Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 11:25 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 11:25 · ଓଡ଼ିଆ ବାଇବେଲ

ବର୍ଣ୍ଣବ୍ବା ଶାଉଲଙ୍କୁ ଖାଜେିବା ପାଇଁ ତାର୍ଷ ନଗରକୁ ଯାତ୍ରା କଲେ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 9:11

ପ୍ରଭୁ ତାହାଙ୍କୁ କହିଲେ, ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ୟିହୂଦାଙ୍କ ଘ ରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ଯକ୍ତିର ସନ୍ଧାନ ନିଅ। ଯେ ହତେୁ ସେ ପ୍ରାର୍ଥନା କରୁଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:27

ମାତ୍ର ବର୍ଣ୍ଣବ୍ବା, ଶାଉଲଙ୍କୁ ଗ୍ରହଣ କଲେ ଓ ତାହାଙ୍କୁ ସାଙ୍ଗ ରେ ନଇେ ପ୍ ରରେିତମାନଙ୍କ ପାଖକୁ ଗଲେ। ଦମ୍ମସକେକୁ ୟିବା ବାଟରେ ଶାଉଲ କିପାରି ପ୍ରଭୁଙ୍କ ଦର୍ଶନ ପାଇଥିଲେ ଓ ପ୍ରଭୁ ତାହାଙ୍କୁ ସହ କିପରି କଥା ହେଲେ, ଏହା ପ୍ ରରେିତମାନଙ୍କୁ ବୁଝାଇ କହିଲେ। ଶାଉଲ ଦମ୍ମସକରେେ କିପରି ନିର୍ଭୀକ ଭାବରେ ଯୀଶୁଙ୍କ ନାମ ରେ ପ୍ରଚ଼ାର କରିଥିଲେ, ଏହା ସବୁ ମଧ୍ଯ ସେ ସମାନଙ୍କେୁ ବୁଝାଇ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:30

ଭାଇମାନେ ଏହା ଜାଣିପାରି ତାହାଙ୍କୁ କାଇସରୀଆ ନଗରରୁ ଆଣି ତାର୍ଷ ନଗରକୁ ପଠାଇ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:34

ୟିରୂଶାଲମର ସହେି ଭାଇମାନଙ୍କ ପାଖକୁ ଫରେି ୟିବା ପାଇଁ ଶାନ୍ତି ରେ ବିଦାୟ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:39

ପାଉଲ କହିଲେ, ମୁଁ କିଲିକିଆର ତାର୍ଷ ନଗରର ଜଣେ ଯିହୂଦୀ। ଗୋଟିଏ ପ୍ରଧାନ ନଗରର ମୁଁ ଜଣେ ନାଗରିକ। ତେଣୁ ମୁଁ ଲୋକମାନଙ୍କୁ କଥା କହିବା ପାଇଁ ଆପଣଙ୍କଠାରୁ ଅନୁମତି ଚ଼ାହୁଁଛି।

Interlinear

Choose Theme