Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 16:26 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 16:26 · ଓଡ଼ିଆ ବାଇବେଲ

ହଠାତ୍ ଖୁବ୍ ଜାରେ ରେ ଭୂମିକମ୍ପ ହେଲା। ଏହାଦ୍ବାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ବାର ଖାଲିଗେଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖାଲିଗେଲା।

Cross references

ପ୍ରଥମ ରାଜାବଳୀ 13:28

ସହେି ବୃଦ୍ଧ ଭବିଷ୍ଯଦ୍ବକ୍ତା ବାହାରି ଗଲେ ଓ ପଥ ମଧିଅରେ ସହେି ଶବ ପଡିଥିବାର ଦେଖିଲେ। ଶବ ନିକଟରେ ସହେି ଗଧ ଓ ସିଂହ ଛିଡା ହାଇେଥିଲେ। ସିଂହ ଶବଟିକୁ ଖାଇ ନଥିଲା କିମ୍ବା ଗଧକୁ ବିଦୀର୍ଣ୍ଣ କରି ନଥିଲା।

ଗୀତସଂହିତା 79:11

ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ। ହେ ପରମେଶ୍ବର, ତୁମ୍ଭର ମହାଶକ୍ତି ପ୍ରଯୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।

ଗୀତସଂହିତା 102:20

ସେ ବନ୍ଦୀମାନଙ୍କର ପ୍ରାର୍ଥନା ଗ୍ରହଣ କରିବେ। ମୃତ୍ଯୁଦଣ୍ଡ ପାଇଥିବା ଲୋକମାନଙ୍କୁ ମୁକ୍ତ କରିବେ।

ଗୀତସଂହିତା 146:7

ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ୟାହା ନ୍ଯାଯ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।

ଯିଶାଇୟ 42:7

ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ, କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ ଓ ଅନ୍ଧକାର ରେ ସଢ଼ୁଥିବା ଲୋକମାନଙ୍କୁ ବନ୍ଦୀ ଗୃହରୁ ବାହାରକୁ ଆଣିବ।

ଯିଶାଇୟ 61:1

ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।

ଯିଖରିୟ 9:11

ହେ ୟିରୁଶାଲମ, କାରଣ ରକ୍ତ ଦ୍ବାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମାହେରାଙ୍କିତ ହାଇେଛି। ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।

ମାଥିଉଲିଖିତ ସୁସମାଚାର 28:2

ସତେିକି ବେଳେ ଗୋଟିଏ ବଡ଼ ଧରଣର ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ବର୍ଗଦୂତ ସ୍ବର୍ଗରୁ ଓହ୍ଲାଇ ଆସିଲେ। ସ୍ବର୍ଗଦୂତ ଜଣକ କବର ପାଖକୁ ଗଲେ ଓ ପ୍ରବେଶଦ୍ବାର ପାଖରୁ ପଥରଟି ଗଡ଼ଇେ ବାହାର କରି ଦେଲେ। ସେ ପଥର ଉପରେ ବସିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:31

ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘ ରେ, ସମସ୍ତେ ଏକାଠି ହାଇେଥିଲେ, ସହେି ଘର କମ୍ପି ଉଠିଲା। ସମାନେେ ସମସ୍ତେ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇଗେଲେ ଓ ପରମେଶ୍ବରଙ୍କର ବାର୍ତ୍ତା ସାହସର ସହିତ କରିବାକୁ ଲାଗିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:19

କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତି ରେ ସହେି କାରାଗାରର କବାଟ ଖାଲିେ ସମାନଙ୍କେୁ ବାହାର କରି ଦେଲେ ଓ କହିଲେ,

ରେରିତମାନଙ୍କ କାର୍ଯ୍ୟର ବିବରଣ 12:7

ହଠାତ୍ ପ୍ରଭୁଙ୍କର ଜଣେ ଦୂତ ଆସି ସଠାେରେ ଉଭା ହେଲେ। କଠାେରୀଟି ଉଜ୍ଜ୍ବଳ ଆ ଲୋକରେ ଆଲୋକିତ ହାଇଗେଲା। ସେ ପିତରଙ୍କୁ ହଲଇେ ଦଇେ କହିଲେ, ଶୀଘ୍ର ଉଠ। ସହେି ସମୟରେ ତାହାଙ୍କ ହାତରୁ ସବୁ ଶିକୁଳି ଖସିପଡ଼ିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:10

ସମାନେେ ପ୍ରଥମ ଓ ଦ୍ବିତୀୟ ପ୍ରହରୀଙ୍କୁ ଟପି ଗୋଟିଏ ଲିହା ଫାଟକ ପାଖକୁ ଆସିଲେ। ଏହା କାରାଗାରକୁ ନଗରରୁ ବିଚ୍ଛିନ୍ନ କରୁଥିଲା। ଏହା ଆପେ ଆପେ ଖାଲିଗେଲା ଓ ସମାନେେ ବାହାରକୁ ଚ଼ାଲିଗଲେ। ସମାନେେ ଗୋଟିଏ ଗଳିର ଶଷେ ଆଡ଼କୁ ଗଲାପରେ ହଠାତ୍ ସ୍ବର୍ଗଦୂତ ଜଣକ ପିତରଙ୍କୁ ଛାଡ଼ି ଚ଼ାଲିଗଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:12

ତା'ପରେ ମୁଁ ମଷେଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତବେେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ୟ୍ଯ ଲୋମ ରେ ତିଆରି ହାଇେଥିବା କଳାକମ୍ବଳ ପରି କଳାବର୍ଣ୍ଣ ହାଇଗେଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହାଇଗେଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:13

ଠିକ୍ ସହେି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହାଇଗେଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସମାନେେ ସ୍ବର୍ଗର ପରମେଶ୍ବରଙ୍କୁ ଗୌରବ ଦେଲେ।

Interlinear

Choose Theme