମାଚ଼ାର ପର୍ୟ୍ଯନ୍ତ ତାହାଙ୍କୁ କହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:20

ତା'ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କ ରେ ପହଞ୍ଚି ସଠାେରେ ଯୀଶୁଙ୍କ ବିଷୟ ରେ ପ୍ରଚ଼ାର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, ଯୀଶୁ ପରମେଶ୍ବରଙ୍କର ପୁତ୍ର ଅଟନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:29

ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ଯ କରୁଥିଲେ। କିନ୍ତୁ ସମାନେେ ତାହାଙ୍କୁ ମାରିବା ପାଇଁ ଚେ଼ଷ୍ଟା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:1

ଆନ୍ତିୟଖିଆ ମଣ୍ଡଳୀ ରେ କେତକେ ଭବିଷ୍ଯଦ୍ବକ୍ତା ଓ ଶିକ୍ଷକ ଥିଲେ। ସମାନେେ ହେଲେ, ବର୍ଣ୍ଣବ୍ବା,ଶିମିଯୋନ ଏହାକୁ ନିଗର ବୋଲି କୁହାଯାଉଥିଲା, କୁରୀଣୀୟ, ଲୂକିୟ, ମନ ହେମ୍ ୟିଏ େ ହରୋଦ ରାଜାଙ୍କ ସହିତ ବଢ଼ିଥିଲେ ଓ ଶାଉଲ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:18

ତେଣୁ କେତକେ ଏପିକୂରୀୟ ଓ ସ୍ତୋଯିକ ଦାର୍ଶନିକମାନେ ତାହାଙ୍କ ସହିତ ୟୁକ୍ତିତର୍କ କଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:23

କିନ୍ତୁ ଆମ୍ଭେ ପ୍ରଚାର କରୁଛୁ : ଖ୍ରୀଷ୍ଟ କୃଶ ରେ ମୃତ୍ଯୁ ବରଣ କଲେ। ଏକଥା ଯିହୂଦୀମାନଙ୍କ ଲାଗି ବାଧାଜନକ ଓ ଅଣଯିହୂଦୀମାନଙ୍କ ଲାଗି ମୂର୍ଖତା ଅଟେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:2

କାରଣ ସ୍ଥିର କରିଥିଲି ଯେ ତୁମ୍ଭ ସହିତ ଥିବା ସମୟରେ, ମୁଁ ଯୀଶୁଖ୍ରୀଷ୍ଟ ଓ କୃଶ ରେ ତାହାଙ୍କ ମୃତ୍ଯୁ ଭୋଗ ବ୍ଯତୀତ, ଅନ୍ୟସବୁ କଥା ଭୁଲି ୟିବି।

ଏଫିସୀୟଙ୍କ ପ୍ରତି ପତ୍ର 3:8

ପରମେଶ୍ବରଙ୍କ ଲୋକମାନଙ୍କ ଭିତ ରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ବର ମାେତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ବର୍ୟ୍ଯପୂର୍ଣ୍ଣ ସୁସମାଚାର କହିବି। ସହେି ଐଶ୍ବର୍ୟ୍ଯଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣରୂପେ ବୁଝିବା ସମ୍ଭବପର ନୁହେଁ।

Interlinear

Choose Theme