କିନ୍ତୁ ପାଉଲ ଚିତ୍କାର କରି କହିଲେ, ଆମ୍ଭେ ସମସ୍ତେ ଏଠା ରେ ଅଛୁ। ନିଜର କ୍ଷତି କରନାହିଁ।
Cross references
ତୁମ୍ଭେ ନରହତ୍ଯା କରିବ ନାହିଁ।
ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ବଷେ କରିବ ନାହିଁ। ବରଂ ଆପଣା ପ୍ରତିବେଶୀକୁ ଆତ୍ମାତୁଲ୍ଯ ପ୍ ରମେ କରିବ, ଆମ୍ଭେ ସଦାପ୍ରଭୁ।
ୟବେେ ମାରେ ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ ଓ ମାତ୍ର ବିନା କାରଣରେ ୟେ ମାରେ ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।
ମୁଁ ସମାନଙ୍କେ ପାଇଁ ଶାେକାତୁର ପୋଷାକ ପିନ୍ଧିଥିଲି। ମୁଁ ସମାନଙ୍କେୁ ମାରେ ଭାଇ ବନ୍ଧୁ ପରି ବ୍ଯବହାର କରିଥିଲି। ମୁଁ ଦୁଃଖିତ ହାଇେଥିଲି ୟପରେି ଜଣେ ବ୍ଯକ୍ତି ତା'ର ମା'ର ମୃତ୍ଯୁରେ ଅଧୀର ହାଇେ କ୍ରନ୍ଦନ କରେ। ମୁଁ ସହେି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ୟାହା ଶାେକରେ ପ୍ରତୀକ ଅଟେ। ମୁଁ ନତ ମସ୍ତକ ହାଇେ ଶାେକରେ ଅଧୀର ହାଇେ ଚାଲିଥିଲି।
କିନ୍ତୁ ଯେ ମାରେ ବିରୁଦ୍ଧ ରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ। ଯେଉଁ ସବୁ ଲୋକ ମାେତେ ଘୃଣା କରନ୍ତି, ସମାନେେ ମୃତ୍ଯୁକୁ ଭୟ କରନ୍ତି।
ଯଦି ଲୋକମାନେ ଯୋଜନା କରନ୍ତି ଏକ ଲୋକକୁ ହତ୍ଯା କରିବାକୁ, ତବେେ ତୁମ୍ଭେ ତାଙ୍କୁ ରକ୍ଷା କର।
ତୁମ୍ଭେ ଅତି ଦୁଷ୍ଟ କିଅବା ନିର୍ବୋଧ ହୁଅ ନାହିଁ। ଆପଣା କାଳ ପୁରିବା ପୂର୍ବରୁ କାହିଁକି ମରିବ ?
କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତୃକୁ ମଧ୍ଯ ପ୍ ରମେ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପାର୍ଥନା କର।
ତୁମ୍ଭମାନେେ ଯେଉଁମାନେ ମାେ କଥା ଶୁଣୁଛ, ମୁଁ ସହେିମାନଙ୍କୁ କହୁଛି, ନିଜ ଶତୃକୁ ପ୍ ରମେ କର। ତୁମ୍ଭମାନଙ୍କୁ ଯେଉଁମାନେ ଘୃଣା କରୁଛନ୍ତି, ସମାନଙ୍କେର ମଙ୍ଗଳ କର।
ତା'ପରେ ଜଣେ ଲବେୀୟ ସହେି ବାଟରେ ଆସିଲେ। ସେ ସହେି ଲୋକଟିକୁ ଦେଖିବା ସତ୍ତ୍ବେ ତାକୁ ସାହାୟ୍ଯ କରିବାକୁ ନଅଟକି ଚାଲିଗଲେ।
ଯୀଶୁ କହିଲେ, ବନ୍ଦ କର! ତାପରେ ଯୀଶୁ ସହେି ଚାକରଟିର କାନ ଛୁଇଁ ସୁସ୍ଥ କରି ଦେଲେ।
ଯୀଶୁ କହିଲେ, ହେ ପରମପିତା, ଯେଉଁ ଲୋକମାନେ ମାେତେ ହତ୍ଯା କରୁଛନ୍ତି, ସମାନଙ୍କେୁ କ୍ଷମା କର। କାରଣ ସମାନେେ କ'ଣ କରୁଛନ୍ତି, ତାହା ସମାନେେ ଜାଣନ୍ତି ନାହିଁ।
ଦେଖ, ଯେପରି କହେି ଅପକାର ବଦଳ ରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର।