Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 15:26 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 15:26 · ଓଡ଼ିଆ ବାଇବେଲ

ବର୍ଣ୍ଣବ୍ବା ଓ ପାଉଲ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ପାଇଁ ସମାନଙ୍କେର ଜୀବନକୁ ଉତ୍ସର୍ଗ କରିଛନ୍ତି।

Cross references

ବିଚାରକର୍ତାମାନଙ୍କ ବିବରଣ 5:18

ସବୂଲୂନ ମରଣ ପର୍ୟ୍ଯନ୍ତେ ପ୍ରଣାମକାରୀ ଲୋକ ହେଲା। ଉଚ୍ଚସ୍ଥାନ ନଲ୍ଗାଲି କ୍ଷେତ୍ର ରେ ପ୍ରାଣପଣ କଲ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:23

ଅନକେ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦବୋ ପାଇଁ ଷଡ଼ୟନ୍ତ୍ର କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:50

ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀ ଲୋକଙ୍କୁ ଓ ନଗରର ମୁଖ୍ଯ ବ୍ଯକ୍ତିମାନଙ୍କୁ ଉତ୍ତଜେିତ କରାଇଲେ। ସମାନେେ ପାଉଲ ଓ ବର୍ଣ୍ଣବ୍ବା ବିରୁଦ୍ଧ ରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସମାନେେ ସମାନଙ୍କେୁ ତାଡ଼ନା କରିବା ଆରମ୍ଭ କଲେ ଓ ସମାନଙ୍କେୁ ସହେି ଅଞ୍ଚଳରୁ ବାହାର କରି ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:19

କିନ୍ତୁ ତା'ପରେ କେତକେ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସମାନେେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲଣେି ଭାବି ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:30

ଆମ୍ଭେ ପ୍ରତି ମୁହୂର୍ତ୍ତ ରେ କ'ଣ ପାଇଁ ବିପଦର ସମ୍ମୁଖୀନ ହେଉ ?

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:23

ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:29

ସେଥିପାଇଁ ପ୍ରଭୁଙ୍କଠା ରେ ଆନନ୍ଦର ସହିତ ତାହାଙ୍କୁ ସ୍ବାଗତ ଜଣାଅ। ଏପାଫ୍ରାଦିତଙ୍କ ଭଳି ଲୋକମାନଙ୍କୁ ତୁମ୍ଭମାନେେ ସମ୍ମାନ ଦିଅ।

Interlinear

Choose Theme