ରେରିତମାନଙ୍କ କାର୍ଯ୍ୟର ବିବରଣ 16:38 · ଓଡ଼ିଆ ବାଇବେଲ
ସମାନେେ ପାଉଲ ଓ ଶୀଲାଙ୍କୁ ରୋମୀୟ ଜାଣି ଡ଼ରିଗଲେ।
Cross references
ମାଥିଉଲିଖିତ ସୁସମାଚାର 14:5
ତେଣୁ େ ହରୋଦ ଯୋହନଙ୍କୁ ମାରିଦବୋକୁ ଚାହିଁଲେ। କିନ୍ତୁ ସେ ଲୋକମାନଙ୍କୁ ଭୟ କରୁଥିଲେ। କାରଣ ଲୋକେ ଯୋହନଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।
ମାଥିଉଲିଖିତ ସୁସମାଚାର 21:46
ତେଣୁ ସମାନେେ ଯୀଶୁଙ୍କୁ ବନ୍ଦୀ କରିବାକୁ ଚେ଼ଷ୍ଟା କଲେ। ସମାନେେ କିନ୍ତୁ ଲୋକମାନଙ୍କୁ ଡ଼ରୁଥିଲେ। କାରଣ ଲୋକେ ଯୀଶୁଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22:29
ପାଉଲ ଜଣେ ରୋମୀୟ ନାଗରିକ ବୋଲି ଜାଣିବା ପରେ ତାହାଙ୍କୁ ପ୍ରଶ୍ନ କରିବା ପାଇଁ ଯାଉଥିବା ଲୋକମାନେ ସଙ୍ଗେ ସଙ୍ଗେ ତାହାଙ୍କୁ ଛାଡ଼ି ଚ଼ାଲି ଗଲେ। ସନୋଧ୍ଯକ୍ଷ ମଧ୍ଯ ତାହାଙ୍କୁ ବାନ୍ଧି ବେତ୍ରାଘାତ କରିବା ପାଇଁ ଆଦେଶ ଦଇେଥିବାରୁ ଡ଼ରିଗଲେ।