Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 13:33 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 13:33 · ଓଡ଼ିଆ ବାଇବେଲ

ପରମେଶ୍ବର ସହେି ପ୍ରତିଜ୍ଞାକୁ ଆମ୍ଭପରି ତାହାଙ୍କର ସନ୍ତାନମାନଙ୍କ ନିମନ୍ତେ ପୁର୍ଣ୍ଣ କରିଛନ୍ତି। ଏହିପରି ଏହା ଗୀତସଂହିତା ରେ ଲଖାେଅଛି:

Cross references

ଗୀତସଂହିତା 2:7

ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସହେି ନିଯମ ଘୋଷଣା କରୁଛି। ସଦାପ୍ରଭୁ ମାେତେ କହିଲେ, ଆଜିଠାରୁ ମୁଁ ତୁମ୍ଭର ପିତା ହେଲ ଓ ତୁମ୍ଭେ ମାରେ ପୁତ୍ର ହେଲ।

ଏବ୍ରୀ 1:5

ଆହୁରି ମଧ୍ଯ ସେ କୌଣସି ସ୍ବର୍ଗଦୂତଙ୍କୁ କହି ନ ଥିଲେ ଯେ :

ଏବ୍ରୀ 5:5

ଖ୍ରୀଷ୍ଟ ମଧ୍ଯ ସହେି ଡ଼କା ହାଇେଥିଲେ। ସେ ପରମେଶ୍ବରଙ୍କ ଦ୍ବାରା ସେ ମନୋନୀତ ହାଇେଥିଲେ। ପରମେଶ୍ବର ତାହାଙ୍କୁ କହିଲେ :

Interlinear

Choose Theme