Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 13:11 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 13:11 · ଓଡ଼ିଆ ବାଇବେଲ

ଏବେ ଦେଖ, ତୁମ୍ଭ ଉପରେ ପ୍ରଭୁଙ୍କର ହାତ ଅଛି। ତୁମ୍ଭେ ଅନ୍ଧ ହାଇଯେିବ ଓ କିଛି ସମୟ ପାଇଁ ସୂର୍ୟ୍ଯ ଆଲୁଅ ମଧ୍ଯ ଦେଖି ପାରିବ ନାହିଁ।

Cross references

ଆଦି ପୁସ୍ତକ 19:11

ତା'ପରେ ବାହା ରେ ଥିବା ସମସ୍ତ ଲୋକ ବୃଦ୍ଧ ଓ ୟୁବା ଅନ୍ଧ ହାଇଗେଲେ। ତେଣୁ ସଇେ ଲୋକମାନେ ଘରର ଫାଟକ ପାଇଲେ ନାହିଁ।

ଯାତ୍ରା ପୁସ୍ତକ 9:3

ତବେେ ସଦାପ୍ରଭୁ ତୁମ୍ଭର ପଶୁମାନଙ୍କ ଉପରେ ତାଙ୍କର ମହାନ ଶକ୍ତି ପ୍ରଯୋଗ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପଶୁ ଯଥା: ଘୋଡାମାନଙ୍କର, ଗଧମାନଙ୍କର, ଓଟମାନଙ୍କର, ଗାଈ ଗୋରୁମାନଙ୍କର, ମେଣ୍ଢାମାନଙ୍କଠା ରେ ମାହାମାରୀ ସୃଷ୍ଟି କରିବେ।

ପ୍ରଥମ ଶାମୁୟେଲ 5:6

ଅସ୍ଦୋଦୀଯ ଲୋକମାନଙ୍କର ଓ ସମାନଙ୍କେର ପଡ଼ୋଶୀମାନଙ୍କର ଜୀବନକକ୍ସ୍ଟ ସଦାପ୍ରଭୁ କଠିନ କରି ସମାନଙ୍କେୁ ନାନା କଷ୍ଟ ଦେଲେ। ସେ ସମାନଙ୍କେୁ ଅର୍ଶ ରୋଗ ରେ ଆଘାତ କଲେ। ସେ ମଧ୍ଯ ସମାନଙ୍କେ ପାଇଁ ମୂଷାଗକ୍ସ୍ଟଡିକ ପଠଇେଲେ, ଯାହାକି ସମାନଙ୍କେର ଜାହାଜଗକ୍ସ୍ଟଡିକରେ ଓ ଦେଶ ରେ ଭର୍ତ୍ତୀ ହାଇଗେଲେ। ଫଳ ରେ ଲୋକମାନେ ଡରିଗଲେ।

ପ୍ରଥମ ଶାମୁୟେଲ 5:9

ପକ୍ସ୍ଟଣି ସମାନେେ ତାହା ନଇଗେଲା ପରେ ଏହା ଏପରି ହେଲା, ଯେ ସଦାପ୍ରଭୁଙ୍କ ହସ୍ତ ଗାଥ ନଗରକକ୍ସ୍ଟ ଭୟ ଓ ୟନ୍ତ୍ରଣା ରେ ଆଘାତ କଲା; ପକ୍ସ୍ଟଣି ସେ ନଗରସ୍ଥ ସାନ ଓ ବଡ ଉଭୟଙ୍କକ୍ସ୍ଟ ସେ କ୍ଲେଶ ଦେଲେ ଓ ସମାନଙ୍କେଠା ରେ ଅର୍ଶ ରୋଗ ବାହାରିଲା।

ପ୍ରଥମ ଶାମୁୟେଲ 5:11

ଏ ହତେକ୍ସ୍ଟ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଏକତ୍ରୀତ କରି କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ପଠାଇ ଦିଅ, ତାହା ସ୍ବସ୍ଥାନକକ୍ସ୍ଟ ଫରେିଯାଉ। ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକକୁ ହତ୍ଯା ନ କରୁ, କାରଣ ନଗରର ସବୁଆଡେ ମୃତକ୍ସ୍ଟ୍ଯଜନିତ ବ୍ଯାକକ୍ସ୍ଟଳତା ଜନ୍ମି ଥିଲା। ପରମେଶ୍ବରଙ୍କ ହସ୍ତ ସଠାେରେ ଅତି ଭାରି ଥିଲା।

ଦିତୀୟ ରାଜାବଳୀ 6:8

ଥରେ ଅରାମର ରାଜା ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରୁଥିଲେ। ସେ ନିଜର ସନୋର ଉଚ୍ଚକର୍ମଗ୍ଭରୀ ସହିତ ଏକ ସଭା ଥିଲା ଓ ସେ ସମାନଙ୍କେୁ ଆଦେଶ ଦେଲେ, ଏମିତି ସ୍ଥାନ ରେ ଲୁଚିରୁହ ଯେତବେେଳେ ସମାନେେ ଆସିବେ। ଇଶ୍ରାୟେଲୀୟମାନଙ୍କୁ ଆକ୍ରମଣ କର।

ଆୟୁବ ପୁସ୍ତକ 19:21

ମାେତେ ଦୟା କରନ୍ତୁ। ମାରେ ଶତ୍ରୁଗଣ ମାେତେ ଦୟାକର। କାହିଁକି ? କାରଣ ପରମେଶ୍ବର ମାେ ବିରୁଦ୍ଧ ରେ।

ଗୀତସଂହିତା 32:4

ପ୍ରଭୁ ତୁମ୍ଭେ ମାରେ ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦଲେ। ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ୟମେିତି ଭୂମି ଶୁଖି ୟାଏ।

ଗୀତସଂହିତା 38:2

ହେ ସଦାପ୍ରଭୁ, ତୁମ୍ଭେ ମାେତେ ଆଘାତ କରିଛ। ତୁମ୍ଭର ତୀର ମାରେ ଅନ୍ତଃସ୍ଥଳକୁ ବିଦ୍ଧ କରିଛି।

ଗୀତସଂହିତା 39:10

ହେ ପରମେଶ୍ବର, ମାେତେ ଆଉ ଦଣ୍ଡ ଦିଅ ନାହିଁ। ୟଦି ତୁମ୍ଭେ ମାେତେ ଦଣ୍ଡ ଦବୋ ବନ୍ଦ କରିବ ନାହିଁ, ତୁମ୍ଭେ ମାେତେ ଧ୍ବଂସ କରିଦବେ।

ଯିଶାଇୟ 29:10

କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପ ରେ ଘାରେ ନିଦ୍ରାଜନକ ଆତ୍ମା ଢ଼ାଳିଛନ୍ତି। ସେ ତୁମ୍ଭମାନଙ୍କର ଭବିଷ୍ଯଦ୍ବକ୍ତାଗଣଙ୍କ ସଦୃଶ ଚକ୍ଷୁ ମୁଦ୍ରିତ କରିବେ। ପୁଣି ଭବିଷ୍ଯଦ୍ ବକ୍ତାଙ୍କ ପରି ତୁମ୍ଭମାନଙ୍କର ମସ୍ତକକୁ ଆଚ୍ଛାଦନ କରିବେ।

ଯୋହନଲିଖିତ ସୁସମାଚାର 9:39

ଯୀଶୁ କହିଲେ, ମୁଁ ଜଗତକୁ ଆସିଛି, ଯେପରି ଏ ଜଗତ ବିଚାରିତ ହବେ। ମୁଁ ଆସଛି ଯେପରି ଅନ୍ଧ ଲୋକମାନେ ଦେଖି ପାରିବେ। ଏବଂ ଯେଉଁମାନେ ଦେଖି ପାରୁଛନ୍ତି ବୋଲି ମନେ ମନେ ଭାବୁଛନ୍ତି, ସମାନେେ ଅନ୍ଧ ହବେେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:8

ଶାଉଲ ଭୂମି ଉପରୁ ଉଠିଲେ, କିନ୍ତୁ କିଛି ଦେଖିପାରିଲେ ନାହିଁ। ତେଣୁ ଲୋକମାନେ ତାହାଙ୍କର ହାତ ଧରି ଦମ୍ମସକେକୁ ନଇଗେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:17

ତେଣୁ ହନନିୟ ୟିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, ଭାଇ ଶାଉଲ! ପ୍ରଭୁ ଯୀଶୁ ମାେତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦଇେଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖିପାରିବ ଓ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇପୋରିବ।

ରୋମୀୟଙ୍କ ପ୍ରତି ପତ୍ର 11:7

ଇଶ୍ରା ଯେଲର ଲୋକେ ଯାହା ପାଇଁ ପରମେଶ୍ବରଙ୍କ ଠା ରେ ଧାର୍ମିକ ହବୋ ଚେଷ୍ଟା କରିଥିଲେ, କାନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ବରଙ୍କ ଦ୍ବାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ ହଇେ ପରମେଶ୍ବରଙ୍କ କଥା ଶୁଣିବା ପାଇଁ ମନା କଲେ।

ରୋମୀୟଙ୍କ ପ୍ରତି ପତ୍ର 11:25

ଭାଇ ଓ ଭଉଣୀମାନେ, ଏହି ନିଗୂଢ ସତ୍ଯ ବିଷୟ ରେ ତୁମ୍ଭମାନେେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଚା ହେଁ ନାହିଁ । ଏହି ସତ୍ଯ ତୁମ୍ଭମାନଙ୍କୁ ଜାଣିବା ରେ ସାହାୟ୍ଯ କରିବ ଯେ, ତୁମ୍ଭମାନେେ ସର୍ବଜ୍ଞ ନୁହଁ। ଏହି କଥା ସତ୍ଯ ଯେ, ଇଶ୍ରାୟେଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ଯ କରାଯାଇଛି। ଯେତବେେଳେ ପୂର୍ଣ ସଂଖ୍ଯକ ଅଣଯିହୂଦୀ ପରମେଶ୍ବରଙ୍କ ନିଜ ଲୋକ ହାଇେ ଯିବେ, ତା ହେଲେ ଏହି ସ୍ଥିତି ରେ ପରିବର୍ତ୍ତନ ଘଟିବ।

Interlinear

Choose Theme