Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 13:12 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 13:12 · ଓଡ଼ିଆ ବାଇବେଲ

ଯେତବେେଳେ ରାଜ୍ଯପାଳ ଏହା ଦେଖି, ସେ ପ୍ରଭୁଙ୍କ ଠା ରେ ବିଶ୍ବାସ କଲେ ସେ ପ୍ରଭୁଙ୍କର ଉପଦେଶ ଶୁଣି ବିସ୍ମିତ ହେଲେ।

Cross references

ମାଥିଉଲିଖିତ ସୁସମାଚାର 7:28

ଯୀଶୁଙ୍କ ଏହି ସବୁ କଥା କହିବା ଶଷେ ହେଲା। ତାହାଙ୍କ ଉପଦେଶ ଶୁଣି ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ।

ମାଥିଉଲିଖିତ ସୁସମାଚାର 27:54

ରୋମୀୟ ସନୋଧ୍ଯକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ଯମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସମାନେେ ବହୁତ ଭୟ କଲେ ଓ ସମାନେେ କହିଲେ, ସେ ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ଥିଲେ।

ଲୂକଲିଖିତ ସୁସମାଚାର 4:22

ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ପ୍ରଶଂସା କରିବାକୁ ଲାଗିଲେ। ଯୀଶୁଙ୍କ ମୁହଁରୁ ଯେଉଁ ସୁନ୍ଦର ବାକ୍ଯ ବାହାରି ଆସୁଥିଲା, ସେଥି ରେ ସମସ୍ତେ ବିସ୍ମିତ ହାଇେ ଯାଉଥିଲେ। ସମାନେେ କହୁଥିଲେ, ଏ କ'ଣ ୟୋ ସଫଙ୍କେ ପୁଅ ନୁହେଁ?

ଲୂକଲିଖିତ ସୁସମାଚାର 7:16

ସବୁଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରମେଶ୍ବରଙ୍କ ମହିମା ଗାନ କଲେ। ସମାନେେ କହିଲେ, ଜଣେ ମହାନ ଭବିଷ୍ଯଦ୍ବକ୍ତା ଆମ୍ଭମାନଙ୍କ ପାଖକୁ ଆସିଛନ୍ତିା ଆହୁରି ମଧ୍ଯ ସମାନେେ କହିଲେ, ପରମେଶ୍ବର ନିଜ ଲୋକଙ୍କୁ ସାହାୟ୍ଯ କରିବା ପାଇଁ ଆସି ଯାଇଛନ୍ତି।

ଯୋହନଲିଖିତ ସୁସମାଚାର 7:46

ମନ୍ଦିରର ସୈନ୍ଯମାନେ ଉତ୍ତର ଦେଲେ, ସେ ଯାହା କହୁଛନ୍ତି, ତାହା ଅନ୍ୟ ସମସ୍ତଙ୍କ କଥାଠାରୁ ଅଧିକ ମୂଲ୍ଯବାନ୍।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:10

କିନ୍ତୁ ସମାନେେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖ ରେ ୟୁକ୍ତି ବାଢ଼ି ପାରିଲନୋହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:7

ସହେି ବର୍ୟୀଶୁ ରାଜ୍ଯପାଳ ର୍ ସଗେିୟ ପାଉଲଙ୍କର ମିତ୍ର ଥିଲେ। ର୍ ସଗେିୟ ପାଉଲ ଜଣେ ବିବକେୀ ଓ ଜ୍ଞାନୀ ଲୋକ ଥିଲେ, ପରମେଶ୍ବରଙ୍କର ବାକ୍ଯ ଶୁଣିବାକୁ ଚ଼ାହୁଁଥିଲେ। ତେଣୁ ସେ ବର୍ଣ୍ଣବ୍ବା ଓ ପାଉଲଙ୍କୁ ଡ଼କାଇ ପଠାଇଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:49

ଏହିପରି ପ୍ରଭୁଙ୍କର ବାର୍ତ୍ତା ଦେଶର ଚ଼ାରିଆଡ଼େ ବ୍ଯାପିଗଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:35

କିନ୍ତୁ ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆ ରେ ରହିଲେ ଏବଂ ଅନ୍ୟମାନଙ୍କ ସହିତ ସମାନେେ ଲୋକମାନଙ୍କୁ ପ୍ରଭୁଙ୍କର ବାକ୍ଯ ଶିକ୍ଷା ଦେଲେ ଏବଂ ସୁସମାଚ଼ାର ପ୍ରଚ଼ାର କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:7

ସମାନେେ ସମୁଦାୟ ବାର ଜଣ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 28:7

ସହେି ଅଞ୍ଚଳ ନିକଟରେ ଦ୍ବୀପର ଜଣେ ମୁଖ୍ଯ ଲୋକଙ୍କର କେତେ ଖଣ୍ଡି ଜମି ଥିଲା। ତାହାଙ୍କର ନାମ ପୁବ୍ଲିୟ। ସେ ତାହାଙ୍କ ଘରକୁ ନଇେ ଆମ୍ଭକୁ ତିନି ଦିନ ପର୍ୟ୍ଯନ୍ତ ରଖି ଅତିଥି ସତ୍କାର କଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:4

ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।

Interlinear

Choose Theme