Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 13:36 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 13:36 · ଓଡ଼ିଆ ବାଇବେଲ

ଦାଉଦ ତାହାଙ୍କ ୟୁଗ ରେ ପରମେଶ୍ବରଙ୍କର ଇଚ୍ଛା ଅନୁସାରେ ସବୋକାର୍ୟ୍ଯ କରି ସାରିଲାପରେ ଦହେତ୍ଯାଗ କରିଥିଲେ। ଦାଉଦଙ୍କୁ ତାହାଙ୍କ ପୂର୍ବପୁରୁଷମାନଙ୍କ ସହିତ ସମାଧି ଦିଆଗଲା ଓ ସେ କ୍ଷୟ ପ୍ରାପ୍ତ ହେଲେ।

Cross references

ଆଦି ପୁସ୍ତକ 3:19

ତୁମ୍ଭେ ମରିବା ପର୍ୟ୍ଯନ୍ତ ମୂଖର ଝାଳ ରେ ଆହାର କରିବ, ତୁମ୍ଭେ ଖାଦ୍ୟ ପାଇବା ପାଇଁ କଠିନ ପରିଶ୍ରମ କରିବ। ତୁମ୍ଭେ ଧୂଳିରୁ ନିଆୟାଇଛ, ଏଣୁ ଧୂଳି ରେ ଫରେିୟିବ।

ଦିତୀୟ ଶାମୁୟେଲ 7:12

ଯେତବେେଳେ ତୁମ୍ଭେ ମୃତକ୍ସ୍ଟ୍ଯବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧିଅରେ କବର ଦିଆୟିବ। ତା'ପରେ ମୁ ତୁମ୍ଭର ଔରଷରକ୍ସ୍ଟ ରାଜା କରିବି ଏବଂ ତାଙ୍କର ରାଜ୍ଯ ସ୍ଥାପନ କରିବି।

ପ୍ରଥମ ରାଜାବଳୀ 2:10

ତା'ପରେ ଦାଉଦଙ୍କର ମୃତ୍ଯୁ ହେଲା ଓ ସେ ଦାଉଦ ନଗର ରେ କବରପ୍ରାପ୍ତ ହେଲେ।

ପ୍ରଥମ ବଂଶାବଳୀ 11:2

ଯେତବେେଳେ ଶାଉଲ ରାଜା ଥିଲେ, ତୁମ୍ଭେ ଆମ୍ଭମାନଙ୍କର ନତେୃତ୍ବ ନଇେ ଇଶ୍ରାୟେଲକୁ ଆଣିଲ। ସଦାପ୍ରଭୁ ତୁମ୍ଭକୁ କହିଲେ, 'ଦାଉଦ, ତୁମ୍ଭେ ଆମ୍ଭର ଲୋକମାନଙ୍କର ମୁଖ୍ଯ ହବେ।

ପ୍ରଥମ ବଂଶାବଳୀ 13:2

ଏହାପରେ ଦାଉଦ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ଏକତ୍ର କରି ଆପଣା ନିକଟକୁ ଡାକିଲେ। ସେ ସମାନଙ୍କେୁ କହିଲେ, ଯଦି ତୁମ୍ଭମାନେେ ଭାବୁଛ ଯେ ଏହା ଏକ ଉତ୍ତମ ବିଷଯ ଓ ସଦାପ୍ରଭୁ ଯଦି ତାହା ହିଁ ଇଚ୍ଛା କରନ୍ତି, ତବେେ ଆସ, ଇଶ୍ରାୟେଲର ସମସ୍ତ ଅଞ୍ଚଳ ରେ ଥିବା ଆମ୍ଭମାନଙ୍କର ଭ୍ରାତାମାନଙ୍କ ନିକଟକୁ ଗୋଟିଏ ବାର୍ତ୍ତା ପ୍ ରରଣେ କରିବା। ଆମ୍ଭମାନଙ୍କ ଭ୍ରାତାମାନଙ୍କ ସହିତ ସମାନଙ୍କେ ସହର ରେ ଓ ସହର ନିକଟସ୍ଥ କ୍ଷେତ୍ରମାନଙ୍କ ରେ ବାସ କରୁଥିବା ଯାଜକ ଓ ଲବେୀୟମାନଙ୍କ ନିକଟକୁ ମଧ୍ଯ ବାର୍ତ୍ତା ପଠାଇବା। ଏହି ବାର୍ତ୍ତା ସମାନଙ୍କେୁ ଜଣାଉ ଯେ, ସମାନେେ ଆସି ଆମ୍ଭମାନଙ୍କ ସହିତ ୟୋଗ ଦିଅନ୍ତୁ।

ପ୍ରଥମ ବଂଶାବଳୀ 15:12

ଦାଉଦ ସମାନଙ୍କେୁ କହିଲେ, ତୁମ୍ଭମାନେେ ଲବେୀ ଗୋଷ୍ଠୀର ନେତା ଅଟ। ତୁମ୍ଭେ ଓ ଅନ୍ୟ ଲବେୀୟମାନେ ନିଜକୁ ପବିତ୍ର କରିବା ନିତାନ୍ତ ଆବଶ୍ଯକ। ଏହାପରେ ମୁଁ ନିଯମସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ତୁମ୍ଭମାନେେ ତାହାକୁ ସହେି ସ୍ଥାନକୁ ଆଣିବ।

ପ୍ରଥମ ବଂଶାବଳୀ 15:25

ଦାଉଦ, ଇଶ୍ରାୟେଲର ପ୍ରାଚୀନବର୍ଗ ଓ ସନୋଧ୍ଯକ୍ଷମାନେ ନିଯମସିନ୍ଦୁକ ଆଣିବା ନିମନ୍ତେ ଗଲେ। ସମାନେେ ତାହାକୁ ଓବେଦ୍-ଇଦୋମ୍ଙ୍କ ଗୃହରୁ ନଇେଆସିଲେ। ସମସ୍ତେ ବହୁତ ଆନନ୍ଦିତ ଥିଲେ।

ପ୍ରଥମ ବଂଶାବଳୀ 17:11

ତୁମ୍ଭେ ଯେତବେେଳେ ମୃତ୍ଯୁଭୋଗ କରିବ ଓ ତୁମ୍ଭର ପୂର୍ବପୁରୁଷମାନଙ୍କ ପାଖକୁ ୟିବ, ସେତବେେଳେ ଆମ୍ଭେ ତୁମ୍ଭର ପୁତ୍ରକୁ ନୂତନ ରାଜା କରିବା। ତୁମ୍ଭର ପୁତ୍ରଗଣଙ୍କ ମଧ୍ଯରୁ ଜଣେ ନୂତନ ରାଜା ହବେ, ଏବଂ ଆମ୍ଭେ ତା'ର ରାଜ୍ଯକୁ ଶକ୍ତିଶାଳୀ କରିବା।

ପ୍ରଥମ ବଂଶାବଳୀ 18:14

ଦାଉଦ ସମଗ୍ର ଇଶ୍ରାୟେଲର ଉପରେ ରାଜା ଥିଲେ। ଏବଂ ସେ ସମସ୍ତଙ୍କ ପାଇଁ ନ୍ଯାଯବାନ ଥିଲେ।

ପ୍ରଥମ ବଂଶାବଳୀ 22:1

ଦାଉଦ କହିଲେ, ସଦାପ୍ରଭୁ ପରମେଶ୍ବରଙ୍କ ମନ୍ଦିର ଓ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ହାମବେଳି ଉତ୍ସର୍ଗ କରିବାର ବଦେୀ ଏହି ସ୍ଥାନ ରେ ହିଁ ନିର୍ମିତ ହବେ।

ଦିତୀୟ ବଂଶାବଳୀ 9:31

ଏହାପରେ, ଶଲୋମନ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ ବିଶ୍ରାମ ନେଲେ। ଲୋକମାନେ ତାହାଙ୍କୁ ତାଙ୍କର ପିତା ଦାଉଦଙ୍କ ନଗର ରେ କବର ଦେଲେ। ଶଲୋମନଙ୍କ ସ୍ଥାନ ରେ ଶଲୋମନଙ୍କ ପୁତ୍ର ରିହବିଯାମ୍ ନୂତନ ରାଜା ହେଲ।

ଦିତୀୟ ବଂଶାବଳୀ 12:16

ରିହବିଯାମ୍ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ ବିଶ୍ରାମ ନେଲେ। ରିହବିଯାମ୍ଙ୍କୁ ଦାଉଦଙ୍କ ନଗର ରେ କବର ଦିଆଗଲା। ଏହାପରେ ରିହବିଯାମ୍ଙ୍କ ପୁତ୍ର ଅବିଯ ନୂତନ ରାଜା ହେଲେ।

ଦିତୀୟ ବଂଶାବଳୀ 21:1

ଏହାପରେ ଯିହାଶାଫେଟ୍ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ସେ ଦାଉଦଙ୍କ ନଗର ରେ କବର ପାଇଲେ। ଯିହାଶାଫେଟ୍ଙ୍କ ସ୍ଥାନ ରେ ଯିହାରୋମ୍ ନୂତନ ରାଜା ହେଲେ।

ଦିତୀୟ ବଂଶାବଳୀ 26:23

ଉଷିୟ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ନିକଟରେ କବର ପାଇଲେ। ଉଷିୟ ରାଜାମାନଙ୍କ କବରସ୍ଥାନ ନିକଟସ୍ଥ କ୍ଷତେ ରେ କବର ପାଇଲେ। କାହିଁକି ? କାରଣ ଲୋକମାନେ କହିଲେ, ଉଷିୟଙ୍କଠା ରେ କୁଷ୍ଠରୋଗ ଥିଲା। ଆଉ ୟୋଥମ୍ ଉଷିୟଙ୍କ ସ୍ଥାନ ରେ ନୂତନ ରାଜା ହେଲେ। ୟୋଥମ୍ ଉଷିୟଙ୍କ ପୁତ୍ର ଥିଲେ।

ଆୟୁବ ପୁସ୍ତକ 17:14

ମୁଁ ସହେି କବର ସ୍ଥାନକୁ ' ମାରେ ପିତା ବୋଲି ସମ୍ ବୋଧନ କରିବି।' ସହେି ଜିଆପୋକ 'ମାେ ମା' ଓ 'ମାେ ଭଉଣୀ' ଭାବିବି।

ଆୟୁବ ପୁସ୍ତକ 19:26

ମାରେ ଚମଡ଼ା ଧ୍ବଂସ ହେଲା ପରି, ବିନା ମାଂସ ରେ ମୁଁ ପରମେଶ୍ବରଙ୍କୁ ଦେଖିବି।

ଆୟୁବ ପୁସ୍ତକ 21:26

ଶଷେ ରେ ସହେି ଦୁଇ ଜଣ କବର ରେ ବିଶ୍ରାମ ନିଅନ୍ତି। କୀଟ ସହେି ଦୁଇ ଜଣଙ୍କୁ ଖାଇୟାଏ।

ଗୀତସଂହିତା 49:9

କୌଣସି ବ୍ଯକ୍ତିର ନିକଟରେ ଏବେ ଧନ ନାହିଁ ୟେ ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା'ର ଶରୀରକୁ ରକ୍ଷା କରିପାରିବ, ୟାହାକି କବର ମଧ୍ୟରେ ନଷ୍ଟ ହାଇେଥିବ।

ଗୀତସଂହିତା 49:14

ସହେି ଲୋକମାନେ ମଷେମାନଙ୍କ ପରି ଅଟନ୍ତି। ସମାନେେ ଶଷେରେ ସହେି କବରରେ ପତିତ ହବେେ ଓ ମୃତ୍ଯୁ ସମାନଙ୍କେ ମଷେପାଳକ ହବେ। ତା'ପରେ ସହେି ସକାଳେ ଉତ୍ତମ ବ୍ଯକ୍ତିଗଣ ବିଜଯୀ ହବେେ। ସହେି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହବୋକୁ ଲାଗିବ, ସମାନଙ୍କେର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହବେ।

ଗୀତସଂହିତା 78:71

ସେ ଦାଉଦଙ୍କୁ ମଷେ ଓ ମଷେଶାବକ ଜଗିବା କାମରୁ ଆଣି, ତାଙ୍କୁ ଆପଣାର ଲୋକମାନଙ୍କୁ ଜଗିବାର ଦାଯିତ୍ବ ଦେଲେ। କାରଣ ଇଶ୍ରାୟେଲୀୟ ଓ ୟାକୁବର ଲୋକମାନେ, ପରମେଶ୍ବରଙ୍କର ସମ୍ପତ୍ତି ଥିଲେ।

ମାଥିଉଲିଖିତ ସୁସମାଚାର 25:16

ଯେଉଁ ଚ଼ାକରଟି ପାଞ୍ଚ ତୋଡ଼ା ରୂପା ଟଙ୍କା ନଇେଥିଲା, ସେ ତୁରନ୍ତ ସେ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଦଲୋ। ସେ ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ଲାଭକଲା।

ଯୋହନଲିଖିତ ସୁସମାଚାର 11:39

ଯୀଶୁ କହିଲେ, ଏ ପଥରକୁ ଘୁଞ୍ଚାଇ ଦିଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:29

ହେ ମାରେ ଭାଇମାନେ, ମୁଁ ବିଶ୍ବାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟ ରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ଯୁବରଣ କରି କବରସ୍ଥ ହାଇେଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ଯାବଧି ଆମ୍ଭ ନିକଟରେ ଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:60

ତା'ପରେ ସେ ଆଣ୍ଠୁମାଡ଼ି ପଡ଼ି ଜାରେ ରେ କହିଲେ, ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କରନାହିଁ। ଏହା କହି ସେ ମୃତ୍ଯୁବରଣ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:22

ଶାଉଳଙ୍କୁ ବାହାର କରି ଦଲୋପରେ ପରମେଶ୍ବର ଦାଉଦଙ୍କୁ ସମାନଙ୍କେ ରାଜା ଭାବରେ ମନୋନୀତ କଲେ। ପରମେଶ୍ବର ଦାଉଦଙ୍କ ବିଷୟ ରେ ସାକ୍ଷ୍ଯ ଦଇେ କହିଲେ, 'ମୁଁ ମାରେ ମତ ଅନୁସାରେ ୟିଶିର ପୁତ୍ର ଦାଉଦଙ୍କୁ ପାଇଅଛି। ସେ ମାେ ଇଚ୍ଛା ଅନୁସାରେ ସବୁ ବିଷୟ କରିବେ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 20:27

କାରଣ ମୁଁ ତୁମ୍ଭମାନଙ୍କୁ ଆଗ ରେ ପରମେଶ୍ବରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚ ରେ ଜଣାଇ ସାରିଛି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:6

ତା'ପରେ ସେ ଏକା ଥରକେ 500ରୁ ଅଧିକ ଭାଇମାନଙ୍କୁ ଦଖାଦେଇେଥିଲେ। ତାହାଙ୍କ ମଧ୍ଯରୁ ଅଧିକାଂଶ ଲୋକ ଆଜି ମଧ୍ଯ ଜୀବିତ। କିନ୍ତୁ କେତକେ ମରି ଯାଇଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:18

ପୁଣି ଖ୍ରୀଷ୍ଟଙ୍କଠା ରେ ଥାଉ ଯେଉଁମାନେ ମରିଛନ୍ତି, ସମାନେେ ମଧ୍ଯ ବିନଷ୍ଟ ହାଇେ ଯାଇ ଅଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:42

ମୃତମାନଙ୍କର ଉତ୍ଥାନ ବିଷୟ ରେ ମଧ୍ଯ ଏହି କଥାଟି ପ୍ରୟୁୟ୍ଯ। ଯେଉଁ ଶରୀରଟି ପୋତି ଦିଆ ହେଲା, ତାହା ନଷ୍ଟ ହାଇଯେିବ। କିନ୍ତୁ ସହେି ଶରୀରଟି ଯେଉଁ ନୂତନ ଦହେ ଧାରଣ କରିବ, ତାହା ନଷ୍ଟ ହବେ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:53

ଏହି ବିନାଶ ଦହେ ଅନନ୍ତ ରୂପ ବସ୍ତ୍ର ଧାରଣ କରିବାକୁ ହବେ ଓ ଏହି ମର୍ତ୍ତ୍ଯ ଦହେ ଅମରରୂପ ବସ୍ତ୍ର ଧାରଣ କରିବାକୁ ହବେ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:13

ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟ ରେ ତୁମ୍ଭମାନେେ ଅଜ୍ଞାତ ରୁହ ବୋଲି ଆମ୍ଭେ ଚାହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭମାନେେ ଦୁଃଖି ହୁଅ ବୋଲି ଆମ୍ଭେ ଚାହୁଁ ନାହୁଁ।

Interlinear

Choose Theme