Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 19:18 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 19:18 · ଓଡ଼ିଆ ବାଇବେଲ

ସମାନଙ୍କେ ମଧ୍ଯରୁ ଯେଉଁମାନେ ବିଶ୍ବାସ କରୁଥିଲେ, ସହେି ଲୋକମାନେ ଆସି ସମସ୍ତଙ୍କ ସାକ୍ଷାତ ରେ ନିଜର କୁକର୍ମ ସବୁ ସ୍ବୀକାର କଲେ।

Cross references

ଲେବୀୟ ପୁସ୍ତକ 16:21

ପୁଣି ହାରୋଣ ସହେି ଜିଅନ୍ତା ଛାଗର ମସ୍ତକରେ ଆପଣା ଦୁଇହସ୍ତ ରଖି ତାହା ଉପରେ ଇଶ୍ରାୟେଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ବୀକାର କରିବ। ଆଉ ତାହା ସବୁ ସହେି ଛାଗର ମସ୍ତକରେ ଅର୍ପଣ କରି ପୂର୍ବରୁ ପ୍ରସ୍ତୁତ ଥିବା ଲୋକ ହସ୍ତ ରେ ତାହାକୁ ମହୁଭୁମିକୁ ପଠାଇ ଦବେ।

ଲେବୀୟ ପୁସ୍ତକ 26:40

ମାତ୍ର ଲୋକମାନେ ସମାନଙ୍କେର ପାପ ସ୍ବକାର କରି ପାରନ୍ତି ଓ ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କର ଅପରାଧ ସ୍ବୀକାର କରିପାରନ୍ତି ଓ ସମାନେେ ଆମ୍ଭ ବିରୁଦ୍ଧ ରେ ପାପ କରିଛନ୍ତି ବୋଲି ସ୍ବୀକାର କରି ପାରନ୍ତି।

ଆୟୁବ ପୁସ୍ତକ 33:27

ତା'ପରେ ସହେି ବ୍ଯକ୍ତି ସମସ୍ତଙ୍କ ସମ୍ମୁଖ ରେ ସ୍ବୀକାର କରି କହିବ, 'ମୁଁ ପାପ କରିଛି। ମୁଁ ଭଲକୁ ମନ୍ଦ ରେ ପରିଣତ କରିଛି। କିନ୍ତୁ ପରମେଶ୍ବର ମାେତେ ଦଣ୍ଡ ଦଇେ ନାହାଁନ୍ତି ଯାହାର କି ମୁଁ ହକତାର ଥିଲି।

ଗୀତସଂହିତା 32:5

କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନଲେି ମାରେ ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି। ସଦାପ୍ରଭୁ ତୁମ୍ଭଙ୍କୁ ମାରେ ସମସ୍ତ ପାପ ବିଷଯରେ କହିଲି। ମାରେ କୌଣସି ପାପ ଲୁଚାଇ ରଖିଲି ନାହିଁ ଓ ତୁମ୍ଭେ ମାେତେ ମାରେ ସମସ୍ତ ପାପରୁ କ୍ଷମା କରିଦଲେ।

ହିତୋପଦେଶ 28:13

ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ବୀକାର କରି ତାକୁ ପରିତ୍ଯାଗ କରେ, ସେ ଦୟା ପାଇବ।

ଯିରିମିୟ 3:13

ସଦାପ୍ରଭୁ କହନ୍ତି, ଯାହା ହେଉ ତୁମ୍ଭେ ଜାଣିବା ଉଚିତ୍ ଯେ, ତୁମ୍ଭେ ଭୁଲ୍ କରିଛ, ତୁମ୍ଭେ ବିଦେଶୀମାନଙ୍କ ପାଖକୁ ୟାଇ ଏବଂ ସମାନଙ୍କେ ସହିତ ପ୍ରେତ୍ୟକକ ହରିତ୍ ବୃକ୍ଷତଳେ ବେଶ୍ଯାବୃତ୍ତି କରି ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛ।' ତୁମ୍ଭେ ମାରେ କଥା ମାନିଲ ନାହିଁ।

ଯିହିଜିକଲ 16:63

ତୁମ୍ଭେ ଯାହାସବୁ କରିଅଛ, ଯେତବେେଳେ ମୁଁ ସେସବୁକୁ ସଂ ଶାଧେନ କରି ଦବେି। ସେତବେେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହବେ ଓ ନିଜ ଅପମାନ ହତେୁ ଆଉ କବେେ ଆପଣା ମୁଖ ଫିଟାଇବ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।

ଯିହିଜିକଲ 36:31

ଏବଂ ସେ ସମୟରେ ତୁମ୍ଭମାନେେ ନିଜ ନିଜ ମନ୍ଦ ଆଚରଣ ଓ ମନ୍ଦ କ୍ରିଯାସବୁ ସ୍ମରଣ କରିବ। ପୁଣି ତୁମ୍ଭମାନେେ ନିଜର ପାପ ଓ ନିଜର ଘୃଣ୍ଯ କ୍ରିଯା ଯୋଗୁଁ ନିଜେ ନିଜକୁ ନମ୍ର କରିବ।

ମାଥିଉଲିଖିତ ସୁସମାଚାର 3:6

ସମାନେେ ନିଜ ନିଜ ପାପ ସ୍ବୀକାର କଲେ। ଯୋହନ ୟର୍ଦ୍ଦନ ନଦୀ ରେ ସମାନଙ୍କେ ବାପ୍ତିସ୍ମ ଦେଲେ।

ରୋମୀୟଙ୍କ ପ୍ରତି ପତ୍ର 10:10

ହୃଦୟ ରେ ବିଶ୍ବାସ ଦ୍ବାରା ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହୋଉ ମୁଖ ଦ୍ବାରା କହି ବିଶ୍ବାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ।

ଯୋହନଙ୍କ ପ୍ରଥମ ପତ୍ର 1:9

ଯଦି ଆମ୍ଭେ ନିଜ ନିଜର ପାପ ସ୍ବୀକାର କରୁ ତବେେ ପରମେଶ୍ବର ଆମ୍ଭକୁ ପାପରୁ କ୍ଷମା କରିବେ। କାରଣ ସେ ବିଶ୍ବସ୍ତ ଓ ନ୍ଯାୟବାନ ଅଟନ୍ତି। ସେ ଆମ୍ଭକୁ ସମସ୍ତ ଅଧର୍ମରୁ ପରିଷ୍କାର କରିବେ।

Interlinear

Choose Theme