Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 14:28 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 14:28 · ଓଡ଼ିଆ ବାଇବେଲ

ସମାନେେ ସଠାେରେ ଖ୍ରୀଷ୍ଟଙ୍କ ଶିଷ୍ଯମାନଙ୍କ ସହିତ ଅନକେ ଦିନ ପର୍ୟ୍ଯନ୍ତ ରହିଲେ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 11:26

ଯେତବେେଳେ ସେ ତାହାଙ୍କୁ ପାଇଲେ, ସେ ତାହାଙ୍କୁ ଆନ୍ତିୟଖିଆକୁ ନଇେ ଆସିଲେ। ଶାଉଲ ଓ ବର୍ଣ୍ଣବ୍ବା ସଠାେରେ ବର୍ଷେ ପର୍ୟ୍ଯନ୍ତ ରହିଲେ ଓ ଯେତେଥର ବିଶ୍ବାସୀମାନଙ୍କ ଦଳ ସମାନଙ୍କେ ନିକଟକୁ ଆସିଲେ, ସମାନେେ ସମାନଙ୍କେୁ ସାକ୍ଷାତ କଲେ ଓ ବହୁତ ଲୋକଙ୍କୁ ଉପଦେଶ ଦେଲେ। ଆନ୍ତିୟଖିଆ ରେ ଯୀଶୁଙ୍କ ଅନୁଗମନକାରୀମାନେ ପ୍ରଥମ ରେ ଖ୍ରୀଷ୍ଟିଆନ ନାମ ରେ ନାମିତ ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:35

କିନ୍ତୁ ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆ ରେ ରହିଲେ ଏବଂ ଅନ୍ୟମାନଙ୍କ ସହିତ ସମାନେେ ଲୋକମାନଙ୍କୁ ପ୍ରଭୁଙ୍କର ବାକ୍ଯ ଶିକ୍ଷା ଦେଲେ ଏବଂ ସୁସମାଚ଼ାର ପ୍ରଚ଼ାର କଲେ।

Interlinear

Choose Theme