ଏହା କହି ସହେି ଭୂତାତ୍ମା ଥିବା ଲୋକଟି ସମାନଙ୍କେ ଉପରେ ଡ଼ଇେଁ ପଡ଼ିଲା। ସେ ସମାନଙ୍କେୁ ମାରି ପରାସ୍ତ କଲା। ତେଣୁ ସମାନେେ ସମସ୍ତେ ସେ ଘରୁ ଉଲଗ୍ନ ଓ କ୍ଷତବିକ୍ଷତ ହାଇେ ଦୌଡ଼ି ଚ଼ାଲିଗଲେ।
Cross references
ସେ ଲୋକଟି କବର ମଧିଅରେ ରହୁଥିଲା। ତାହାକୁ କହେି ହେଲେ ବାନ୍ଧି ପାରୁ ନଥିଲେ। ଏପରିକି ଶିକୁଳି ରେ ମଧ୍ଯ ତାକୁ ବାନ୍ଧି ପାରୁ ନଥିଲେ।
ସମାନେେ ଯୀଶୁଙ୍କ ପାଖ ରେ ପହଞ୍ଚି ଦେଖିଲେ ଯାହା ଦହେ ରେ ବାହିନୀଭୂତ ପ୍ରବେଶ କରିଥିଲା, ସେ ଲୋକଟି ଲୁଗାପଟା ପିନ୍ଧି ଭଲ ଭାବରେ ବସିଛି। ତାହାର ମନ ଭଲ ହାଇେ ଯାଇଛି। ଏହା ଦେଖି ସମାନେେ ଭୟଭୀତ ହେଲେ।
ଯୀଶୁ ଭୂତକୁ ସହେି ଲୋକଟି ଦହରେୁ ବାହାରି ଆସିବାକୁ ଆଜ୍ଞା ଦେଲେ। ଲୋକଟି ଯୀଶୁଙ୍କ ଆଗ ରେ ପଡିଯାଇ ଉଚ୍ଚ ସ୍ବର ରେ ପାଟି କରି କହିଲା, ହେ ସର୍ବୋପରିସ୍ଥଙ୍କ ପୁତ୍ର ଯୀଶୁ! ତୁମ୍ଭେ ମାେ'ଠାରୁ କ'ଣ ଚାହୁଁଛ? ମୁଁ ଅନୁ ରୋଧ କରୁଛି, ମାେତେ ଦଣ୍ଡ ଦିଅ ନାହିଁ।
ଲୋକମାନେ ଏହି ଘଟଣା ଦେଖିବା ପାଇଁ ବାହାରି ଆସିଲେ। ସମାନେେ ଯୀଶୁଙ୍କ ପାଦତଳେ ସହେି ଲୋକଟିକୁ ବସିଥିବାର ଦେଖିଲେ। ଲୋକଟି ଲୁଗା ପିନ୍ଧିଥିଲା ଓ ତା'ମନ ପୁରାପୁରୀ ବଦଳି ଯାଇଥିଲା। ତା' ଦହରେୁ ଭୂତମାନେ ବାହାରି ଯାଇଥିଲେ। ଏହା ଦେଖି ସମସ୍ତେ ଡରିଗଲେ।