Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 13:16 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 13:16 · ଓଡ଼ିଆ ବାଇବେଲ

ତେଣୁ ପାଉଲ ଠିଆ ହାଇେ ହାତ ରେ ସଙ୍କତେ ଦେଲେ ଏବଂ କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ ପ୍ରକୃତ ପରମେଶ୍ବରଙ୍କୁ ଉପାସନା କରିଥିବା ଅନ୍ୟଜାତୀୟମାନେ, ଅନୁଗ୍ରହ କରି ମାେ କଥା ଶୁଣ।

Cross references

ଦିତୀୟ ବିବରଣ 32:46

ସେ ସମାନଙ୍କେୁ କହିଲେ, ମୁ ଆଜି ତୁମ୍ଭମାନଙ୍କୁ ଯେଉଁସବୁ କଥା କହିଲି, ତୁମ୍ଭମାନେେ ସେଥିପ୍ରତି ଧ୍ଯାନ ଦିଅ। ଏବଂ ତୁମ୍ଭମାନେେ ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ଏହା ଶିକ୍ଷା ଦଇେ ସହେି ବିଧି ଅନକ୍ସ୍ଟସା ରେ ଚଳିବାକକ୍ସ୍ଟ ନିର୍ଦ୍ଦେଶ ଦିଅ।

ପ୍ରଥମ ରାଜାବଳୀ 8:40

ତାହା କର ତା ହେଲେ ଲୋକମାନେ ସର୍ବଦା ତୁମ୍ଭକୁ ଭୟ କରିବେ ଓ ଭକ୍ତି କରିବେ ଯେଉଁ ଭୂମିରେ ସମାନେେ ବାସ କରୁଛନ୍ତି, ଯେଉଁ ଭୂମିକୁ ତୁମ୍ଭେ ସମାନଙ୍କେ ପୂର୍ବପୁରୁଷଙ୍କୁ ଦଇେଥିଲ।

ଗୀତସଂହିତା 49:1

ହେ ଜାତିଗଣ ସମୂହ ଶୁଣ, ହେ ପୃଥିବୀବାସୀ ଲୋକମାନେ ଶୁଣ,

ଗୀତସଂହିତା 67:7

ପରମେଶ୍ବର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତୁ।

ଗୀତସଂହିତା 78:1

ହେ ମାରେ ଲୋକମାନେ, ତୁମ୍ଭେ ମାରେ ଉପଦେଶକୁ ଶୁଣ। ମାହେର ବାକ୍ଯକୁ କର୍ଣ୍ଣପାତ କର, ୟାହା ମୁଁ କହୁଅଛି।

ଗୀତସଂହିତା 85:9

ପରମେଶ୍ବର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ। ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।

ଗୀତସଂହିତା 135:20

ହେ ଲବେୀର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେ ୟିଏକି ସଦାପ୍ରଭୁଙ୍କୁ ଭୟ କର, ସଦାପ୍ରଭୁଙ୍କର ପ୍ରଶଂସା କର।

ମୀଖା 3:8

କିନ୍ତୁ ସଦାପ୍ରଭୁଙ୍କର ଆତ୍ମା ଦ୍ବାରା ଶକ୍ତି ରେ, ନ୍ଯାଯ ବିଗ୍ଭର ରେ ଓ ପରାକ୍ରମ ରେ ମୁଁ ଏପରି ପରିପୂର୍ଣ୍ଣ ହବେି ଯେ ଯାକୁବର ଅପରାଧ ଓ ଇଶ୍ରାୟେଲର ପାପ ବିଷଯ ରେ ମୁଁ ସମାନଙ୍କେୁ ଅବଗତ କରାଇବି।

ମାଥିଉଲିଖିତ ସୁସମାଚାର 11:15

ଯେଉଁମାନେ ମାେ କଥା ଶୁଣୁଛ, ଶୁଣ।

ଲୂକଲିଖିତ ସୁସମାଚାର 1:50

ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେ ସମାନଙ୍କେୁ ସଦାସର୍ବଦା ଦୟା କରନ୍ତି।

ଲୂକଲିଖିତ ସୁସମାଚାର 23:40

କିନ୍ତୁ ଅନ୍ୟ ଅପରାଧୀଟି ତାହାକୁ ଗାଳି କରି କହିଲା, ତୁ କ'ଣ ପରମେଶ୍ବରଙ୍କୁ ମଧ୍ଯ ଭୟ କରୁନାହୁଁ? ଆମ୍ଭମାନେେ ଖୁବ୍ ଶୀଘ୍ର ମରିବାକୁ ଯାଉଛୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:14

ପିତର ସହେି ଏଗାରଜଣ ପ୍ ରରେିତ ସହ ଠିଆ ହାଇେ ସହେି ଲୋକମାନଙ୍କୁ ବଡ଼ ପାଟି ରେ କହିଲେ, ହେ ୟିଦୂଦୀୟମାନେ, ହେ ୟିରୂଶାଲମ ବାସିନ୍ଦାମାନେ, ସମସ୍ତେ ମାେ କଥା ଶୁଣ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:22

ହେ ଇଶ୍ରାୟେଲର ଲୋକମାନେ, ଏହି ସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ଯକ୍ତି ଥିଲେ। ଯାହାଙ୍କୁ ଈଶ୍ବର ପଠାଇ ଥିଲେ। ଯୀଶୁ ଯେଉଁ ସବୁ ଶକ୍ତିଶାଳୀ କାର୍ୟ୍ଯ ଏବଂ ଆଶ୍ଚର୍ୟ୍ଯ ଘଟଣା ସବୁ କରିଥିଲେ, ତାହାଦ୍ବାରା ପରମେଶ୍ବର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:12

ତୁମ୍ଭମାନେେ ଆମ୍ଭକୁ ଏପରି କାହିଁକି ଦେଖୁଛ, ଯେପରିକି ଆମ୍ଭେ ଅମ୍ଭ ଶକ୍ତି ବା ଭକ୍ତି ବଳ ରେ ଏହି ଲୋକକୁ ଚ଼ାଲିବାକୁ ଦଲେୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:2

ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହ ରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ଯ ପରମେଶ୍ବରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:35

କିନ୍ତୁ ପରମେଶ୍ବର ତାହାଙ୍କୁ ଉପାସନା କରୁଥିବା ଓ ଉତ୍ତମ କର୍ମ କରୁଥିବା ଲୋକଙ୍କୁ ଗ୍ରହଣ କରନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:17

ପିତର ସମାନଙ୍କେୁ ହାତ ରେ ଠାରି ଚୁପ୍ ରହିବାକୁ କହିଲେ। ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାରକରି ଆଣିଲେ, ସେ ସବୁ କଥା ପିତର ସମାନଙ୍କେୁ ବୁଝାଇ କହିଲେ। ସେ ଏ ବିଷୟ ରେ ଯାକୁବ ଓ ଅନ୍ୟ ଭାଇମାନଙ୍କୁ ଜଣଇବୋ ପାଇଁ କହିଲେ। ତା'ପରେ ସେ ଅନ୍ୟ ସ୍ଥାନକୁ ଚ଼ାଲିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:26

ହେ ଭାଇମାନେ, ଅବ୍ରହାମଙ୍କ ପୁତ୍ରମାନେ ଓ ପ୍ରକୃତ ପରମେଶ୍ବରଙ୍କୁ ଉପାସନା କରୁଥିବା ଅନ୍ୟଜାତୀୟମାନେ, ଆମ୍ଭମାନଙ୍କ ପାଇଁ ଏହି ପରିତ୍ରାଣର ସୁସମାଚ଼ାର ପଠାଯାଇଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:42

ପାଉଲ ଓ ବର୍ଣ୍ଣବ୍ବା ସଠାରୁେ ଗଲା ବେଳେ ଲୋକମାନେ ସମାନଙ୍କେୁ ଆଗାମୀ ବିଶ୍ରାମ ଦିବସ ରେ ଏହି ସବୁକଥା ଆହୁରି କରିବାପାଇଁ ଅନୁରୋଧ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:46

କିନ୍ତୁ ପାଉଲ ଓ ବର୍ଣ୍ଣବ୍ବା ସାହସର ସହିତ କହିଲେ, ପରମେଶ୍ବରଙ୍କର ସୁସମାଚ଼ାର ତୁମ୍ଭମାନଙ୍କ ନିକଟରେ ପ୍ରଥମେ କୁହାୟିବା ଆବଶ୍ଯକ ଥିଲା। କିନ୍ତୁ ତୁମ୍ଭମାନେେ ତାହା ଅସ୍ବୀକାର କରିବାରୁ ତୁମ୍ଭମାନେେ ଅନନ୍ତ ଜୀବନ ପାଇଁ ନିଜକୁ ଯୋଗ୍ଯ ଭାବି ନ ଥିବାରୁ ଆମ୍ଭମାନେେ ଅନ୍ୟଜାତୀୟମାନଙ୍କ ପାଖକୁ ୟିବା।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:33

ସେତବେେଳେ ଯିହୂଦୀୟମାନେ ଆଲେକ୍ଜାଣ୍ଡରକୁ ଆଗକୁ ପଠାଇଥିଲେ ଓ ତାହାଙ୍କୁ କିଛି କହିବା ପାଇଁ ଉପଦେଶ ଦେଉଥିଲେ। ଆଲେକ୍ଜାଣ୍ଡର ଲୋକମାନଙ୍କ ଆଗ ରେ ହାତ ହଲଇେ ସମାନଙ୍କେୁ ବୁଝାଇବା ପାଇଁ ଚେ଼ଷ୍ଟା କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:40

ପାଉଲ ସନୋପତିଙ୍କଠାରୁ ଅନୁମତି ପାଇ ପାହାଚ଼ ଉପରେ ଠିଆ ହାଇଗେଲେ। ସେ ଲୋକମାନଙ୍କୁ ହାତ ରେ ସଙ୍କତେ କରିବା ହତେୁ ସମସ୍ତେ ଅତି ଶାନ୍ତ ହାଇଗେଲେ। ତା'ପରେ ସେ ଏବ୍ରୀ ଭାଷା ରେ କହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 22:22

ପାଉଲ ଏକଥା କହିବା ପର୍ୟ୍ଯନ୍ତ ଯିହୂଦୀମାନେ ଶୁଣୁଥିଲେ। ତା'ପରେ ସମାନେେ ସମସ୍ତେ ମିଶି ଖୁବ୍ ଜାରେ ରେ ପାଟି କରି କହିଲେ, ଏ ଲୋକକୁ ପୃଥିବୀରୁ ଦୂର କର। କାରଣ ସେ ବଞ୍ଚିରହିବା ପାଇଁ ଯୋଗ୍ଯ ନୁହଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:7

ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:11

ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜଯୀ ହୁଏ, ସେ ଦ୍ବିତୀୟ ମୃତ୍ଯୁ ଦ୍ବାରା ଆଦୌ କ୍ଷତିଗ୍ରସ୍ତ ହବେନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:17

ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:29

ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

Interlinear

Choose Theme