ରେରିତମାନଙ୍କ କାର୍ଯ୍ୟର ବିବରଣ 18:16 · ଓଡ଼ିଆ ବାଇବେଲ
ସେ ଏହା କହି ସମାନଙ୍କେୁ ଅଦାଲତରୁ ବାହାର କରି ଦେଲେ।
Cross references
ଗୀତସଂହିତା 76:10
ହେ ପରମେଶ୍ବର, ଯେତବେେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କୋର୍ଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।
ରୋମୀୟଙ୍କ ପ୍ରତି ପତ୍ର 13:3
ଯେଉଁ ମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସମାନଙ୍କେଠା ରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ କାମ କରନ୍ତି ସମାନେେ ଭୟ କରିବାକୁ ବାଧ୍ଯ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:16
କିନ୍ତୁ ପୃଥିବୀ ସହେି ସ୍ତ୍ରୀକୁ ସାହାୟ୍ଯ କଲା। ପୃଥିବୀ ତା'ର ମୁଖ ଖାଲିେଲା ଓ ବିଶାଳ ସାପ ମୁଖରୁ ବାହାରି ଆସୁଥିବା ନଦୀକୁ ଗିଳି ଦଲୋ।