Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 14:13 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 14:13 · ଓଡ଼ିଆ ବାଇବେଲ

ସହେି ନଗର ସାମନା ରେ ସ୍ଥାପିତ ବୃହସ୍ପତି ମନ୍ଦିରର ଯାଜକ କତେୋଟି ବଳଦ ଓ ଫୁଲମାଳ ଆଣି ପହନ୍ଚିଲେ। ଯାଜକ ଓ ଲୋକମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କୁ ଏହା ଉତ୍ସର୍ଗ କରିବା ପାଇଁ ଇଚ୍ଛା କରୁଥିଲେ।

Cross references

ଦାନିଏଲ 2:46

ସେତବେେଳେ ରାଜା ନବୂଖଦ୍ନିତ୍ସର ମୁହଁ ମାଡି ପଡି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନଙ୍କୁ ଦାନିୟେଲ ଉଦ୍ଦେଶ୍ଯ ରେ ନବୈେଦ୍ଯ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବାକୁ ଆଦେଶ କଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:25

ପିତର ଘ ରେ ପ୍ରବେଶ କରିବା ବେଳେ କର୍ଣ୍ଣୀଲିୟ ତାହାଙ୍କୁ ସାକ୍ଷାତ କରି ତାହାଙ୍କ ପାଦତଳେ ପଡ଼ି ପ୍ରଣାମ କଲେ।

Interlinear

Choose Theme