ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀ ଲୋକଙ୍କୁ ଓ ନଗରର ମୁଖ୍ଯ ବ୍ଯକ୍ତିମାନଙ୍କୁ ଉତ୍ତଜେିତ କରାଇଲେ। ସମାନେେ ପାଉଲ ଓ ବର୍ଣ୍ଣବ୍ବା ବିରୁଦ୍ଧ ରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସମାନେେ ସମାନଙ୍କେୁ ତାଡ଼ନା କରିବା ଆରମ୍ଭ କଲେ ଓ ସମାନଙ୍କେୁ ସହେି ଅଞ୍ଚଳରୁ ବାହାର କରି ଦେଲେ।
Cross references
ଆହାବ୍ ନିଜର ପତ୍ନୀ ଈଷବଲେ ଦ୍ବାରା ପ୍ରବର୍ତ୍ତିତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଯେତେ ମନ୍ଦକର୍ମ କଲେ, ସପରେି ଆଉ କହେି କରି ନଥିଲେ।
ତୁମ୍ଭେ ଯେଉଁଦିନ ସଦାପ୍ରଭୁଙ୍କ ବାକ୍ଯ ରେ କମ୍ପିତ ହେଉଅଛ, ତାଙ୍କର ବାକ୍ଯ ଶୁଣ। ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ଆମ୍ଭର ନାମ ସକାେଶ ତୁମ୍ଭମାନଙ୍କୁ ଦୂର କରନ୍ତି ; ସମାନେେ କହି ଅଛନ୍ତି, 'ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖିପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ବିତ ହୁଅନ୍ତୁ,' ମାତ୍ର ସମାନେେ ଲଜ୍ଜିତ ହବେେ।
ଅମତସିଯ ମଧ୍ଯ ଆମାଷେକୁ କହିଥିଲେ, ହେ ଦର୍ଶକ ଯିହୁଦାକୁ ୟାଅ ଓ ସଠାେ ରେ ରୋଟୀ ଉପାର୍ଜନ କର ଏବଂ ତୁମ୍ଭର ଉପଦେଶ ପ୍ରଗ୍ଭର କର।
ଗୋଟିଏ ନଗର ରେ ସମାନେେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ଯ କହୁଛି ଇଶ୍ରାୟେଲ ସମସ୍ତ ନଗରୀ ରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ଯ ପୁତ୍ର ପୁନର୍ବାର ଆସିବେ।
ତା'ପରେ ସେ ଲୋକମାନେ ଯୀଶୁଙ୍କୁ ସେ ଅଞ୍ଚଳ ଛାଡି ଚାଲିୟିବାକୁ ଅନୁରୋଧ କଲେ।
ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ୟିରୂଶାଲମ ରେ ରହୁଥିଲେ।
ଏହା କରିବା ଦ୍ବାରା ସମାନେେ ପୁରୁଖା ଯିହୂଦୀ ନେତାଙ୍କୁ ଆଇନର ଶିକ୍ଷକମାନଙ୍କୁ ଓ ଲୋକମାନଙ୍କୁ ଉତ୍ତଜେିତ କଲେ ଓ ସ୍ତିଫାନଙ୍କୁ ଧରିନଇେ ମହାସଭାକୁ ନଇେ ଆସିଲେ।
ସ୍ତିଫାନଙ୍କ ମୃତ୍ଯୁ ଯେ ଯଥାର୍ଥ, ଏହା ଶାଉଲ ସମର୍ଥନ କରିଥିଲେ।
ସଭା ସମାପ୍ତ ହବୋପରେ ଅନକେ ଯିହୂଦୀୟ ଲୋକ ଓ ଯିହୂଦୀ ଧର୍ମ ଗ୍ରହଣ କରିଥିବା ଅନ୍ୟଜାତୀୟମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କୁ ଅନୁସରଣ କଲେ। ସମାନେେ ସମାନଙ୍କେ ସହିତ କଥାବାର୍ତ୍ତା ହାଇେ ସମାନଙ୍କେୁ ପରମେଶ୍ବରଙ୍କ ଅନୁଗ୍ରହ ରେ ସ୍ଥିର ହାଇେ ରହିବାପାଇଁ କହିଲେ।
ଯିହୂଦୀୟମାନେ ଲୋକମାନଙ୍କର ଭିଡ଼ ଦେଖି ଈର୍ଷା କଲେ। ସମାନେେ ପାଉଲଙ୍କ କଥାକୁ ବିରୋଧ କରି ଅପମାନଜନକ ଶବ୍ଦ ସବୁ ପ୍ରଯୋଗ କଲେ।
ମାତ୍ର ଯେଉଁ ଯିହୂଦୀମାନେ ଅବିଶ୍ବାସ କରୁଥିଲେ, ସମାନେେ ଅନ୍ୟ ଜାତୀୟ ଲୋକମାନଙ୍କ ମନ ରେ ଭାଇମାନଙ୍କ ବିରୁଦ୍ଧ ରେ ଖରାପ ଧାରଣା ଜନ୍ମାଇଲେ।
କିନ୍ତୁ ତା'ପରେ କେତକେ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସମାନେେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲଣେି ଭାବି ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।
କିନ୍ତୁ ପାଉଲ ସୈନିକମାନଙ୍କୁ କହିଲେ, ସମାନେେ ଆମ୍ଭକୁ ବିନା ବିଚ଼ାର ରେ ଜନସାଧାରଣଙ୍କ ସାମନା ରେ ମାରିଛନ୍ତି। ଆମ୍ଭେ ରୋମୀୟ ନାଗରିକ। କିନ୍ତୁ ଆମ୍ଭକୁ କାରାଗାର ରେ ବନ୍ଦୀ କରି ରଖାଯାଇଛି। ବର୍ତ୍ତମାନ ସମାନେେ ଆମ୍ଭକୁ ଗୋପନ ରେ ଛାଡ଼ି ଦବୋପାଇଁ କହୁଛନ୍ତି? ଏହା ଆଦୌ ହାଇପୋରିବ ନାହିଁ। ତେଣୁ ସମାନେେ ନିଜେ ଆସି ବିଚ଼ାରକର୍ତ୍ତାମାନଙ୍କୁ କହିଲେ।
ଥସେଲନୀକୀୟ ଯିହୂଦୀୟମାନେ ବରଯୋ ନଗର ରେ ପାଉଲ ପରମେଶ୍ବରଙ୍କର ବାକ୍ଯ ପ୍ରଚ଼ାର କରୁଛନ୍ତି ବୋଲି ଜାଣିପାରିଲେ। ତେଣୁ ସମାନେେ ସଠାେକୁ ଆସି ଆନ୍ ଦୋଳନ କରି ଲୋକ ସମୂହକୁ ମତଇେଲେ।
ସାତଦିନ ପୁରି ୟିବା ଦିନ ଏସିଆର କେତକେ ଯିହୂଦୀମାନେ ତାହାଙ୍କୁ ମନ୍ଦିର ରେ ଦେଖିଲେ। ସମାନେେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧ ରେ ଉତ୍ତଜେିତ କଲେ ଓ ତାହାଙ୍କୁ ଧରି ପକଇେଲେ।
ମୁଁ ବିଶ୍ବାସ ପୂର୍ବକ ସମାନଙ୍କେ ବିଷୟ ରେ କହିପା ରେ, ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଅନୁକରଣ କରିବା ପାଇଁ ଚାହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।
ଭାଇ ଓ ଭଉଣୀମାନେ! ଭାବି ଦେଖ, ଯେତବେେଳେ ପରମେଶ୍ବର ତୁମ୍ଭମାନଙ୍କୁ ଆହ୍ବାନ କଲେ, ସେତବେେଳେ ତୁମ୍ଭମାନଙ୍କ ମଧ୍ଯରୁ ଅଳ୍ପ କେତକେ ଜାଗତିକ ଭାବରେ ଜ୍ଞାନୀ ଥିଲା, ତୁମ୍ଭମାନଙ୍କ ମଧ୍ଯରୁ ଖୁବ୍ କମ୍ ଲୋକ ପ୍ରଭାବଶାଳୀ ଥିଲା ଏବଂ ତୁମ୍ଭମାନଙ୍କ ଭିତରୁ ଖୁବ୍କମ୍ ଲୋକ ସମ୍ଭ୍ରାନ୍ତ ପରିବାରରୁ ଆସିଥିଲ।
ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରି ଦେଲେ। ସମାନେେ ଭବିଷ୍ଯଦ୍ ବକ୍ତାମାନଙ୍କୁ ମଧ୍ଯ ମାରି ଦେଲେ। ସହେି ଯିହୂଦୀମାନେ ଆମ୍ଭକୁ ସହେି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ଯ କଲେ। ପରମେଶ୍ବର ସମାନଙ୍କେଠା ରେ ସନ୍ତୁଷ୍ଟ ନୁହଁନ୍ତି। ସମାନେେ ସମଗ୍ର ମାନବ ଜାତିର ବିରୋଧୀ।
ତୁମ୍ଭମାନେେ ମାେ ପ୍ରତି ନିର୍ୟ୍ଯାତନାଗୁଡ଼ିକ ଓ ମାରଦେୁଃଖଗୁଡ଼ିକ ବିଷୟ ରେ ଜାଣିଛ। ଆନ୍ତିୟଖିଆ, ଇକନିୟ ଓ ଲୁସ୍ତ୍ରା ରେ ମାେ ପ୍ରତି ଯାହା ସବୁ ଘଟିଲା, ତୁମ୍ଭେ ତାହା ଜାଣିଛ। ସହେି ସ୍ଥାନଗୁଡ଼ିକରେ ମୁଁ କିପରି ନିର୍ୟ୍ଯାତନା ଭୋଗ କଲି, ତାହା ତୁମ୍ଭେ ଜାଣିଛ। କିନ୍ତୁ ସହେିସବୁ କଷ୍ଟରୁ ପରମେଶ୍ବର ମାେତେ ରକ୍ଷା କଲେ।
ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।