ସକାଳ ହବୋରୁ ବିଚ଼ାରକର୍ତ୍ତାମାନେ ସେ ଲୋକମାନଙ୍କୁ ଛାଡ଼ି ଦିଅ ଏହି ବାର୍ତ୍ତା ଦଇେ କେତକେ ସୈନିକଙ୍କୁ ପଠାଇଲେ।
Cross references
ତେଣୁ ଯିହାଶୂେୟ ନିର୍ଦ୍ଦେଶ ଦେଲେ ଯାଜକମାନଙ୍କୁ, ସେ କହିଲେ, ୟର୍ଦ୍ଦନ ନଦୀରକ୍ସ୍ଟ ବାହାରକକ୍ସ୍ଟ ଆସ।
ହେ ପରମେଶ୍ବର, ଯେତବେେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କୋର୍ଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।
ନିଶ୍ଚିତଭାବରେ ତୁମ୍ଭମାନେେ ଆମ୍ଭକୁ ଭୟ କରିବାର କାରଣ ଅଛି, ସଦାପ୍ରଭୁ କହନ୍ତି। ହଁ, ତୁମ୍ଭମାନେେ ଆମ୍ଭ ସମ୍ମୁଖ ରେ ଭୟ ରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ର ରେ ଢ଼େଉ ଉେଠ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘାରେ ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।
ତେଣୁ ସେ ସମାନଙ୍କେୁ ଆଉ ଥରେ ଭୟ ଦଖାଇେଲେ ଏବଂ ସମାନଙ୍କେୁ ମୁକ୍ତ କଲେ।
ସମାନେେ ପ୍ ରରେିତମାନଙ୍କୁ ଭିତରକୁ ଡ଼ାକି ନଇେ ପ୍ରହାର କଲେ। ସମାନଙ୍କେୁ ଯୀଶୁଙ୍କ ନାମ ରେ କିଛି ନ କହିବା ପାଇଁ ଆଦେଶ ଦେଲେ। ତା'ପରେ ସମାନଙ୍କେୁ ଛାଡ଼ି ଦେଲେ।