Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 19:22 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 19:22 · ଓଡ଼ିଆ ବାଇବେଲ

ତେଣୁ ସେ ତାହାଙ୍କର ଦୁଇଜଣ ସାହାୟ୍ଯକାରୀ ଅର୍ଥାତ୍ ତୀମଥି ଓ ଏରାଷ୍ଟଙ୍କୁ ମାକିଦନିଆକୁ ପଠାଇଲେ। ସେ ନିଜେ ଆଉ କିଛି ଅଧିକ ସମୟ ଏସିଆ ରେ କଟାଇଲେ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 13:5

ସମାନେେ ସାଲାମି ନଗର ରେ ପହଞ୍ଚି ଯିହୂଦୀମାନଙ୍କର ସମାଜଗୃହଗୁଡ଼ିକରେ ପରମେଶ୍ବରଙ୍କର ବାକ୍ଯ ପ୍ରଚ଼ାର କଲେ। ଯୋହନ ମାର୍କ ମଧ୍ଯ ସମାନଙ୍କେୁ ସାହାୟ୍ଯ କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:1

ପାଉଲ ଦର୍ବୀ ଓ ଲୁସ୍ତ୍ରା ନଗରକୁ ଗଲେ। ସଠାେରେ ତୀମଥି ନାମକ ଜଣେ ଶିଷ୍ଯ ଥିଲେ। ସେ ଜଣେ ବିଶ୍ବାସୀନୀ ଯିହୂଦୀ ସ୍ତ୍ରୀଙ୍କର ପୁତ୍ର ଥିଲେ କିନ୍ତୁ ତାହାଙ୍କର ପିତା ଗ୍ରୀକ୍ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:3

ପାଉଲ ତୀମଥିଙ୍କୁ ନିଜ ସହିତ ନବୋପାଇଁ ଇଚ୍ଛା କଲେ। ତାହାଙ୍କର ପିତା ଗ୍ରୀକ୍ ବୋଲି ସମସ୍ତେ ଜାଣିଥିଲେ। ତେଣୁ ପାଉଲ ତାହାଙ୍କୁ ଯିହୂଦୀମାନଙ୍କ ହତେୁ ସୁନ୍ନତ କରି ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:9

ରାତି ରେ ପାଉଲ ଏକ ଦର୍ଶନ ପାଇଲେ। ସେଥି ରେ ସେ ଜଣେ ମାକିଦନିଆର ଲୋକକୁ ତାହାଙ୍କ ଆଗ ରେ ଠିଆ ହାଇେ ଥିବାର ଦେଖିଲେ। ସେ ପାଉଲଙ୍କୁ କହିଲେ, ତୁମ୍ଭେ ମାକିଦନିଆକୁ ଆସି ଆମ୍ଭକୁ ସାହାୟ୍ଯ କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 18:5

ଶୀଲା ଓ ତୀମଥି ମାକିଦନିଆରୁ କରିନ୍ଥକୁ ଆସିବା ପରେ ପାଉଲ ତାହାଙ୍କର ସବୁ ସମୟ ସୁସମାଚ଼ାର ପ୍ରଚ଼ାର କରିବା ରେ ଦେଲେ। ସେ ଯିହୂଦୀମାନଙ୍କ ଆଗ ରେ ପ୍ରମାଣିତ କରି ଦେଲେ ଯେ, ଯୀଶୁ ଖ୍ରୀଷ୍ଟ ଅଟନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:10

ଏହିପରି ଦୁଇ ବର୍ଷ ବିତିଗଲା, ଏଥିପାଇଁ ଏସିଆର ସମସ୍ତ ବାସିନ୍ଦାମାନେ ଅର୍ଥାତ୍ ଉଭୟ ଯିହୂଦୀୟ ଓ ଗ୍ରୀକ୍ମାନେ ପ୍ରଭୁଙ୍କ କଥା ଶୁଣିବାକୁ ପାଇଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:29

ସମ୍ପୂର୍ଣ୍ଣ ସହର ରେ ଚ଼ହଳ ପଡ଼ିଗଲା। ପାଉଲଙ୍କ ସହଯାତ୍ରୀ ମାକିଦନୀଯା ନିବାସୀ ଗାୟ ଓ ଆରିସ୍ତାର୍ଖଙ୍କୁ ଧରିନଇେ ସମାନେେ ଖଳେ ପଡ଼ିଆ ଆଡ଼କୁ ଦୌଡ଼ିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:1

ତ୍ତଜେନା ଶାନ୍ତ ହବୋ ପରେ ପାଉଲ ଯୀଶୁଙ୍କର ଶିଷ୍ଯମାନଙ୍କୁ ଡ଼ାକାଇ ପାଠାଇଲେ ଓ ସମାନଙ୍କେୁ ଉତ୍ସାହିତ କଲେ। ତା'ପରେ ସମାନଙ୍କେଠାରୁ ବିଦାୟ ନଇେ ସେ ମାକିଦନିଆକୁ ଯାତ୍ରା କଲେ।

ରୋମୀୟଙ୍କ ପ୍ରତି ପତ୍ର 16:23

ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:16

ମାକିଦନିଆ ୟିବା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖିବା ପାଇଁ ଯୋଜନା କଲି। ମାକିଦନିଆରୁ ଫରେିଲା ବେଳେ ମଧ୍ଯ ପୁନର୍ବାର ତୁମ୍ଭମାନଙ୍କ ପାଖକୁ ଆସିବି। ତୁମ୍ଭମାନଙ୍କ ସାହାୟ୍ଯ ରେ ଯିହୁଦା ଦେଶକୁ ପ୍ରସ୍ଥାନ କରିବି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:13

ସଠାେରେ ମାେ ଭାଇ ତିତସକୁ ନ ପାଇ ମୁଁ ମାେ ମନ ରେ ଶାନ୍ତି ହରାଇଲି। ସେଥିପାଇଁ ସମାନଙ୍କେଠାରୁ ବିଦାୟ ନଇେ ମୁଁ ମାକିଦନିଆକୁ ଗଲି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:1

ଭାଇ ଓ ଭଉଣୀମାନେ! ପରମେଶ୍ବର ମାକିଦନିଆର ମଣ୍ଡଳୀମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ପ୍ରକାଶ କରିଛନ୍ତି, ସହେି ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:9

ତୁମ୍ଭମାନଙ୍କ ସହିତ ଥିବା ବେଳେ, ମାରେ ଆବଶ୍ଯକତା ଗୁଡ଼ିକ ପାଇଁ ମୁଁ ତୁମ୍ଭମାନଙ୍କୁ ହଇରାଣ କରି ନାହିଁ। ଯେଉଁ ଭାଇମାନେ ମାକିଦନିଆରୁ ଆସିଥିଲେ ସମାନେେ ମାରେ ସମସ୍ତ ଆବଶ୍ଯକତା ଗୁଡ଼ିକୁ ପୂରଣ କଲେ। ମୁଁ କୌଣସି ପ୍ରକାର ତୁମ୍ଭମାନଙ୍କ ଉପରେ ବୋଝ ହାଇେ ନାହିଁ ଓ ଭବିଷ୍ଯତ ରେ ମଧ୍ଯ କଦାପି ହବେି ନାହିଁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 1:8

ମାକିଦନିଆ ଓ ଆଖାଯା ରେ ତୁମ୍ଭମାନଙ୍କ ପାଖରୁ ପ୍ରଭୁଙ୍କର ଶିକ୍ଷା ପ୍ରସାରିତ ହାଇେଥିଲା। ପ୍ରେତ୍ୟକକ ସ୍ଥାନ ରେ ପରମେଶ୍ବରଙ୍କଠା ରେ ତୁମ୍ଭ ବିଶ୍ବାସ ପରିଚିତ ହାଇେଛି। ଅତଏବ ତୁମ୍ଭମାନଙ୍କ ବିଶ୍ବାସ ବିଷୟ ରେ ଆମ୍ଭର କିଛି କହିବାର ଆବଶ୍ଯକ ନାହିଁ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:20

ଏରାଷ୍ଟ କରିନ୍ଥ ନଗରଠା ରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠା ରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ।

Interlinear

Choose Theme