Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 13:20 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 13:20 · ଓଡ଼ିଆ ବାଇବେଲ

ଏହି ସବୁ ଦେଶ ଉତ୍ତରାଧିକାରୀ ଭାବରେ ଦେଲେ ଓ ଏହା 450 ବର୍ଷ ପର୍ୟ୍ଯନ୍ତ ସମାନେେ ଅଧିକାର କଲେ।

Cross references

ବିଚାରକର୍ତାମାନଙ୍କ ବିବରଣ 2:16

ଏହାପରେ ସଦାପ୍ରଭୁ ବିଗ୍ଭରକର୍ତ୍ତାଗଣଙ୍କକ୍ସ୍ଟ ସମାନଙ୍କେ ଉପରେ ନିୟକ୍ସ୍ଟକ୍ତି କଲେ। ଏବଂ ସହେି ବିଗ୍ଭରକର୍ତ୍ତାଗଣ, ସମାନଙ୍କେର ଧନସଐତ୍ତି ଯେଉଁମାନେ ନଇେଥିଲେ, ସହେି ଶତୃମାନଙ୍କ ହାତରକ୍ସ୍ଟ ସମାନଙ୍କେୁ ଉଧାର କଲେ।

ବିଚାରକର୍ତାମାନଙ୍କ ବିବରଣ 3:10

ସଦାପ୍ରଭୁଙ୍କର ଆତ୍ମା ତାଙ୍କଠା ରେ ପ୍ରବେଶ କଲାରକ୍ସ୍ଟ, ସେ ଇଶ୍ରାୟେଲର ଲୋକମାନଙ୍କର ବିଗ୍ଭର କଲେ, ଓ ୟକ୍ସ୍ଟଦ୍ଧ କରିବାକୁ ଆଗଇେ ଆସିଲେ। ଏବଂ ସଦାପ୍ରଭୁ କୂଶନ ରିଶିଯାଥଯିମକକ୍ସ୍ଟ ଅରାମୀଯର ରାଜାଙ୍କକ୍ସ୍ଟ ହରାଇବା ରେ ଅତ୍ନୀଯଲଙ୍କେ ସାହାୟ୍ଯ କରିଥିଲେ ଓ ସେ ତାଙ୍କୁ ଆଯତ କଲେ।

ରୂତର ବିବରଣ 1:1

ସହେି ସମୟରେ ଯେତବେେଳେ ବିଗ୍ଭରକଗଣ ଶାସନ କରୁଥିଲେ, ସହେି ଦେଶ ରେ ଦକ୍ସ୍ଟର୍ଭିକ୍ଷ ପଡିଥିଲା। ତେଣୁ ଏଲିମଲକେ ନାମକ ଜଣେ ଲୋକ ୟିହକ୍ସ୍ଟଦାସ୍ଥିତ ନିଜର ଗୃହ ବୈଥ୍ଲହେମ୍କକ୍ସ୍ଟ ପରିତ୍ଯାଗ କଲା ଏବଂ ସେ ତା'ର ସ୍ତ୍ରୀ ଓ ଦକ୍ସ୍ଟଇ ପକ୍ସ୍ଟତ୍ର ସହିତ ମାୟୋବ ଦେଶ ରେ ବାସ କରିବାକୁ ଗଲା।

ପ୍ରଥମ ଶାମୁୟେଲ 3:20

ତା'ପରେ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କ ପ୍ରକୃତ ଭବିଷ୍ଯଦ୍ବକ୍ତା ବୋଲି ଦାନଠାରକ୍ସ୍ଟ ବରେଶବୋ ପର୍ୟ୍ଯନ୍ତ ସମସ୍ତ ଇଶ୍ରାୟେଲୀୟ ଜ୍ଞାତ ହେଲେ।

ପ୍ରଥମ ଶାମୁୟେଲ 12:11

ସଦାପ୍ରଭୁ ତୁମ୍ଭମାନଙ୍କୁ ୟିରକ୍ସ୍ଟଦ୍ଦାଲକକ୍ସ୍ଟ, ବଦାନ୍କକ୍ସ୍ଟ, ୟିଲ୍ଗହକକ୍ସ୍ଟ ଓ ଶାମୁୟେଲଙ୍କୁ ପଠାଇ ଚତକ୍ସ୍ଟର୍ଦ୍ଦିଗ ରେ ଥିବା ତକ୍ସ୍ଟମ୍ଭ ଶତୃମାନଙ୍କ କବଳରକ୍ସ୍ଟ ତୁମ୍ଭମାନଙ୍କୁ ରକ୍ଷା କଲେ। ତହିଁରେ ତୁମ୍ଭମାନେେ ନିର୍ଭୟ ରେ ବାସ କଲ।

ଦିତୀୟ ଶାମୁୟେଲ 7:11

ପରମେଶ୍ବର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତୃମାନଙ୍କଠାରକ୍ସ୍ଟ ଆଶ୍ବସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରକ୍ସ୍ଟ ଓ ପରିବାରରକ୍ସ୍ଟ ରାଜାଗଣ କରିବେ

ଦିତୀୟ ରାଜାବଳୀ 23:22

ପୂର୍ବଦିନଗୁଡିକରେ ଇଶ୍ରାୟେଲ ଓ ଯିହୁଦାର ରାଜାମାନଙ୍କର ଶାସନର ପୂର୍ବବର୍ତ୍ତୀ କାଳ ରେ ବିଗ୍ଭରକମାନେ ଇଶ୍ରାୟେଲ ରେ ଶାସନ କଲେ। ଏପରି ନିସ୍ତାର ପର୍ବ ପାଳନ କବେେ ହାଇେ ନଥିଲା।

ପ୍ରଥମ ବଂଶାବଳୀ 17:6

ଆମ୍ଭେ ଇଶ୍ରାୟେଲୀୟମାନଙ୍କ ସହିତ ଗଲା ସମୟରେ କବେେ ହେଲେ ଜଣେ ସୁଦ୍ଧା ନେତାଙ୍କୁ କହି ନାହୁଁ : ତୁମ୍ଭେ ଆମ୍ଭ ନିମନ୍ତେ କାହିଁକି ଦବଦୋରୁ କାଠ ରେ ଗୃହ ନିର୍ମାଣ କରି ନାହଁ ?

ରେରିତମାନଙ୍କ କାର୍ଯ୍ୟର ବିବରଣ 3:24

ହଁ, ଶାମୁଯଲେ ଓ ତାହାଙ୍କ ପରେ ଆସିଥିବା ସମସ୍ତ ଭାବବାଦୀମାନେ ଏହି ସମୟ ବିଷୟ ରେ ଘୋଷଣା କରିଛନ୍ତି।

Interlinear

Choose Theme