Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 12:18 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 12:18 · ଓଡ଼ିଆ ବାଇବେଲ

ତହିଁ ଆରଦିନ ସକାଳ ହବୋରୁ ସୈନ୍ଯମାନେ ଅତି ବିବ୍ରତ ହାଇଗେଲେ। ପିତରଙ୍କ ପ୍ରତି କ'ଣ ଘଟିଥିବ, ଏହା ଭାବି ସମାନେେ ଚିନ୍ତିତ ହାଇପେଡ଼ିଲେ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 5:22

କିନ୍ତୁ ସହେି ଲୋକମାନେ କାରାଗାର ରେ ପ୍ ରରେିତମାନଙ୍କୁ ନପାଇ ଫରେିଗଲେ ଓ ଯାଇ ସମାନଙ୍କେୁ ଏହି ଖବର ଦେଲେ,

ରେରିତମାନଙ୍କ କାର୍ଯ୍ୟର ବିବରଣ 16:27

କାରାଧ୍ଯକ୍ଷ ନିଦରୁ ଉଠି ବସିଲେ। କାରାଗାରର ଦୁଆର ଗୁଡ଼ିକ ଖାଲିେଥିବାର ଦେଖି, ସେ ନିଜକୁ ହତ୍ଯା କରିବା ଉଦ୍ଦେଶ୍ଯ ରେ ନିଜର ଖଣ୍ଡା ବାହାର କଲେ। ସେ ଭାବିଲେ ଯେ, ବନ୍ଦୀମାନେ ଖସି ପଳାଇ ଯାଇଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:23

ସେସମୟରେ 'ପରମେଶ୍ବରଙ୍କ ପଥ' ବିଷୟ ରେ ଗୋଟିଏ ବଡ଼ ଧରଣର ଆନ୍ ଦୋଳନ ହେଲା।

Interlinear

Choose Theme