ବର୍ଣ୍ଣବ୍ବା ଓ ଶାଉଲ ପବିତ୍ର ଆତ୍ମାଙ୍କ ଦ୍ବାରା ପ୍ ରରେିତ ହାଇେ ସେଲୂକିଆ ନଗରକୁ ଗଲେ। ସଠାରୁେ ସମାନେେ କୁପ୍ର ଉପଦ୍ବୀପକୁ ଯାତ୍ରା କଲେ।
Cross references
ଯୋଷଫେ ନାମ ରେ ଜଣେ ବିଶ୍ବାସୀ ଥିଲେ। ପ୍ ରରେିତମାନେ ତାହାଙ୍କୁ ବର୍ଣ୍ଣବ୍ବା ନାମ ରେ ଡ଼ାକୁ ଥିଲେ। ଏହି ନାମର ଅର୍ଥ, ସାହାୟ୍ଯକାରୀ ସେ କୁପ୍ରୀୟ ଜାତିର ଜଣେ ଲବେୀୟ ଥିଲେ।
ସ୍ତିଫାନ ମୃତ ହବୋପରେ ଯେଉଁ ତାଡ଼ନା ଘଟିଲା, ସେଥିପାଇଁ ବିଶ୍ବାସୀମାନେ ଚ଼ାରିଆଡ଼େ ଛିନ୍ନଭିନ୍ନ ହାଇଗେଲେ। ସମାନଙ୍କେ ମଧ୍ଯରୁ କେତଜେଣ ଫୈନୀକିଆ, କୁପ୍ର ଓ ଆନ୍ତିୟଖିଆକୁ ଗଲେ। ସଠାେରେ ସମାନେେ ୟିହୁଦୀମାନଙ୍କ ବ୍ଯତୀତ ଅନ୍ୟ କାହାରି ନିକଟରେ ସୁସମାଚ଼ାର ପ୍ରଚ଼ାର କଲେ ନାହିଁ।
ସମାନେେ ପ୍ରଭୁଙ୍କର ସବୋ ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା ସମାନଙ୍କେୁ କହିଲେ, ତୁମ୍ଭମାନେେ ମାେ ପାଇଁ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ସ୍ବତନ୍ତ୍ର ଭାବେ ପୃଥକ କର, କାରଣ ମୁଁ ସମାନଙ୍କେୁ ଗୋଟିଏ ବିଶଷେ କାର୍ୟ୍ଯ କରିବା ପାଇଁ ଆହ୍ବାନ କରିଅଛି।
ମାେତେ ପବିତ୍ର ଆତ୍ମା ଜଣାଉଅଛନ୍ତି ଯେ ପ୍ରତି ନଗର ରେ ମୁଁ କାରାବରଣ ଓ ଅସୁବିଧା ଭୋଗ କରିବି।
ତା'ପରେ ଆମ୍ଭେ ସୀଦୋନ ନଗର ଛାଡ଼ିଲୁ। ସେ ସମୟରେ ପ୍ରତିକୂଳ ପବନ ବହୁଥିଲା। ତେଣୁ ଆମ୍ଭେ ସାଇପ୍ରସ୍ ଉପଦ୍ବୀପ ନିକଟ ଦଇେ ଜଳଯାତ୍ରା କଲୁ।