ରେରିତମାନଙ୍କ କାର୍ଯ୍ୟର ବିବରଣ 12:13 · ଓଡ଼ିଆ ବାଇବେଲ
ପିତର କବାଟରେ ଠକ୍ ଠକ୍ କରନ୍ତେ ରୋଦା ନାମକ ଜଣେ ଚ଼ାକରାଣୀ କବାଟ ଖାଲିବୋକୁ ଆସିଲା।
Cross references
ଲୂକଲିଖିତ ସୁସମାଚାର 13:25
ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତବେେ ତୁମ୍ଭମାନେେ ବାହା ରେ ଠିଆ ହାଇେ କବାଟ ବାଡଇବେ। କିନ୍ତୁ ସେ କବାଟ ଖାଲିବେ ନାହିଁ। ତୁମ୍ଭମାନେେ କହିବ, 'ଆଜ୍ଞା, ଆମ୍ଭ ପାଇଁ ଦ୍ବାର ଫିଟାନ୍ତୁ।' କିନ୍ତୁ ଲୋକଟି କହିବ, 'ମୁଁ ତୁମ୍ଭକୁ ଜାଣିନାହିଁ। ତୁମ୍ଭମାନେେ କେଉଁଠାରୁ ଆସିଛ?'
ଯୋହନଲିଖିତ ସୁସମାଚାର 18:16
କିନ୍ତୁ ପିତର ଫାଟକ ବାହା ରେ ଅପେକ୍ଷା କଲେ। ମହାୟାଜକଙ୍କୁ ଜାଣିଥିବା ସହେି ଶିଷ୍ଯ ଜଣକ ବାହାରକୁ ଫରେି ଆସିଲେ। ସେ ଫାଟକ ଜଗିଥିବା ଦାସୀକୁ କହି ସେ ପିତରଙ୍କୁ ଭିତରକୁ ଆଣିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12:16
କିନ୍ତୁ ପିତର କବାଟରେ ଠକ୍ ଠକ୍ କରି ଚ଼ାଲିଥିଲେ। ବିଶ୍ବାସୀମାନେ ଯେତବେେଳେ କବାଟ ଖାଲିେଲେ ସେତବେେଳେ ପିତରଙ୍କୁ ଦେଖି ବିସ୍ମିତ ହାଇଗେଲେ।