Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 19:11 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 19:11 · ଓଡ଼ିଆ ବାଇବେଲ

ପରମେଶ୍ବର ପାଉଲଙ୍କ ମାଧ୍ଯମ ରେ ଅତି ଅସାଧାରଣ କାର୍ୟ୍ଯମାନ କରୁଥିଲେ।

Cross references

ମାର୍କଲିଖିତ ସୁସମାଚାର 16:17

ଯେଉଁମାନେ ମାେତେ ବିଶ୍ବାସ କରିବେ, ସମାନେେ ତାର ପ୍ରମାଣ ସ୍ବରୂପ ଏହି ସବୁ କାମ କରିବାକୁ ସକ୍ଷମ ହବେେ: ସମାନେେ ଲୋକମାନଙ୍କଠାରୁ ମାେ ନାମ ରେ ଭୂତମାନଙ୍କୁ ବାହାର କରି ଦଇେ ପାରିବେ। କବେେ ହେଲେ ଶିଖି ନଥିବା ନୂଆନୂଆ ଅନକେ ଭାଷା ରେ କଥାବାର୍ତ୍ତା କରିବେ।

ଯୋହନଲିଖିତ ସୁସମାଚାର 14:12

ମୁଁ ତୁମ୍ଭକୁ ସତ୍ଯ କହୁଛି। ମାଠାେ ରେ ବିଶ୍ବାସ କରୁଥିବା ବ୍ଯକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ଯ ଅଧିକ ବଡ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:12

ପ୍ ରରେିତମାନଙ୍କ ଦ୍ବାରା ଲୋକମାନଙ୍କ ମଧିଅରେ ବହୁତଗୁଡ଼ିଏ ଚ଼ିହ୍ନ ଓ ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରାଗଲା। ସମାନେେ ସମସ୍ତେ ଗୋଟିଏ ଉଦ୍ଦେଶ୍ଯ ରେ ଶଲୋମନଙ୍କ ମଣ୍ଡପରେ ଏକାଠି ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:13

ଶିମାନେ ନିଜେ ମଧ୍ଯ ଏହା ବିଶ୍ବାସ କଲେ ଓ ବାପ୍ତିଜିତ ହାଇେ ଫିଲିପ୍ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ୟ୍ଯପୂର୍ଣ୍ଣ କାର୍ୟ୍ଯ ଓ ଚ଼ିହ୍ନମାନ ଦେଖି ବିସ୍ମିତ ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:3

ତଥାପି ପାଉଲ ଓ ବର୍ଣ୍ଣବ୍ବା ସଠାେରେ ଅନକେ ଦିନ ରହିଲେ ଓ ପ୍ରଭୁଙ୍କର କଥା ସାହସର ସହିତ ପ୍ରଚ଼ାର କଲେ। ସମାନଙ୍କେ ମାଧ୍ଯମ ରେ ପ୍ରଭୁ ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ କଲେ ଓ ଅନୁଗ୍ରହର ବାକ୍ଯ ପ୍ରଚ଼ାର କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:12

ତା'ପରେ ସମସ୍ତେ ନୀରବ ହାଇଗେଲେ। ସମାନେେ ବର୍ଣ୍ଣବ୍ବା ଓ ପାଉଲଙ୍କ କଥା ଶୁଣିଲେ। ପରମେଶ୍ବର ଅନ୍ୟ ଜାତୀୟମାନଙ୍କ ମଧିଅରେ ସମାନଙ୍କେ ଜରିଆ ରେ, ଯେଉଁସବୁ ଆଶ୍ଚର୍ୟ୍ଯକର୍ମ ଓ ଚ଼ିହ୍ନମାନ କହିଥିଲେ, ସେ ସବୁ ପାଉଲ ଓ ବର୍ଣ୍ଣବ୍ବା ବର୍ଣ୍ଣନା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:18

ସେ ଏପରି ବହୁତ ଦିନ ପର୍ୟ୍ଯନ୍ତ କଲା, ପାଉଲ ଏଥିଲେ ବିରକ୍ତ ହାଇପେଡ଼ିଲେ। ସେ ସହେି ଆତ୍ମାକୁ କହିଲେ, ମୁଁ ଯୀଶୁଙ୍କ ନାମ ରେ ଆଦେଶ ଦେଉଛି, ଏହି ଝିଅଟି ଦହରେୁ ବାହାରିଯା। ସହେି ସମୟରେ ସେ ଆତ୍ମାଟି ବାହାରକୁ ଚ଼ାଲିଆସିଲା।

ରୋମୀୟଙ୍କ ପ୍ରତି ପତ୍ର 15:18

ମୁଁ ନିଜେ କରିଥିବା କାର୍ୟ୍ଯ ବିଷୟ ରେ କିଛି କହିବି ନାହିଁ। ମୁଁ କବଳେ ସହେି କଥା ଗୁଡିକ କହିବି, ଯାହା ଖ୍ରୀଷ୍ଟୟିଶୁ ମାେ ଦ୍ବାରା କରିଛନ୍ତି ୟବ୍ଦ୍ବାରା ଅଣଯିହୂଦୀମାନେ ପରମେଶ୍ବରଙ୍କ ବାଧ୍ଯ ହବେେ। ସମାନେେ ମାେ କଥା ଓ କାର୍ୟ୍ଯ ପାଇଁ ପରମେଶ୍ବରଙ୍କୁ ମାନିଛନ୍ତି।

ଗାଲାତୀୟଙ୍କ ପ୍ରତି ପତ୍ର 3:5

ସେ ସବୁ ବିଫଳ ହାଇେ ନାହିଁ। ତୁମ୍ଭମାନେେ ବ୍ଯବସ୍ଥା ପାଳନ କର ବୋଲି କ'ଣ ପରମେଶ୍ବର ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି? ନା! ତୁମ୍ଭମାନଙ୍କ ମଧିଅରେ ପରମେଶ୍ବର ଯେଉଁ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି, ତାହା କଣ ବ୍ଯବସ୍ଥା ପାଳନ ପାଇଁ କରାଯାଇଥିଲା? ନା! ବରଂ ତୁମ୍ଭମାନେେ ସୁସମାଚାର ଶୁଣି ସଗେୁଡ଼ିକରେ ବିଶ୍ବାସ କଲ ବୋଲି, ପରମେଶ୍ବର ତୁମ୍ଭମାନଙ୍କୁ ତାଙ୍କର ଆତ୍ମା ପ୍ରଦାନ କରି ତୁମ୍ଭମାନଙ୍କ ମଧିଅରେ ଆଶ୍ଚର୍ୟ୍ଯଜନକ କର୍ମମାନ କରିଛନ୍ତି।

ଏବ୍ରୀ 2:4

କର୍ମ ଦ୍ବାରା ପରମେଶ୍ବର ମଧ୍ଯ ଏହାର ପ୍ରମାଣ ଦେଲେ। ପରମେଶ୍ବର ଆପଣା ଇଚ୍ଛାନୁସା ରେ ପବିତ୍ର ଆତ୍ମାଙ୍କ ଅନ୍ଯାନ୍ଯ ଦାନ ଦ୍ବାରା ଏହା ପ୍ରମାଣିତ କରିଅଛନ୍ତି।

Interlinear

Choose Theme