Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 15:37 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 15:37 · ଓଡ଼ିଆ ବାଇବେଲ

ବର୍ଣ୍ଣବ୍ବା ସମାନଙ୍କେ ସହିତ ମାର୍କ ନାମ ରେ ପରିଚ଼ିତ ଯୋହନଙ୍କୁ ନବୋପାଇଁ ଚାହିଁଲେ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 12:12

ଏହା ଅନୁଭବ କଲାପରେ, ସେ ଯୋହନଙ୍କ ମାତା ମରିୟମଙ୍କ ଘରକୁ ଗଲେ। ଯୋହନଙ୍କୁ ମାର୍କ ମଧ୍ଯ କୁହା ଯାଉଥିଲା। ସଠାେରେ ଅନକେ ଲୋକ ଏକାଠି ହାଇେ ପ୍ରାର୍ଥନା କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:25

ବର୍ଣ୍ଣବ୍ବା ଓ ଶାଉଲ ୟିରୂଶାଲମ ରେ କାମ ସାରି ଆନ୍ତିୟଖିଆକୁ ଫରେିଗଲେ। ସମାନଙ୍କେୁ ସହିତ ମାର୍କ ନାମ ରେ ପରିଚ଼ିତ ଯୋହନ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:5

ସମାନେେ ସାଲାମି ନଗର ରେ ପହଞ୍ଚି ଯିହୂଦୀମାନଙ୍କର ସମାଜଗୃହଗୁଡ଼ିକରେ ପରମେଶ୍ବରଙ୍କର ବାକ୍ଯ ପ୍ରଚ଼ାର କଲେ। ଯୋହନ ମାର୍କ ମଧ୍ଯ ସମାନଙ୍କେୁ ସାହାୟ୍ଯ କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:13

ପାଉଲ ଓ ତାହାଙ୍କର ବନ୍ଧୁମାନେ ପାଫ ନଗର ଛାଡ଼ି ସମୁଦ୍ର ପଥରେ ଫଫୂଲିଆର ପର୍ଗିକୁ ଆସିଲେ। କିନ୍ତୁ ଯୋହନ ମାର୍କ ସମାନଙ୍କେୁ ଛାଡ଼ି ୟିରୂଶାଲମକୁ ଫରେିଆସିଲେ।

କଲସୀୟଙ୍କ ପ୍ରତି ପତ୍ର 4:10

ଅରିସ୍ତାର୍ଖଙ୍କ ନମସ୍କାର ଜଣାଉଛି। ସେ ମାେ ସହିତ ଜଣେ ସହବନ୍ଦୀ। ବର୍ଣ୍ଣବାଙ୍କ କୁଟୁମ୍ବୀୟ ଭାଇ ମାର୍କ ନମସ୍କାର କରୁଛନ୍ତି। (ମୁଁ ଆଗରୁ ତାହାଙ୍କ ବିଷୟ ରେ କହି ସାରିଛି। ସେ ଯଦି ଆସନ୍ତି, ତାହାଙ୍କୁ ସ୍ବାଗତ କରିବ)।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:11

ଏବେ ମାେ ସହିତ କବଳେ ଲୂକ ଅଛନ୍ତି। ତୁମ୍ଭେ ଆସିଲା ବେଳେ ମାର୍କଙ୍କୁ ତୁମ୍ଭ ସହିତ ନଇେ ଆସିବ। ସେ ଏଠା ରେ ମାେ କାମ ରେ ଅତ୍ଯନ୍ତ ଆବଶ୍ଯକୀୟ ହାଇପୋରିବେ।

ଫିଲୀମୋନଙ୍କ ପ୍ରତି ପତ୍ର 1:24

ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ଯ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।

Interlinear

Choose Theme