ଏହିପରି ଭାବରେ ପ୍ରଭୁଙ୍କର କଥା ଅଧିକ ପ୍ରଭାବଶାଳୀ ହାଇେ ଚ଼ାରିଆଡ଼େ ବ୍ଯାପିବାକୁ ଲାଗିଲା ଏବଂ ଅଧିକରୁ ଅଧିକ ଲୋକ ପ୍ରଭୁଙ୍କଠା ରେ ବିଶ୍ବାସ କଲେ।
Cross references
ସହେିପରି ଆମ୍ଭ ମୁଖ ନିଃସୃତ ବାକ୍ଯ ନିଷ୍ଫଳ ହାଇେ ଆମ୍ଭ ନିକଟକୁ ଫରେି ଆସିବ ନାହିଁ ; ମାତ୍ର ଆମ୍ଭ ଇଚ୍ଛାନୁସା ରେ ଆମ୍ଭ ବାକ୍ଯ ସିଦ୍ଧ ହବେ ଏବଂ ଯେଉଁ କାର୍ୟ୍ଯ ପାଇଁ ଆମ୍ଭେ ପ୍ ରରଣେ କରିଛୁ, ତାହା ସଫଳ ହବେ।
ଏହିପରି ଭାବରେ ପରମେଶ୍ବରଙ୍କର ବାକ୍ଯ ଚ଼ାରିଆଡ଼େ ବ୍ଯାପିଗଲା। ୟିରୂଶାଲମ ରେ ଶିଷ୍ଯମାନଙ୍କର ସଂଖ୍ଯା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ଯରୁ ଅନକେ ବିଶ୍ବାସ କଲେ ଓ ପାଳନ କଲେ।
କିନ୍ତୁ ପରମେଶ୍ବରଙ୍କର ସୁସମାଚ଼ାର ଚ଼ାରିଆଡ଼େ ବ୍ଯାପିଗଲା। ଅଧିକରୁ ଅଧିକ ଲୋକମାନେ ଏହି ସୁସମାଚ଼ାର ଦ୍ବାରା ପ୍ରଭାବିତ ଦେଲେ। ବିଶ୍ବାସୀମାନଙ୍କ ସଂଖ୍ଯା ବୃଦ୍ଧି ପାଇବାକୁ ଲାଗିଲା।
ଭାଇ ଓ ଭଉଣୀମାନେ ! ଏବେ ଆମ୍ଭ ପାଇଁ ପ୍ରାର୍ଥନା କର। ପ୍ରାର୍ଥନା କର, ଯେ ପ୍ରଭୁଙ୍କ ଶିକ୍ଷାଗୁଡ଼ିକ ଶୀଘ୍ର ପ୍ରସାରିତ ହବେ। ପ୍ରାର୍ଥନା କର, ତୁମ୍ଭମାନେେ ଯେଉଁଭଳି ସହେି ଶିକ୍ଷାକୁ ସମ୍ମାନ ଦଲେ, ଠିକ୍ ସହେିଭଳି ଲୋକେ ସହେି ଶିକ୍ଷାକୁ ସମ୍ମାନ ଦବେେ।